ରୋଗ ଚିହ୍ନଟ କରିବାର ନୂଆ ଉପାୟ

ଆଜିକାଲି ରୋଗକୁ କିପରି ସରଳ ଆଉ ସହଜ ଉପାୟରେ ଚିହ୍ନଟ କରାଯାଇପାରିବ ସେ ନେଇ ଗବେଷଣା ଚାଲିଛି। ଦିନକୁ ଦିନ ନୂଆ ନୂଆ ଉପାୟ ମଧ୍ୟ ଉଦ୍ଭାବିତ ହେଉଛି, ଯାହା କେତେକ ରୋଗର ଚିକିତ୍ସା ପ୍ରଣାଳୀକୁ ଆହୁରି ସହଜ କରିଦେଉଛି। ତେବେ ଏ କ୍ଷେତ୍ରରେ ଟୋକିଓ ୟୁନିଭର୍ସିଟିର ବିଶେଷଜ୍ଞମାନେ ସଫଳତା ହାସଲ କରିଛନ୍ତି। ସେମାନେ ଏପରି ଏକ ଡିଭାଇସ୍‌ ପ୍ରସ୍ତୁତ କରିଛନ୍ତି, ଯାହାଦ୍ୱାରା କେତେକ ରୋଗକୁ ସହଜରେ ଚିହ୍ନଟ କରାଯାଇପାରିବ। ଉକ୍ତ ପଦ୍ଧତିକୁ ‘ଭାୟରସ୍କାନ’ ନାମରେ ନାମିତ କରାଯାଇଛି। ରକ୍ତ ଥିବା ‘ବ୍ୟାକ୍ଟିରିଓଫେଜ୍‌’ ନାମକ ଏକ ଭାଇରସକୁ ସ୍କାନ୍‌ କରି ରୋଗ ବିଷୟରେ ଜାଣିହେବ। ବିଶେଷଭାବରେ ହେପାଟାଇଟିସ୍‌-ସି ଏବଂ ମାରାତ୍ମକ ଏଚଆଇଭି ଭଳି ରୋଗକୁ ସହଜରେ ଚିହ୍ନଟ କରାଯାଇପାରିବ ବୋଲି ଉକ୍ତ ୟୁନିଭର୍ସିଟିର ବିଶେଷଜ୍ଞମାନେ ଦୃଢ଼ୋକ୍ତି ବ୍ୟକ୍ତ କରିଛନ୍ତି। ଏହି ଭାଇରସ୍‌ ରକ୍ତକୁ ଇନଫେକଶନ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ତେଣୁ ଏହାଦ୍ୱାରା ରୋଗର ଚିହ୍ନଟ ସହଜରେ ହୋଇପାରିବ ବୋଲି ପ୍ରକାଶିତ ରିପୋର୍ଟରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲ ଚଳାଇଲେ ଏହି ରୋଗ ଆଶଙ୍କା ଦୂର ହୁଏ

ଆଜିକାଲି ଗାଡ଼ିମୋଟର ସଂଖ୍ୟା ବୃଦ୍ଧି ପାଉଥିବାରୁ ଲୋକେ ସାଇକେଲ ଚଳାଇବା ଏକପ୍ରକାର ଭୁଲିଗଲେଣି। ମାତ୍ର ସାଇକେଲ ଚାଳନା ସ୍ବାସ୍ଥ୍ୟ ପକ୍ଷେ ଅତ୍ୟନ୍ତ ଲାଭଦାୟକ ବୋଲି ଏକ...

ମ୍ୟାଙ୍ଗୋ ଫେସ୍‌ ପ୍ୟାକ

ଖରାଦିନେ ସହଜରେ ମିଳୁଥିବା ଆମ୍ବରୁ ପ୍ରସ୍ତୁତ କରନ୍ତୁ ଫେସପ୍ୟାକ। ଏହି ଫେସପ୍ୟାକକୁ ଖରାଦିନେ ବ୍ୟବହାର କଲେ ତ୍ୱଚାର ଚମକ ବଢ଼ିବା ସହିତ ତ୍ୱଚା ଅଧିକ ସୁନ୍ଦର...

ଏହି ୪ ପ୍ରକୃତିର ଲୋକଙ୍କ ସହ ମିଶିଲେ ହୋଇଯିବେ ବରବାଦ; ସର୍ପଠାରୁ ବି ଏମାନେ ଭୟଙ୍କର…

ଜଣେ ମହାନ ରାଜନେତା ଭାବରେ ବିବେଚିତ ହୋଇଥିବା ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ବିଷୟରେ ଉଲ୍ଲେଖ କରିଛନ୍ତି। ସେଥିରୁ...

ପୋଟଳରେ ରହିଛି ଏହିସବୁ ଔଷଧୀୟ ଗୁଣ

୧. ପୋଟଳ ଖାଇଲେ ପେଟ ଦରଜ ଭଲ ହେବା ସହ ପାଣି ଜମିବା ସମସ୍ୟାରୁ ମୁକ୍ତି ମିଳିଥାଏ। ୨. ଏଥିରେ ମ୍ୟାଗ୍ନେସିୟମ, ଫସଫରସ୍‌ ଭଳି ପୋଷକତତ୍ତ୍ୱ...

ଅବସାଦ ଦୂର କରିବ ରୋବୋ

ଆଜିକାଲି ରୋବୋର ବ୍ୟବହାର ଦିନକୁ ଦିନ ବଢ଼ିଚାଲିଛି। ବିଭିନ୍ନ କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଇ ସେଥିରୁ ସଫଳତା ମିଳୁଛି। ଏହି ତାଲିକାରେ ନିକଟରେ ଆଉ ଏକ...

ଡାଇବେଟିସ୍‌ ଆଶଙ୍କା ଦୂର କରେ…

ଆଜିକାଲି ଅଧିକାଂଶ ଲୋକ ଡାଇବେଟିସ୍‌ ରୋଗର ଶିକାର ହେଉଛନ୍ତି। ଏହା ଭାରି ମାରାତ୍ମକ। ଡାଇବେଟିସ୍‌ ରୋଗୀଙ୍କୁ ହୃଦ୍‌ଘାତ ଆଶଙ୍କା ରହିଥାଏ। ତେଣୁ ଏଥିପ୍ରତି ମୂଳରୁ ସଚେତନ...

ହାର୍ଟକୁ ସୁସ୍ଥ ରଖିବାକୁ ଚାହୁଁଥିଲେ ଆପଣାନ୍ତୁ ଏହି ଉପାୟ

ବ୍ୟସ୍ତବହୁଳ ଜୀବନଶୈଳୀ, ଖାଦ୍ୟପେୟରେ ଅନିୟମିତତା ଯୋଗୁ ଆମକୁ ନାନା ରୋଗ ଗ୍ରାସ କରୁଛି। ସେଥିମଧ୍ୟରୁ ଅନ୍ୟତମ ହୃଦ(ହାର୍ଟ)ରୋଗ । ଯଦି ମେଦବହୁଳତା ଏବଂ ଡାଇବେଟିସ ଅଛି,...

ଭାବନାତ୍ମକ ବିକାଶ ଜରୁରୀ

ପିଲାଙ୍କୁ ଇଣ୍ଟେଲିଜେଣ୍ଟ କରିବା ପାଇଁ ସମସ୍ତେ ଗୁରୁତ୍ୱ ଦେଇଥାନ୍ତି, କିନ୍ତୁ ସେମାନଙ୍କର ପୂର୍ଣ୍ଣାଙ୍ଗ ବିକାଶ ନିମନ୍ତେ ଭାବନାତ୍ମକ ମୂଲ୍ୟବୋଧ ରହିବା ବି ଜରୁରୀ। ତେଣୁ ଏସବୁ...

Advertisement


Archives

Model This Week