Posted inଖେଳ

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ ୫ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌କୁ ୧-୧ରେ ବରାବର କରିଛି। ସିରିଜ୍‌ର ତୃତୀୟ ମ୍ୟାଚ୍‌ ଆସନ୍ତା ୨୦ ତାରିଖରେ ଅକ୍‌ଲାଣ୍ଡର ଇଡେନ ପାର୍କରେ ଖେଳାଯିବ।
ପାଇ ବ୍ୟାଟିଂ କରିଥିବା ନ୍ୟୁଜିଲାଣ୍ଡ ୨୦ ଓଭରରେ ୬ ଉଇକେଟ ହରାଇ ୧୭୫ ରନ କରିଥିଲା। କନଓ୍ବେ ୬୦ (୫ ଚୌକା ଓ ୨ ଛକା) ରନର ଅର୍ଦ୍ଧଶତକୀୟ ଇନିଂସ ଖେଳି ଦଳକୁ ଭଲ ଆରମ୍ଭ ଦେଇଥିବା ବେଳେ ଶେଷ ଆଡ଼କୁ ଜଶ କ୍ଲାର୍କସନ ୯ ବଲରେ ଅପରାଜିତ ୨୬ (୨ ଲେଖାଏ ଚୌକା ଓ ଛକା) ରନର ପାଳି ଖେଳିଥିଲେ।

ଜବାବରେ ବେନ ସିଅର୍ସ ଓ ଲୋକି ଫର୍ଗୁସନଙ୍କ ମିଳିତ ୬ ଉଇକେଟ ଯୋଗୁ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା ୧୫.୩ ଓଭରରେ ୧୦୭ ରନରେ ଅଲଆଉଟ୍‌ ହୋଇଯାଇଥିଲା। ପେସ ଓ ବାଉନ୍ସ ଭ୍ୟାରି କରୁଥିବା ପିଚ୍‌ରେ ଦଳର ପ୍ରତ୍ୟେକ ବ୍ୟାଟର ଟାଇମିଂ ପାଇଁ ସଂଘର୍ଷ କରିଥିଲେ ଏବଂ ସମସ୍ତ ବ୍ୟାଟର କ୍ୟାଚ୍‌ ଆଉଟ୍‌ ହୋଇଥିଲେ। ଦକ୍ଷିଣ ଆଫ୍ରିକା ୪୦ ରନ ମଧ୍ୟରେ ତା’ର ଅନ୍ତିମ ୬ ଉଇକେଟ ହରାଇଥିଲା। କେବଳ ଜର୍ଜ ଲିଣ୍ଡେ ୧୨ ବଲରେ ୩ ଲେଖାଏ ଚୌକା ଓ ଛକା ସହାୟତାରେ ୩୩ ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାସଂଯୋଗ! ଆଜିଠୁ ଏହି ୫ଟି ରାଶିକୁ ମିଳିବ ଭାଗ୍ୟର ସାଥ୍‌, ଖୋଲିଯିବ ଉନ୍ନତିର ରାସ୍ତା

୨୧ ଜୁନ, ୨୧୨୬ ରେ ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷର ସପ୍ତମୀ ତିଥି ଏବଂ ରବିବାର ଦିନ ଅଟେ। ଏହି ଦିନଟି ଅତ୍ୟନ୍ତ ସ୍ବତନ୍ତ୍ର, କାରଣ ଏହା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଏନ୍‌ଟିଆର୍‌ ଜିଲାର ଜି. ଶ୍ରୀନିବାସ ରେଡ୍ଡୀ ଏକ ନୂଆ କ୍ୟୁଆର୍‌ କୋଡ୍‌ ତିଆରି କରିଛନ୍ତି। କେହି ଯାତ୍ରା କରୁଥିବା ସମୟରେ ଏହି କ୍ୟୁଆର୍‌ ସ୍କାନ୍‌ କଲେ…

ସ୍ବାଧୀନତାର ମଣିଷ

ହାଯାଏ, ମଣିଷକୁ ସ୍ବାଧୀନତା ଦିଆଯାଇଛି। ମଣିଷ ସ୍ବାଧୀନ। ପୁଣି ସେହି ସ୍ବାଧୀନତାର ମର୍ମ ଉପଲବ୍ଧି କରି ସେ କର୍ମ ସମ୍ପାଦନ କଲେ ତା’ର ଜୀବନ ଠିକ୍‌ ବାଟରେ…

ସାବଧାନ! ବଦଳିଲା ରେଳବାଇର ନିୟମ; ବିନା ଟିକେଟ୍‌ରେ ଯାତ୍ରା କଲେ ଦୁଇଗୁଣା ଜରିମାନା ସହ ଜେଲ ଦଣ୍ଡ

ନୂଆଦିଲ୍ଲୀ,୨୧।୬: ପ୍ରତିଦିନ ଲକ୍ଷ ଲକ୍ଷ ଲୋକଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଉଥିବା ଟ୍ରେନ, ଲୋକଙ୍କ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। କମ ଭଡ଼ା ହେବା ସତ୍ତ୍ୱେ…

ଜନ ଆନ୍ଦୋଳନକୁ ଜନାର୍ଦ୍ଦନ ସାହା

ପଜିଲାପାଳଙ୍କ ଜନଶୁଣାଣିକୁ ନାପସନ୍ଦ କଲେ ଦେବଗଡ଼ ବାରକୋଟ ପଞ୍ଚାୟତବାସୀ, କାର୍ଯ୍ୟାଳୟରେ ତାଲା ପକେଇଲେ। ଦେଢ଼ କିଲୋମିଟର ରାସ୍ତା ଧୂଳି ଉଡିବାରେ ଜୀବନଯାତ୍ରା ବେହାଲ ହେବାରୁ ଅଭିଯାନ ଆରମ୍ଭ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

ଭୁବନେଶ୍ବରବାସୀ ଇନ୍‌ଷ୍ଟାମାର୍ଟରେ ଅଧିକ ଅର୍ଡର କରନ୍ତି ଏହି ଜିନିଷ, ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

କୋଲକାତା, ୨୧।୬: ଭୁବନେଶ୍ୱରରୁ ଚା ଅର୍ଡର କରାଯିବାରେ ବାର୍ଷିକ ହାରରେ ୬୪% ବୃଦ୍ଧି ଘଟିବା ସହିତ ଇନ୍‌ଷ୍ଟାମାର୍ଟରେ ଏହି ସହରରୁ ସର୍ବାଧିକ ଚା’ ଅର୍ଡର କରାଯାଉଥିବା ଏକ…

ଇମ୍ରାନଙ୍କ ଦଳର ଚାରି ଜଣ ନେତାଙ୍କୁ ଦଶ ବର୍ଷ ଜେଲଦଣ୍ଡ

ଲାହୋର,୨୧।୬: ଶନିବାର ପାକିସ୍ତାନର ଏକ କୋର୍ଟ ୨୦୨୩ ଦଙ୍ଗା ସହିତ ଜଡିତ ଏକ ମାମଲାରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଦଳର ଚାରି ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri