ରୋଗ ଚିହ୍ନଟ କରିବାର ନୂଆ ଉପାୟ

ଦିନକୁ ଦିନ ଚିକିତ୍ସା ବିଜ୍ଞାନ ଉନ୍ନତ ହେବାରେ ଲାଗିଛି। ବିଶେଷଜ୍ଞମାନେ ନୂଆ ନୂଆ ଚିକିତ୍ସା ପ୍ରଣାଳୀ ଉଦ୍ଭାବନ କରୁଛନ୍ତି। ତାହାକୁ ଅନୁସରଣ କରି କେତେକ ରୋଗର ଚିକିତ୍ସା ଅତି ସହଜରେ କରିହେଉଛି। ତେବେ ନିକଟରେ ରୋଗ ଚିହ୍ନଟ କରିବାର ଏକ ନୂଆ ଉପାୟ ଖୋଜି ପାଇବାରେ ସକ୍ଷମ ହୋଇଛନ୍ତି ଟୋକିଓ ୟୁନିଭର୍ସିଟିର ବିଶେଷଜ୍ଞମାନେ। ନଖ ଉପରେ ଥିବା ଦାଗକୁ ଅନୁଧ୍ୟାନ କରି ସେମାନେ କେତେକ ରୋଗ ବିଷୟରେ ସୂଚନା ପାଇବାରେ ସକ୍ଷମ ହୋଇଛନ୍ତି। ବେଳେବେଳେ ନଖ ଉପରେ ବିଭିନ୍ନ ରଙ୍ଗର ଦାଗ ଦେଖିବାକୁ ମିଳିଥାଏ। ସେହି ଦାଗଗୁଡିକୁ ତନ୍ନ ତନ୍ନ କରି ପରୀକ୍ଷା କରାଯାଇ ଲିଭର୍‌ ଏପରି କି କେତେକ ସଂକ୍ରମଣ ରୋଗ ବିଷୟରେ ପ୍ରାକ୍‌ ସୂଚନା ପାଇହେବ ବୋଲି ଉକ୍ତ ୟୁନିଭର୍ସିଟିର ବିଶେଷଜ୍ଞମାନେ ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି। ତେବେ ଏ ନେଇ ଅଧିକ ତଥ୍ୟ ଜାଣିବା ପାଇଁ ସେମାନେ ଗବେଷଣା ଚାଲୁ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଟିକା

କରୋନା ଭୂତାଣୁ ସହିତ ଲୁଚକାଳି ଖେଳ ଦୀର୍ଘ ଦେଢ ବର୍ଷ ହୋଇଗଲାଣି। କରୋନା ତାଣ୍ଡବରେ ସମଗ୍ର ବିଶ୍ୱ ଭୀତତ୍ରସ୍ତ। ଶେଷ ଭରସା କରୋନା ଟିକାକୁ ସମସ୍ତଙ୍କ...

ପୁରୁଷ ସାଥୀଙ୍କ ଭିତରେ ଏସବୁ ଗୁଣକୁ ଖୋଜନ୍ତି ମହିଳା; କ’ଣ ଆପଣ ଜାଣନ୍ତି…

ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷ ଲୋଡା। ବିଶେଷକରି ମହିଳାମାନେ ନିଜ ସାଥୀଙ୍କଠାରୁ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ...

କୋଭିଡ-୧୯ରୁ ସୁସ୍ଥ ହୋଇଛନ୍ତି କି? ଦିନଚର୍ଯ୍ୟା ପ୍ରତି ହୁଅନ୍ତୁ ଯତ୍ନବାନ, ଏପରି ରଖନ୍ତୁ ନିଜ ସ୍ବାସ୍ଥ୍ୟର ଯତ୍ନ

ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପ୍ରତ୍ୟେହ ହଜାର ହଜାର ସଂଖ୍ୟାରେ ଲୋକ ଏଥିରେ ଆକ୍ରାନ୍ତ ହେଉଛନ୍ତି। ଏସବୁ ଭିତରେ ଅଧିକାଂଶ...

ଯିଏ ଯେତେ ଅନ୍ତରଙ୍ଗ ହେଲେ ବି କୁହନ୍ତୁ ନାହିଁ ଜୀବନର ଏହି ୪ କଥା; ସୁଖରେ ରହିବେ…

ଚାଣକ୍ୟ ନୀତିରେ ଜୀବନର ମୂଲ୍ୟବୋଧ ସମ୍ବନ୍ଧରେ ଅନେକ କଥା ଉଲ୍ଲେଖ କରାଯାଇଛି। ଆଚାର୍ଯ୍ୟ ଚାଣକ୍ୟ ଏକ ଶ୍ଳୋକରେ ଚାରିଟି ବିଷୟରେ କହିଛନ୍ତି, ଯାହାକୁ ଜଣେ ବ୍ୟକ୍ତି...

ଗ୍ୟାସ୍‌ଟ୍ରିକ୍‌ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ଥଣ୍ଡା କ୍ଷୀର ପିଇଲେ ବହୁ ସୁଫଳ ମିଳିଥାଏ। ଏହା ଦ୍ୱାରା ଗ୍ୟାସ୍‌ଟ୍ରିକ୍‌ ସମସ୍ୟା ଦୂର ହୁଏ। ସେହିପରି ମେଦବହୁଳ ରୋଗୀଙ୍କ ପାଇଁ ଏହା ମହୌଷଧୀ ଭଳି...

ହାର୍ଟଆଟାକରୁ ଦୂରେଇ ରହିବା ପାଇଁ ସକାଳେ ଗ୍ଲାସେ ଉଷୁମ ପାଣି ସହିତ ଏଥିରୁ ଖଣ୍ଡେ…

ଅଦା ଅନେକ ଔଷଧୀୟ ଗୁଣରେ ଭରପୁର। ଏହା ନାନା ପ୍ରକାର ରୋଗରୁ ଦୂରେଇ ରଖେ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ପ୍ରତିଦିନ ସକାଳେ ଖଣ୍ଡେ ଅଦା...

ମେଦବହୁଳତା ନିୟନ୍ତ୍ରଣ ଲାଗି ସଚେତନତା ଜରୁରୀ

ମେଦବହୁଳତା ଯୋଗୁ ବର୍ତ୍ତମାନ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଉଛି। ଏହି ସମସ୍ୟାଠାରୁ ଯୁବବର୍ଗ ମଧ୍ୟ ବର୍ତ୍ତି ନାହାନ୍ତି। ସାରା ବିଶ୍ୱରେ ମେଦବହୁଳ ରୋଗୀଙ୍କ ସଂଖ୍ୟା ଦ୍ରୁତଗତିରେ...

ଡାଳିମ୍ବ ଚୋପା ଖାଇଲେ ଦୂର ହୁଏ ଏହି ରୋଗ

ସାଧାରଣତଃ ଫଳ ଖାଇସାରିବା ପରେ ଏହାର ଚୋପା ଫିଙ୍ଗି ଦେଇଥାଉ। ମାତ୍ର ସେଥିରେ  ଔଷଧୀୟ ଗୁଣ ଭରି ରହିଥାଏ। ଏହି ଯେମିତି ଡାଳିମ୍ବ । ଡାଳିମ୍ବ...

Advertisement
Archives

Model This Week