Posted inଖେଳ

ଭାରତର ବୋଲିଂରେ ନ୍ୟୁଜିଲାଣ୍ଡ ଧରାଶାୟୀ…

ରାୟପୁର,୨୧।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରାୟପୁରରେ ଜାରି ରହିଛି। ଭାରତୀୟ ଦଳ ଏହି ମ୍ୟାଚ ଜିତିବାକୁ ଏବଂ ସିରିଜକୁ ନିଜ ନାମ କରିବାକୁ ଚାହୁଁଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ।

ତେବେ ନ୍ୟୁଜିଲାଣ୍ଡ ଦଳ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ଭାରତର ବୋଲିଂରେ ନ୍ୟୁଜିଲାଣ୍ଡ ଧରାଶାୟୀ ହୋଇଛି। ଦଳ ୧୧ ଓଭରରେ ୫ ଓ୍ବିକେଟ ହରାଇ ମାତ୍ର ୧୯ ରନ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ଭିମସାର କର୍ମଚାରୀଙ୍କ ଅଚଳାଚଳ ସମ୍ପତ୍ତି ଠାବ:୧୦ ମୂଲ୍ୟବାନ ପ୍ଲଟ ସହ ବିପୁଳ ଟଙ୍କା

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ଷ୍ଟେୱାର୍ଡ ଅଶ୍ୱିନୀ ମେହେରଙ୍କ ନାମରେ ଆୟବର୍ହିଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ…

ସଂସଦର ସବୁଠାରୁ ଧନୀ ଏମ୍ପି କିଏ? ଜାଣନ୍ତୁ କେଉଁ ଦଳ ସବୁଠାରୁ ଅଧିକ ମାଲାମାଲ୍!

ନୂଆଦିଲ୍ଲୀ,୩୦।୬: ଦେଶର ସଂସଦରେ ରାଜନୀତି ସହିତ ସମ୍ପତ୍ତିର ପରିମାଣ ମଧ୍ୟ ନୂଆ ରେକର୍ଡ ସୃଷ୍ଟି କରୁଛି। ଗୋଟିଏ ପଟେ ଲୋକ ସଭାରେ କୋଟିପତି ଏମ୍ପିଙ୍କ ସଂଖ୍ୟା କ୍ରମାଗତ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri