ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’ ଓ ‘ପ୍ରତୀକ୍ଷା’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ପାଇଁ ମନୋନୀତ ହୋଇଛି। ପ୍ରଥମ ଥର ପାଇଁ ଦୁଇଟି ଓଡ଼ିଆ ସିନେମା ଏହି ଫେଷ୍ଟିଭାଲ ନିମନ୍ତେ ମନୋନୀତ ହୋଇଥିବାରୁ ସବୁଠି ଖୁସିର ଲହରି ଖେଳିଯାଇଛି। ମେ’ ୧ରୁ ଜୁନ୍‌ ୨ ପର୍ଯ୍ୟନ୍ତ ଏହି ଫେଷ୍ଟିଭାଲ ନ୍ୟୁୟର୍କର ଭିଲେଜ ଇଷ୍ଟ ବାଏ ଆଞ୍ଜେଲିକାରେ ଅନୁଷ୍ଠିତ ହେବ। ୟୁନାଇଟେଡ୍‌ ଷ୍ଟେଟ୍‌ସରେ ଏହା ସବୁଠୁ ବଡ଼ ଫିଲ୍ମ ଫେଷ୍ଟିଭାଲ। ଓଡ଼ିଆ ସିନେମାକୁ ୮୯ ବର୍ଷ ହୋଇଥିବା ବେଳେ ଏଭଳି ଖବର ପୂରା ଇଣ୍ଡଷ୍ଟ୍ରି ଓ ସିନେପ୍ରେମୀଙ୍କ ପାଇଁ ଏକ ବଡ଼ ଭେଟି ଆଣିଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ: ୧୧ ଛାତ୍ର ଜୀବନ୍ତ ଦଗ୍ଧ

ଲକ୍ଷ୍ନୌ,୨୨।୫: ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଚିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଅନେକ ଛାତ୍ର କୋଚିଂ ସେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri