ନ୍ୟୁୟର୍କର ଜିଲା ଜଜ ହେବେ ମୂଳ ଭାରତୀୟ ଅରୁଣ…

ନ୍ୟୁୟର୍କ,୮।୩ : ନ୍ୟୁୟର୍କର ଦକ୍ଷିଣ ଜିଲା ପାଇଁ ମୂଳ ଭାରତୀୟ ଆମେରିକୀୟ ଅରୁଣ ସୁବ୍ରମଣ୍ୟନ ଜଜ ହେବେ। ସେ ଏହି ବେଞ୍ଚରେ ପ୍ରଥମ ଦକ୍ଷିଣ ଏସୀୟ ବିଚାରପତି ଭାବେ କାର୍ଯ୍ୟ କରିବେ। ସିନେଟ ନ୍ୟାୟପାଳିକା କମିଟି ଏହାକୁ ନିଶ୍ଚିତ କରିଛନ୍ତି। ଗତ ବର୍ଷ ସେପ୍ଟେମ୍ବରରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପ୍ରଶାସନ ଭାରତୀୟ-ଆମେରିକୀୟ ଓକିଲ ଅରୁଣଙ୍କୁ ନ୍ୟୁୟର୍କର ଜିଲା ଜଜ ଭାବରେ ମନୋନୀତ କରିଥିଲେ।

ସୁବ୍ରମଣ୍ୟନ ବର୍ତ୍ତମାନ ନ୍ୟୁୟର୍କର ଆଇନ ସଂସ୍ଥା ସୁସମାନ ଗଡଫ୍ରେ ଏଲଏଲପିରେ ଅଂଶୀଦାର ଅଟନ୍ତି। ଏଠାରେ ସେ ୨୦୦୭ ଠାରୁ କାର୍ଯ୍ୟ କରୁଛନ୍ତି। ସେ ୨୦୦୬ ରୁ ୨୦୦୭ ପର୍ଯ୍ୟନ୍ତ ଆମେରିକାର ସୁପ୍ରିମକୋର୍ଟରେ ଜଷ୍ଟିସ ରୁଥ ବଦର ଜିନ୍ସବର୍ଗଙ୍କ କିରାଣୀ ଭାବରେ କାର୍ଯ୍ୟ କରିଥିଲେ। ଏହାପୂର୍ବରୁ ସେ ୨୦୦୫ ରୁ ୨୦୦୬ ପର୍ଯ୍ୟନ୍ତ ନ୍ୟୁୟର୍କର ଦକ୍ଷିଣ ଜିଲାର ଜଷ୍ଟିସ ଜେରାର୍ଡ ଇ ଲିଞ୍ଚଙ୍କ ସହିତ କାର୍ଯ୍ୟ କରିଥିଲେ। ୨୦୦୪ ରୁ ୨୦୦୫ ପର୍ଯ୍ୟନ୍ତ ସେ କୋର୍ଟ ଅଫ ଅପିଲ ଜଜ ଡେନିସ ଯାଦବଙ୍କ ଆଇନ କିରାଣୀ ଥିଲେ।

୨୦୦୪ରେ କଲମ୍ବିଆ ଲ ସ୍କୁଲରୁ ଏବଂ ୨୦୦୧ ରେ କେସ ୱେଷ୍ଟର୍ଣ୍ଣ ରିଜର୍ଭ ୟୁନିଭରସିଟିରୁ ସେ ବି.ଏ. ଡିଗ୍ରୀ ହାସଲ କରିଥିଲେ। ଜାତୀୟ ଏସୀୟ ପ୍ରଶାନ୍ତ ଆମେରିକୀୟ ବାର ଆସୋସିଏଶନ ତାଙ୍କୁ ଏନେଇ ଅଭିନନ୍ଦନ ଜଣାଇଛନ୍ତି। ଆସୋସିଏଶନର କାର୍ଯ୍ୟକାରୀ ସଭାପତି ଏବି କ୍ରୁଜ କହିଛନ୍ତି ଯେ ଅରୁଣ ଜଣେ ଅଭିଜ୍ଞ ଓକିଲ ଯିଏ ନିଃସ୍ବାର୍ଥପର ସେବା ପାଇଁ ବେଶ୍‌ ଜଣାଶୁଣା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

ବଢୁଛି ବନ୍ୟା ଜଳ: ବିପଦପୂର୍ଣ୍ଣ ଭାବେ ଚାଲୁଛି ଡଙ୍ଗା

ମହାକାଳପଡ଼ା,୨୮ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ମହାନଦୀରେ ବଢୁଛି ବନ୍ୟା ଜଳ। ଏହା ଦ୍ବାରା ମହାନଦୀ – ବାହାକୁଦ – ମୂଷାଡିଆ ଫେରିଘାଟରେ…

କରୁର ଦଳାଚକଟା ଘଟଣା, ମୃତକ ପରିବାରକୁ ଚାକିରି ନିର୍ଦ୍ଦେଶ ହାଇକୋର୍ଟରେ ରଦ୍ଦ

ଚେନ୍ନାଇ,୨୮।୭: ତାମିଲନାଡୁର କରୁର ଦଳାଚକଟା ଘଟଣାରେ ମୃତକଙ୍କ ପରିବାରକୁ ସରକାରୀ ନିଯୁକ୍ତି ଦେବା ପାଇଁ ତାମିଲନାଡୁ ସରକାରଙ୍କ ଏକ ନିର୍ଦ୍ଦେଶନାମାକୁ ମାଡ୍ରାସ ହାଇକୋର୍ଟ ସୋମବାର ଖାରଜ କରିଦେଇଛନ୍ତି।…

ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା

ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା…

ପାକୁଆ ପାଟିରେ ମାଂସ

ନିଜର ବୟସ ବଢ଼ିଯିବା ଓ ରାଜନୀତି ଏବେ ‘ଅତ୍ୟଧିକ ପ୍ରଦୂଷିତ’ ହୋଇଯାଇଥିବା ଦର୍ଶାଇ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ୭୯ ବର୍ଷୀୟ ସିଦ୍ଦାରାମୈୟା ୨୦୨୮ ବିଧାନସଭା ନିର୍ବାଚନ ଲଢ଼ିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri