ଅବସାଦ ଦୂର କରିବାର ନୂଆ ଉପାୟ

ଆଜିକାଲି ଅନେକ କେତେକ କାରଣରୁ ଅବସାଦଗ୍ରସ୍ତ ହେଉଛନ୍ତି। କେତେକ କାରଣ ଏଥିପାଇଁ ଦାୟୀ। ହେଲେ ଅବସାଦରୁ ରକ୍ଷା ପାଇବାର ସହଜ ତଥା ସରଳ ଉପାୟ ହାତପାହାନ୍ତାରେ ରହିଛି। ବାସ୍‌, ଏଥିପାଇଁ ଆପଣଙ୍କୁ କିଛି ସମୟ ଯୋଗ କରିବାକୁ ପଡିବ। ଏହାକୁ ନିୟମିତ ଅଭ୍ୟାସରେ ପରିଣତ କରିପାରିଲେ ଜଣେ ବ୍ୟକ୍ତି ନିଜକୁ ଅବସାଦଠାରୁ କେତେକାଂଶରେ ଦୂରେଇ ରଖିପାରିବ ବୋଲି ୟୁନିଭର୍ସିଟି ଅଫ କାଲିଫର୍ନିଆରର ମନୋବିଜ୍ଞାନୀମାନେ ଏକ ସଦ୍ୟତମ ଗବେଷଣାରୁ ଜାଣିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀ-ସ୍ବାମୀ ସମ୍ପର୍କକୁ ସୁଦୃଢ଼ କରେ ଏହି ୪ ଉପାୟ: ସୁଖୀ ଜୀବନ ପାଇଁ ଜାଣିବା ଜରୁରୀ

ସ୍ତ୍ରୀ-ସ୍ବାମୀ ସମ୍ପର୍କକୁ ସୁଦୃଢ଼ କରିବାକୁ ହେଲେ ଛୋଟଛୋଟ କଥାଗୁଡ଼ିକ ପ୍ରତି ଧ୍ୟାନ ଦେବା ଅତ୍ୟନ୍ତ ଜରୁରୀ। ଏପରି ନ କରିବା ଦ୍ୱାରା ସମ୍ପର୍କ ମଧ୍ୟରେ ଦୂରତା...

କରୋନା କାଳରେ ସକାଳୁ ଖାଲିପେଟରେ ପିଅନ୍ତୁ ତୁଳସୀ କାଢ଼ା: ଜାଣନ୍ତୁ ପ୍ରସ୍ତୁତି ପ୍ରଣାଳୀ

ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବା ଲୋକଙ୍କୁ କରୋନା ସଂକ୍ରମଣ ହେବାର ସମ୍ଭାବନା ଅଧିକ...

ଉପକାରୀ କ୍ୟାପ୍‌ସିକମ୍‌: ଦୂର ହୁଏ ଏସବୁ ରୋଗ

ସାଧାରଣତଃ ଖାଦ୍ୟକୁ ସ୍ବାଦିଷ୍ଟ କରିବା ପାଇଁ ରୋଷେଇରେ କ୍ୟାପ୍‌ସିକମ୍‌ ବ୍ୟବହାର କରାଯାଇଥାଏ। ବିଶେଷକରି ମ୍ୟାଗି, ଚାଓମିନ୍‌, ପାସ୍ତା, ପନିର, ନୁଡୁଲ୍ସ ଆଦିରେ କ୍ୟାପ୍‌ସିକମ୍‌ ବ୍ୟବହୃତ ହୁଏ।...

୩୫ ବର୍ଷ ପରେ ସବୁ ପୁରଷ କରାନ୍ତୁ ଏହି ଚେକ୍‌ଅପ୍‌

ବୟସ ବଢ଼ିବା ସହିତ ମଣିଷ ଶରୀରରେ ଅନେକ ପରିବର୍ତ୍ତନ ଦେଖାଯାଇଥାଏ। ଏ ନେଇ ନାନାଦି ରୋଗ ମଧ୍ୟ ହୋଇଥାଏ। ତେବେ ପୁରୁଷମାନଙ୍କ ବୟସ ୩୫ ବର୍ଷରୁ...

ଶକ୍ତିହୀନତା ଦୂର କରେ କୀଟରୁ ପ୍ରସ୍ତୁତ ଏହି ଔଷଧ

ହିମାଳୟ ଅଞ୍ଚଳରେ ଏକ ବିଶେଷ ପ୍ରକାରର ଔଷଧ ମିଳିଥାଏ। ଅନ୍ତର୍ଜାତୀୟ ବଜାରରେ ଏହା କିଲୋଗ୍ରାମ ପ୍ରତି ୬୦ ଲକ୍ଷ ଟଙ୍କା ମୂଲ୍ୟରେ ବିକ୍ରି ହେଉଛି। ଏହି...

ଦଶହରାରେ ଦାଣ୍ଡିଆ ଗେଟ୍‌ଅପ୍‌

ଦଶହରା ଆସିଲେ ସମସ୍ତେ ନିଜ ନିଜ ସାଙ୍ଗସାଥୀ, ବନ୍ଧୁବାନ୍ଧବଙ୍କ ସହ ମଜା ମସ୍ତିରେ ମଜି ଯାଆନ୍ତି। ହେଲେ ବ୍ୟସ୍ତତା ମଧ୍ୟରେ ଥାଇ ମଧ୍ୟ ଅଧିକାଂଶ ମହିଳା...

ଏହି ବ୍ଲଡ୍‌ ଗ୍ରୁପ୍‌ ଲୋକଙ୍କୁ ଶୀଘ୍ର ଆସିଥାଏ ହୃଦଘାତ

ହୃଦରୋଗ ଏକ ଗମ୍ଭୀର ସମସ୍ୟା। ଏହା ଅନେକ ଲୋକଙ୍କୁ ପ୍ରଭାବିତ କରିଥାଏ। ଏହାର ଅନେକ କାରଣ ଅଛି । ଖରାପ ଜୀବନଶୈଳୀ, ଚାପ, ଚିନ୍ତା ଏବଂ...

ଗ୍ରୀଷ୍ମ ପ୍ରବାହରୁ ରକ୍ଷା ପାଇବା ପାଇଁ କରନ୍ତୁ ଏପରି…

ଖରାଦିନେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହୋଇଥାଏ। ଏଥିରୁ ରକ୍ଷା ପାଇବା ପାଇଁ କେତେକ ସହଜ ଘରୋଇ ଉପାୟ ରହିଛି। ଖରାଦିନେ ପ୍ରତିଦିନ ପିଆଜ ରସ ଚାମୁଚେ...

Advertisement


Archives

Model This Week