ନ୍ୟୁଜିଲାଣ୍ଡରେ ଶକ୍ତିଶାଳୀ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୭.୧

ୱେଲିଙ୍ଗଟନ,୧୬ ।୩: ନ୍ୟୁଜିଲାଣ୍ଡରେ ଗୁରୁବାର ଅର୍ଥାତ୍ ୧୬ ମାର୍ଚ୍ଚରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୧ ବୋଲି ମପାଯାଇଛି । ଭୂକମ୍ପ ଅଗତିବିଧି ଉପରେ ନଜର ରଖୁଥିବା ସଂସ୍ଥା ୟୁନାଇଟେଡ ଷ୍ଟେଟସ୍ ଜିଓଲଜିକାଲ ସର୍ଭେ ଅନୁଯାୟୀ, ନ୍ୟୁଜିଲାଣ୍ଡର କେରମାଡେକ ଦ୍ୱିପରେ ୭.୧ ତୀବ୍ରତାର ଏକ ଭୂକମ୍ପ ଅନୁଭୁତ ହୋଇଛି । ହେଲେ ଏହି ଶକ୍ତିଶାଲି ଭୂକମ୍ପରେ କ୍ଷୟକ୍ଷତି ସମ୍ପର୍କିତ କୌଣସି ଖବର ଆମ ନିକଟରେ ପହଞ୍ଚିପାରି ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?