Posted inଫୁରସତ

ଏହି ଦେଶରେ ବିଭିନ୍ନ ରଙ୍ଗର ଅନ୍ତଃବସ୍ତ୍ର ଟଙ୍ଗା ଯାଇ ପାଳନ କରାଯାଏ ନୂଆବର୍ଷ, କାରଣ ଜାଣିଲେ…

ସାଧାରଣତଃ ଭୋଜିଭାତ, ନାଚଗୀତର ଆସରରେ ସମଗ୍ର ବିଶ୍ୱରେ ଇଂରାଜୀ ନବବର୍ଷକୁ ସ୍ବାଗତ କରାଯାଇଥାଏ। ମାତ୍ର ଦୁନିଆରେ ଏମିତି କିଛି ଦେଶ ବା ସ୍ଥାନ ଅଛି ଯେଉଁଠାରେ ନୂତନବର୍ଷକୁ ଅତି ଅଦ୍ଭୁତ ଢଙ୍ଗରେ ପାଳନ କରାଯାଇଥାଏ। କେଉଁଠି ଚେୟାର, ସୋଫା ଫିଙ୍ଗା ଯାଇଥାଏ ତ ଆଉ କେଉଁଠି ଖାଦ୍ୟ ପ୍ଲେଟ ଭାଙ୍ଗିବା ଏବଂ କାଗଜ ଉଡ଼ାଯିବାର ପରମ୍ପରା ରହିଛି। ଆଉ କେଉଁଠି ବିଭିନ୍ନ ରଙ୍ଗର ଅନ୍ତଃବସ୍ତ୍ର ପିନ୍ଧି ନୂଆବର୍ଷକୁ ସ୍ବାଗତ କରିଥାନ୍ତି ଲୋକେ। ଜାଣନ୍ତୁ ଏପରି ଦେଶ ସମ୍ପର୍କରେ…

ଦକ୍ଷିଣ ଆମେରିକା:
ଏଠାରେ ବିଭିନ୍ନ ରଙ୍ଗର ଅନ୍ତଃବସ୍ତ୍ର ପିନ୍ଧା ଯାଇ ନୂତନବର୍ଷକୁ ସ୍ବାଗତ କରାଯାଇଥାଏ। ମେକ୍ସିକୋ, ବୋଲିଭିଆ ଏବଂ ବ୍ରାଜିଲ ପରି ଦକ୍ଷିଣ ଆମେରିକୀୟ ଦେଶରେ, ନୂତନ ବର୍ଷରେ ଅନ୍ତଃବସ୍ତ୍ରର ରଙ୍ଗ ପରବର୍ତ୍ତୀ ବର୍ଷ କ’ଣ ହେବ ତାହା ସ୍ଥିର କରିଥାଏ ବୋଲି ବିଶ୍ୱାସ ରହିଛି। ଏଥିସହିତ ଭାଗ୍ୟ କିପରି ହେବ ତାହା ଏହି ଅନ୍ତଃବସ୍ତ୍ରରୁ ହିଁ ଲୋକେ ଅନୁମାନ କରିନିଅନ୍ତି। ଯେଉଁମାନେ ପ୍ରେମ ପାଇବାକୁ ଚାହାନ୍ତି ସେମାନେ ନାଲି ରଙ୍ଗର ଅନ୍ତଃବସ୍ତ୍ର ପିନ୍ଧିଥାନ୍ତି। ଯେଉଁମାନେ ଟଙ୍କା ଆବଶ୍ୟକ କରନ୍ତି ସେମାନେ ହଳଦିଆ ରଙ୍ଗର ଏବଂ ଯେଉଁମାନେ ଶାନ୍ତି ଚାହୁଁଛନ୍ତି, ସେମାନେ ଧଳା ରଙ୍ଗର ଅନ୍ତଃବସ୍ତ୍ର ପିନ୍ଧି ନୂଆବର୍ଷ ପାଳନ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

୨.୨୬ ଲକ୍ଷ ଟଙ୍କାରେ ନିଲାମ ହେଲା ଗୋଟିଏ ଅଣ୍ଡା, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୬।୪: ସମସ୍ତେ ଶୁଣିଛନ୍ତି ଯେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ, କିନ୍ତୁ ଯେତେବେଳେ ଆପଣ ଜାଣିବେ ଯେ ଗୋଟିଏ ଅଣ୍ଡାର ମୂଲ୍ୟ ଲକ୍ଷ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri