ଜାରି ହେଲା ନୂଆବର୍ଷ କଟକଣା: ରାତି ୧୦ରୁ ସକାଳ ୫ ପର୍ଯ୍ୟନ୍ତ ଘରୁ ବାହାରିପାରିବେ ନାହିଁ ଲୋକେ

ଭୁବନେଶ୍ୱର,୩୧।୧୨: ଆଜି ୨୦୨୦ ବର୍ଷର ଶେଷ ଦିନ। ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ଏବଂ ଉଦ୍ଦୀପନା ଦେଖାଦେଇଛି। ତେବେ ଏହା ଭିତରେ କରୋନାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଟକଣା ଜାରି କରିଛନ୍ତି। ଗୁରୁବାର ରାତି ଅର୍ଥାତ୍‌ ଆଜି ରାତିରେ ନାଇଟ୍‌ କର୍ଫୁ ଲାଗୁ କରାଯିବା ନେଇ ଏସ୍‌ଆର୍‌ସି ପ୍ରଦୀପ ଜେନା ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଗୁରୁବାର ରାତି ୧୦ରୁ ଶୁକ୍ରବାର ସକାଳ ୫ ପର୍ଯ୍ୟନ୍ତ ଲୋକେ ଘରୁ ବାହାରକୁ ବାହାରି ପାରିବେ ନାହିଁ। ଅତ୍ୟାବଶ୍ୟକ ସୁବିଧାକୁ ବାଦ୍‌ ଦେଲେ ସମସ୍ତଙ୍କ କ୍ଷେତ୍ରରେ ଏହା ଲାଗୁ କରାଯିବ ବୋଲି ଏସ୍‌ଆର୍‌ସି କହିଛନ୍ତି। ଏଥିରେ ରାଜ୍ୟ ସରକାରଙ୍କୁ ସହଯୋଗ କରିବାକୁ ସେ ଲୋକଙ୍କୁ ନିବେଦନ କରିଛନ୍ତି। ସୂଚନାଯୋଗ୍ୟ, ବ୍ରିଟେନରେ କରୋନାର ନୂଆ ଷ୍ଟ୍ରେନ୍‌ ଦେଖାଦେବା ପରେ ଦେଶରେ ଏହାକୁ ନେଇ ଚିନ୍ତା ବଢିଛି। ଫଳରେ ସରକାର ସତର୍କତା ମୂଳକ ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…

ଝୁଲନ୍ତା ଅବସ୍ଥାରେ ମିଳିଲା ଗଳିତ ମୃତଦେହ ଠାବ: ଆଧାର କାର୍ଡରୁ ପରିଚୟ

ଦାରିଙ୍ଗବାଡ଼ି, ୫/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ରେନବୋ ଜଳପ୍ରପାତ ନିକଟରୁ ଝୁଲନ୍ତା ଅବସ୍ଥାରେ ଏକ ଗଳିତ ମୃତଦେହକୁ ପୋଲିସ ଠାବ କରିଛି।…

ମହିଳାଙ୍କୁ ନିର୍ଯାତନା ଦେଖି ତାତିଲେ ମହିଳା: ଶାଶୁ , ବଡ଼ଯାଆଙ୍କୁ ନିର୍ଧୁମ ଛେଚିଲେ, ଭିଡିଓ ଭାଇରାଲ

ହାଟଡିହୀ, ୫/୧୦ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଏକ ଗ୍ରାମରେ ଜଣେ ବିଧବା ମହିଳାଙ୍କୁ ତାଙ୍କ ଶ୍ୱଶୁର ଘର ଲୋକେ ବାରମ୍ବାର ନିର୍ଯାତନା ଦେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?