ଦାୟିତ୍ୱ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା, କହିଲେ ଆଇନଠାରୁ କେହି ଊର୍ଦ୍ଧ୍ୱରେ ନୁହନ୍ତି

ଭୁବନେଶ୍ୱର,୧୧ା୮: ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଶୋଭନା ମହାନ୍ତି। ଯୋଗ ଦେବା ପରେ ସେ କହିଛନ୍ତି, କେହି ଆଇନଠାରୁ ଊଦ୍ଧର୍‌ବରେ ନୁହନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର। ମାତ୍ର କିଛି ସମୟ ହେଲା ଦାୟିତ୍ୱ ନେଇଛି, ସବୁକିଛି ଅନୁଧ୍ୟାନ କରିବି। ତଦନ୍ତ ପରିସର ଭିତରେ ଯିଏ ଦୋଷୀ ହେବେ, ନିଶ୍ଚିତ ଦଣ୍ଡ ପାଇବେ। ବାଲେଶ୍ବର ଆଦି ଘଟଣାରେ ସରକାର ତ୍ୱରିତ ପଦକ୍ଷେପ ନେଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri