ମନୁଷ୍ୟ ଶରୀରରେ ଘୁଷୁରି ହାର୍ଟ

ନ୍ୟୁୟର୍କ,୧୩।୭: ମାନବ ଅଙ୍ଗର ଅଭାବକୁ ଦୂର କରିବା ପାଇଁ ଘୁଷୁରି ଅଙ୍ଗ ବ୍ୟବହାର କରିବାର ଲକ୍ଷ୍ୟ ଦିଗରେ ଆଉ ଏକ ପଦକ୍ଷେପ ଗ୍ରହଣ କରିଛି ନ୍ୟୁୟର୍କ ୟୁନିଭର୍ସିଟି। ନ୍ୟୁୟର୍କ ୟୁନିଭର୍ସିଟିର ସର୍ଜନମାନେ ଜେନେଟିକ ପ୍ରଜନିତ ଘୁଷୁରୀର ହୃଦୟକୁ ଦୁଇ ଜଣ ବ୍ରେନ୍‌ ଡେଡ୍‌ ହୋଇଯାଇଥିବା ବ୍ୟକ୍ତିଙ୍କ ମଧ୍ୟରେ ସଫଳତାର ସହ ଟ୍ରାନ୍ସପ୍ଲାଣ୍ଟ କରିଛନ୍ତି। ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ନ୍ୟୁୟର୍କ ୟୁନିଭର୍ସିଟିର ଜଣେ ସର୍ଜନ ସୂଚନା ଦେଇଛନ୍ତି। ଜୁନ ଓ ଜୁଲାଇରେ ୩ଦିନିଆ ପରୀକ୍ଷଣ ସମୟରେ ଏହି ଟ୍ରାନ୍ସପ୍ଲାଣ୍ଟ କରାଯାଇଥିଲା। ଏହି ସମୟରେ ଘୁଷୁରୀର ହାର୍ଟ ସାଧାରଣ ଭାବେ କାର୍ଯ୍ୟ କରୁଥିଲା। ତେବେ ତାଙ୍କର ସଞ୍ଚାଳନରେ ଏବେ କୌଣସି ପ୍ରକାରର ସମସ୍ୟା ନାହିଁ ବୋଲି ସେ କହିଛନ୍ତି। ଅନ୍ୟପଟେ ଦୁଇ ମାସ ପୂର୍ବରୁ ମାର୍ଚ୍ଚରେ ଜଣେ ୫୭ବର୍ଷ ବୟସ୍କା ବ୍ୟକ୍ତିଙ୍କ ନିକଟରେ ସମାନ ପ୍ରକାରର ଜେନେଟିକାଲ ଭାବେ ମେରିଲ୍ୟାଣ୍ଡ ବିଶ୍ୱବିଦ୍ୟାଳୟରେ ଘୁଷୁରୀର ହାର୍ଟ ଟ୍ରାନ୍ସପ୍ଲାଣ୍ଟ କରାଯାଇଥିଲା। କିନ୍ତୁ ପ୍ରତିରୋପଣ ପରେ ତାଙ୍କର ହୃଦ୍‌ଘାତରେ ମୃତ୍ୟୁ ହୋଇଥିଲା। ତେବେ ନୂତନ ହାର୍ଟ ପ୍ରତିରୋପଣ କରିବାରେ ବିଫଳ ହେବାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁପର୍‌ଟେକ୍‌ ଟୁଇନ୍‌ ଟାଓ୍ବାର ଧ୍ୱଂସ ପାଇଁ ଲାଗିବ କେତେ ବିସ୍ଫୋରକ, ବିଚାରବିମର୍ଷ ଆରମ୍ଭ…

ନୋଏଡା, ୨୬।୨ : ଦିଲ୍ଲୀ ଏନସିଆର୍‌ର ନୋଏଡାର ସେକ୍ଟର ୯୩-ଏ’ଠାରେ ଥିବା ସୁପର୍‌ଟେକ୍‌ ଟୁଇନ୍‌ ଟାଓ୍ବାର ଧ୍ୱଂସ ପାଇଁ ବିଚାର ବିମର୍ଷ ଜାରି ରହିଛି। ଏଥିପାଇଁ...

ସ୍ତ୍ରୀ ଘରକୁ ନ ଆସିବାରୁ ଶ୍ୱଶୁର ଘର ଗାଁରେ ନିଆଁ ଲଗାଇଦେଲେ ସ୍ବାମୀ, ଆଉ ତା’ ପରେ…

ଭୋପାଳ,୩୦ା୫: ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଖିଲଚିପୁର ତହସିଲଠାରୁ ୭ କିଲୋମିଟର ଦୂର ଦେବଳୀ ଗାଁର ଜଣେ ମହିଳା ସ୍ବାମୀଙ୍କଠାରୁ କେମିତି ମୁକ୍ତି ପାଇବେ ସେ ନେଇ...

ସଂକ୍ରମଣ ବୃଦ୍ଧି ନେଇ ଓଡ଼ିଶାକୁ କେନ୍ଦ୍ରର ତାଗିଦ

ନୂଆଦିଲ୍ଲୀ, ୪।୧୨: ଓଡ଼ିଶା ସମେତ ୫ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରର କେତେକ ଜିଲାରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ଓ ମୃତ୍ୟୁହାର ଦ୍ରୁତ ବୃଦ୍ଧି...

ସୋନିଆଙ୍କୁ ଭେଟିଲେ ଷ୍ଟାଲିନ

ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍‌କେ-କଂଗ୍ରେସ...

ମାଉଣ୍ଟ ତ୍ରିଶୁଳ ଆରୋହଣ ସମୟରେ ହିମସ୍ଖଳନ ଯୋଗୁଁ ଫସିଗଲେ ନୌସେନା ଦଳ

ଉତ୍ତରକାଶୀ,୧ ।୧୦: ଉତ୍ତରାଖଣ୍ଡର ମାଉଣ୍ଟ ତ୍ରିଶୁଳ ଆରୋହଣ ପାଇଁ ଯାଇଥିବା ନୌସେନାର ଦଳ ହିମସ୍ଖଳକ ମଧ୍ୟରେ ଫସି ଯାଇଛନ୍ତି । ତେବେ ହିମସ୍ଖଳନ ଫଳରେ ୧୦...

୫ ମିନିଟ ଅକ୍ସିଜେନ୍‌ ସପ୍ଲାଏ ବନ୍ଦ ହେବାରୁ ଚାଲିଗଲା ୨୨ ଜୀବନ! ହସ୍ପିଟାଲ୍‌ ସିଲ୍‌

ଆଗ୍ରା,୮। ୧୧: ଆଗ୍ରାର ଏକ ପ୍ରାଇଭେଟ ହସ୍ପିଟାଲରେ ଅକ୍ସିଜେନ ମକ ଡ୍ରିଲ ବେଳେ ୨୨ ଜଣ ରୋଗୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ଘଟଣା ସାମ୍ନାକୁ...

ବଜେଟ ଅଧିବେଶନ ପରେ ଭାରତ ଯାତ୍ରାରେ ବାହାରିବି: ନୀତୀଶ…

ପାଟନା,୫।୧ : ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସମାଧାନ ଯାତ୍ରାର ଅଂଶ ଭାବରେ ପଶ୍ଚିମ ଚମ୍ପାରଣରେ ଅଛନ୍ତି। ତାଙ୍କର ଯାତ୍ରା ଆରମ୍ଭ କରିବା ପୂର୍ବରୁ ସେ...

୧୭ ରାଜ୍ୟ-କେନ୍ଦ୍ରଶାସିତ ଅଞ୍ଚଳରେ ୪୧୫ ଓମିକ୍ରନ୍‌ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୫।୧୨: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଇତିମଧ୍ୟରେ ଦେଶର ୧୭ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ...

Advertisement
Archives

Model This Week