Posted inଖେଳ

ଟି-୨୦ ବିଶ୍ୱକପ୍‌ ଲାଗି ଦଳ ଘୋଷଣା କଲା ନ୍ୟୁଜିଲ୍ୟାଣ୍ଡ; ରେକର୍ଡ ସପ୍ତମ ଥର ଲାଗି ଖେଳିବେ…

ନୂଆଦିଲ୍ଲୀ,୨୦।୯: ଟି୨୦ ବିଶ୍ୱକପ୍‌ ଲାଗି ମଙ୍ଗଳବାର ୧୫ ଜଣିଆ ଦଳ ଘୋଷଣା କରିଛି ନ୍ୟୁଜିଲ୍ୟାଣ୍ଡ। କେନ ୱିଲିୟମସନଙ୍କ ନେତୃତ୍ୱାଧିନ ଏହି ଟିମ୍‌ରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ମାର୍ଟିନ ଗୁପ୍ତିଲ ଥିବା ଦେଖାଯାଇଛି। ସେ ରେକର୍ଡ ସପ୍ତମ ଥର ପାଇଁ ଟୁର୍ନାମେଣ୍ଟରେ ଖେଳିବାକୁ ଯାଉଛନ୍ତି।

ଅଷ୍ଟ୍ରେଲିଆରେ ଅକ୍ଟୋବର ୧୬ରୁ ଟି-୨୦ ବିଶ୍ୱକପ୍‌ ଖେଳାଯିବ।
ସିଡନୀରେ ଆୟୋଜକ ଅଷ୍ଟ୍ରେଲିଆ ବିପକ୍ଷରେ ଅକ୍ଟୋବର ୨୨ରେ ନ୍ୟୁଜିଲ୍ୟାଣ୍ଡ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ ଖେଳିବ ।

ଟି -୨୦ ବିଶ୍ୱକପ ପାଇଁ ନ୍ୟୁଜିଲ୍ୟାଣ୍ଡ ଟିମ୍‌:
କେନ ୱିଲିୟମସନ (ଅଧିନାୟକ), ଟିମ୍‌ ସାଉଥୀ, ଇଶ ସୋଡି, ମିଚେଲ ସାଣ୍ଟନର୍‌, ଗ୍ଲେନ ଫିଲିପ୍ସ, ଜିମି ନିଶାମ୍‌, ଡାରିଲ୍‌ ମିଚେଲ, ଆଡାମ୍‌ ମିଲ୍‌ନେ, ମାର୍ଟିନ ଗୁପ୍ତିଲ, ଲକି ଫର୍ଗୁସନ, ଡେଭନ କନୱେ, ମାର୍କ ଚାପମାନ୍‌, ମାଇକେଲ ବ୍ରେସୱେଲ୍‌, ଟ୍ରେଣ୍ଟ ବୋଲ୍ଟ, ଫିନ୍‌ ଆଲେନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri