Posted inଖେଳ

ଲଜ୍ଜାଜନକ ପରାଜୟ ପରେ ନ୍ୟୁଜିଲାଣ୍ଡ ଅଧିନାୟକ କହିଲେ ଏଭଳି

ଇନ୍ଦୋର,୨୫।୧: ଭାରତ ବିପକ୍ଷ ଦିନିକିଆ ସିରିଜରେ ଲଜ୍ଜାଜନକ ଭାବେ ପରାଜିତ ହୋଇଛି ନ୍ୟୁଜିଲାଣ୍ଡ। ତୃତୀୟ ଦିନିକିଆକୁ ୯୦ ରନ ଏବଂ ସିରିଜ୍‌(୦-୩)ରେ ପରାଜିତ ହେବାର ଯନ୍ତ୍ରଣା ନ୍ୟୁଜିଲାଣ୍ଡ ଅଧିନାୟକ ଟମ୍‌ ଲାଥାମଙ୍କ ମୁହଁରେ ସ୍ପଷ୍ଟ ଦେଖାଯାଇଛି।

ମ୍ୟାଚ୍‌ ପରେ ଲାଥାମ କହିଛନ୍ତି, ଆରମ୍ଭରୁ ଆମ ବୋଲିଂ ଭଲ ନ ଥିଲା। ହେଲେ ପରେ ଆମେ ଭଲ ପ୍ରଦର୍ଶନ କରିଥିଲୁ। ଫଳରେ ଭାରତକୁ ୩୮୦ ସ୍କୋର ପାଖାପାଖି ରୋକି ଥିଲି। ଶୁଣିବାକୁ ଠିକ୍‌ ଲାଗୁ ନ ଥିଲେ ହେଁ ଏହା ହିଁ ସତ। ଏହା ପରେ ବ୍ୟାଟିଂରେ ଆମେ ପ୍ରାୟ ୪୦ ଓଭର ବେଳକୁ ଆଉଟ୍‌ ହୋଇଗଲୁ, ଯାହାକି ଭଲ ହେଲାନାହିଁ। ହେଲେ ବିଶ୍ୱକପ୍‌ ପୂର୍ବରୁ ଭାରତରେ ଏହା ଆମର ଅନ୍ତିମ ଅନୁଭବ। ଆମ ଖେଳାଳିଙ୍କୁ ଏହି ମ୍ୟାଚ୍‌କୁ ଭାରତରେ ଖେଳିବାର ଅନୁଭବ ମିଳିଛି । ଆଶା କରୁଛି ଅକ୍ଟୋବରରେ ହେବାକୁ ଥିବା ବିଶ୍ୱକପ୍‌ରେ ଆମକୁ ଏହାର ଲାଭ ମିଳିବ ବୋଲି ସେ କହିଛନ୍ତି।

ଏହାଛଡ଼ା ମୁଁ ବହୁତ ଅଧିକ ଭାବେ ନାହିଁ। ସେ ବ୍ୟାଟିଂ ହେଉ ଅବା ବୋଲିଂ, ଆମେ ସବୁ ପରିସ୍ଥିତି ଲାଗି ପ୍ରସ୍ତୁତ ଥାଉ। ଆଜିର ସମୟରେ ସମସ୍ତେ ବ୍ୟାଟିଂ କରିବା ପସନ୍ଦ କରୁଛନ୍ତି। କାରଣ ଏହି ଖେଳ ବ୍ୟାଟିଂ ସହ ବିଶେଷ ଭାବେ ଜଡ଼ିତ ରହୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

ରାଗରେ ଏମିତି କାମ କରିଦେଲେ କୋହଲି: ଆଚରଣକୁ କଡ଼ା ସମାଲୋଚନା, ଦେଖନ୍ତୁ Video

ନୂଆଦିଲ୍ଲୀ,୨୩।୫: ଆଇପିଏଲ୍‌ର ଏକ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ରୟାଲ ଚ୍ୟାଲେଞ୍ଜର୍ସକୁ ୫୫ ରନରେ ପରାସ୍ତ କରିଥିଲା। ମ୍ୟାଚ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ ହେଡ ମଧ୍ୟରେ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ସିଏସ୍‌କେ ଅଧିନାୟକ ଋତୁରାଜଙ୍କୁ ଜରିମାନା, କାହିଁକି ଜାଣନ୍ତୁ…

ଅହମଦାବାଦ,୨୨ା୫: ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ ଓଭର-ରେଟ୍‌ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ଋତୁରାଜ ଗାଏକ୍ୱାଡଙ୍କୁ ଜରିମାନା କରାଯାଇଛି। ଗୁଜରାଟ ଟାଇଟାନ୍ସ…

ତିଲକ ବର୍ମାଙ୍କ ପରେ, ଏବେ ଏହି ଖେଳାଳିଙ୍କ ମଜା ଉଡାଇଲେ ଅର୍ଶଦୀପ ସିଂହ; ଭିଡିଓ ଭାଇରାଲ ପରେ ତୀବ୍ର ହେଲାଣି ବିବାଦ

ନୂଆଦିଲ୍ଲୀ,୨୨।୫: ଅର୍ଶଦୀପ ସିଂହ ପୁଣି ଥରେ ବିବାଦରେ ଫସିଥିବା ଦେଖାଯାଉଛି। IPL 2026 ରେ ପଞ୍ଜାବ କିଙ୍ଗସ ପାଇଁ ଖେଳୁଥିବା ଏହି ଭାରତୀୟ ଦ୍ରୁତ ବୋଲର ପୂର୍ବରୁ…

Asian Gamesରୁ ବାଦ ପଡ଼ିଲେ ଭିନେଶ ଫୋଗଟ: WFIକୁ ହାଇକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୨।୫: ଶୁକ୍ରବାର (୨୨ ମଇ) ଦିଲ୍ଲୀ ହାଇକୋର୍ଟ ରେସଲର ଭିନେଶ ଫୋଗଟଙ୍କୁ ବଡ଼ ଆଶ୍ୱସ୍ତି ପ୍ରଦାନ କରି କେନ୍ଦ୍ର ସରକାରଙ୍କୁ ତାଙ୍କ ମାମଲା ଯାଞ୍ଚ ଏବଂ ମୂଲ୍ୟାଙ୍କନ…

ଧୋନୀ ସବୁ ବିଗାଡ଼ି ଦେଇଛନ୍ତି….CSK ବିଦା ପରେ କାହିଁକି ଏମିତି କହିଲେ ଅଶ୍ୱିନ

ନୂଆଦିଲ୍ଲୀ,୨୨।୫: ଚେନ୍ନାଇ ସୁପର କିଙ୍ଗ୍ସ ପୁଣିଥରେ IPLରୁ ଖାଲି ହାତରେ ଫେରିଛି। IPL ଇତିହାସର ସବୁଠାରୁ ସଫଳ ଦଳ ମଧ୍ୟରୁ ଗୋଟିଏ ତଥା ପାଞ୍ଚ ଥର ଚାମ୍ପିଅନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri