Posted inଖେଳ

ନ୍ୟୁଜିଲାଣ୍ଡ ଚିଲିକୁ ୩-୧ରେ ହରାଇଲା…

ରାଉରକେଲା,୧୪।୧: ହକି ବିଶ୍ୱକପ ୨୦୨୩ ର ପୁଲ ସି ମ୍ୟାଚ ରେ ନ୍ୟୁଜିଲାଣ୍ଡ ଚିଲିକୁ ୩-୧ରେ ପରାସ୍ତ କରିଛି। ଓଡ଼ିଶାର ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡ଼ିୟମରେ ଶନିବାର ଖେଳାଯାଇଥିବା ଏହି ମ୍ୟାଚରେ ନ୍ୟୁଜିଲାଣ୍ଡ ପାଇଁ ସାମ ହେହା ଦୁଇଟି ଗୋଲ ସ୍କୋର କରିଥିଲେ। ମ୍ୟାଚର ପ୍ରଥମ କ୍ୱାର୍ଟରରୁ ନ୍ୟୁଜିଲାଣ୍ଡ ପ୍ରତିପକ୍ଷ ଖେଳାଳିଙ୍କ ଉପରେ ଚାପ ସୃଷ୍ଟି କରିଥିଲା। ପ୍ରଥମ କ୍ୱାର୍ଟରରେ ଦଳ ଦୁଇଟି ଗୋଲ ସ୍କୋର କରିଥିଲା।

ଏହା ପରେ ଦ୍ୱିତୀୟ କ୍ୱାର୍ଟରରେ ମଧ୍ୟ ଗୋଟିଏ ଗୋଲ ସ୍କୋର କରାଥିଲା। ଏହି ସମୟରେ ଚିଲିର ଖେଳାଳିମାନେ ଗୋଲ ଦେବା ପାଇଁ ନିରନ୍ତର ସଂଘର୍ଷ କରୁଥିଲେ। ତେବେ ସେ ଷଶଷ କ୍ୱାର୍ଟରରେ କେବଳ ଗୋଟିଏ ଗୋଲ ସ୍କୋର କରିବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri