ଦାୟିତ୍ୱ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା, କହିଲେ ଆଇନଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି

ଭୁବନେଶ୍ୱର,୧୧ା୮: ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଶୋଭନା ମହାନ୍ତି। ଯୋଗ ଦେବା ପରେ ସେ କହିଛନ୍ତି, କେହି ଆଇନଠାରୁ ଊଦ୍ଧର୍‌ବରେ ନୁହନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। ମାତ୍ର କିଛି ସମୟ ହେଲା ଦାୟିତ୍ୱ ନେଇଛି, ସବୁକିଛି ଅନୁଧ୍ୟାନ କରିବି। ତଦନ୍ତ ପରିସର ଭିତରେ ଯିଏ ଦୋଷୀ ହେବେ, ନିଶ୍ଚିତ ଦଣ୍ଡ ପାଇବେ। ବାଲେଶ୍ବର ଆଦି ଘଟଣାରେ ସରକାର ତ୍ୱରିତ ପଦକ୍ଷେପ ନେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri