Posted inଖେଳ

ସନ୍ୟାସ ଘୋଷଣା କଲେ ଏହି ଖେଳଳି

ନୂଆଦିଲ୍ଲୀ,୨୭।୨: ୨୯ ଫେବୃଆରୀରୁ ନ୍ୟୁଜିଲ୍ୟାଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଦୁଇଟି ମ୍ୟାଚ ଟେଷ୍ଟ ସିରିଜ ଖେଳାଯିବ । ଏଥିପାଇଁ ନ୍ୟୁଜିଲ୍ୟାଣ୍ଡ ପ୍ଲେ-୧୧ ଘୋଷଣା କରିଛି। କିନ୍ତୁ ଏଥିରେ ନିଲ ୱାଗନର୍‌ଙ୍କୁ ସାମିଲ କରାଯାଇନାହିଁ। ୱାଗନର୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଅନେକ ଥର ନ୍ୟୁଜିଲ୍ୟାଣ୍ଡ ପାଇଁ ଚମତ୍କାର ପ୍ରଦର୍ଶନ କରିଛନ୍ତି। ୱାଗନର୍‌ ଟିମ ଇଣ୍ଡିଆ ବିପକ୍ଷରେ ସ୍ମରଣୀୟ ପ୍ରଦର୍ଶନ ଦେଇଛନ୍ତି। ସେ ଭାରତ ବିପକ୍ଷ ଟେଷ୍ଟ ମ୍ୟାଚରେ ୮ ଉଇକେଯ୍‌ ନେଇଥିଲେ।

ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯିବାକୁ ଥିବା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚର ପ୍ଲେ-୧୧ରେ ୱାଗନର୍‌ ସ୍ଥାନ ପାଇନାହାଁନ୍ତି। ଏହା ପରେ ସେ ଅବସର ଘୋଷଣା କରିଥିଲେ। ଆଇସିସି ୱେବସାଇଟରେ ପ୍ରକାଶିତ ଖବର ଅନୁଯାୟୀ ୱାଗନର୍‌ କହିଛନ୍ତି ଯେ, ଏହି ସପ୍ତାହ ଅତ୍ୟନ୍ତ ଭାବପ୍ରବଣ ହୋଇଛି। ଆପଣ ସହଜରେ ଏପରି କିଛି ଜିନିଷଠାରୁ ଦୂରେଇ ଯାଇପାରିବେ ନାହିଁ ଯାହା ସହିତ ଆପଣ ଦୀର୍ଘ ସମୟ ଧରି ଜଡିତ ଅଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ପରେ ଏବେ ଶୁବମନ ଗିଲଙ୍କ ପ୍ରଶଂସକଙ୍କୁ ବଡ଼ ଝଟକା: BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୧: ଡିସେମ୍ବର ୨୪ ତାରିଖରେ ବିଜୟ ହଜାରେ ଟ୍ରଫିରେ ଦିଲ୍ଲୀ ପାଇଁ ପଡ଼ିଆକୁ ଓହ୍ଲାଇବା ସମୟରେ, ପ୍ରଶଂସକମାନେ ବହୁତ ଆଶା ରଖିଥିଲେ। ପ୍ରଶଂସକମାନେ କୋହଲିଙ୍କୁ ଦେଖିବାକୁ...

ଚଢା ଦରରେ ବିକ୍ରି ହେଉଛି ବିଦେଶୀ ମଦ: ବୋତଲ ପିଛା…

ନୂଆପଡ଼ା/କୋମନା,୩ା୧(ମକାରୁ ବେମାଲ/ମହେଶ ବାଗ):ଇଂରାଜୀ ନବବର୍ଷକୁ ସ୍ବାଗତ ଜଣାଇ ଚାରିଆଡେ ଉତ୍ସାହର ମାହୋଲ ଦେଖାଦେଇଥିଲା। ଏହାର ସୁଯୋଗ ନେଇ କୋମନାଠାରେ ଥିବା ବିଦେଶୀ ମଦ ଦୋକାନ ଚଢାଦରରେ...

ଆଜିଠାରୁ ମାଘ ମେଳା ଆରମ୍ଭ: ପୁଣ୍ୟ ପାଇବା ସହ ସମସ୍ୟା ଦୂର କରିବାକୁ ଚାହୁଁଥିଲେ ଘରେ କରନ୍ତୁ ଏହି ୩ ଉପାୟ…

ମାଘ ମେଳାକୁ ହିନ୍ଦୁ ଧର୍ମର ସବୁଠାରୁ ପବିତ୍ର ଏବଂ ଗୁରୁତ୍ୱପୂର୍ଣ୍ଣ ଘଟଣା ମଧ୍ୟରୁ ଗୋଟିଏ ଭାବରେ ବିବେଚନା କରାଯାଏ, ଯାହା ପ୍ରତିବର୍ଷ ଉତ୍ତର ପ୍ରଦେଶର ପ୍ରୟାଗରାଜରେ...

ଧନୁଯାତ୍ରା ସମୟରେ ବରଗଡ଼ରେ ଚାଞ୍ଚଲ୍ୟ: ଗଳାକାଟି ଯୁବକଙ୍କୁ ହତ୍ୟା କଲେ…

ମଥୁରାନଗରୀ,୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବରଗଡ଼ ସହର ଉତ୍ସବମୁଖର ହୋଇ ପଡିଥିବାବେଳେ ଶୁକ୍ରବାର ବିଳମ୍ବିତ ରାତିରେ ନିକଟସ୍ଥ ଘୁଲିପାଲିରେ ଜଣେ...

ଡ୍ୟୁଟି ସାରି ବାଇକରେ ଘରକୁ ଫେରୁଥିଲେ ହୋମଗାର୍ଡ, ବାଟରେ ଘଟିଲା…

ବଲାଙ୍ଗୀର, ୩।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ମଲମଣ୍ଡା-ରଣ୍ଡା ଗାଁ ମଝିରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଦୁର୍ଘଟଣା ଘଟିଛି।...

ପାରିବାରିକ ଉତ୍ତରଦାୟିତ୍ୱ

ମାନବର ଅତ୍ୟଧିକ ମାଦକ ଦ୍ରବ୍ୟ ସେବନ ଏବଂ ଅମାନବୀୟ ଚାରିତ୍ରିକ ସ୍ଖଳନ ସମାଜର ମେରୁଦଣ୍ଡକୁ ଭାଙ୍ଗିବାକୁ ବସିଛି। କିଛି ପରିବାରରେ ଏହା ଆଭିଜାତ୍ୟର ରୂପ ନେଇସାରିଛି।...

ଡାଇଓଜିନୀଜଙ୍କ ଅନ୍ବିଷ୍ଟ ମଣିଷ

ସୁଦୂର ଅତୀତର (କାରଣ ଖ୍ରୀଷ୍ଟପୂର୍ବ) ଏଇ ବିସ୍ମୟକର ଅଥଚ ଆଧ୍ୟାତ୍ମିକ ଭାବସମ୍ପନ୍ନ ଅଲୌକିକ କ୍ରିୟା, ମାନବ ସଭ୍ୟତାର ଇତିହାସରେ ଏକ ମାଇଲ ଖୁଣ୍ଟ। ସୃଷ୍ଟିର ରାଜମୁକୁଟ...

ଚାପର ପରୀକ୍ଷା

ଜଟିଳ ସ୍ଥିତି ଦେଇ ଗତି କରୁଥିବା ଭାରତ-ବାଂଲାଦେଶ ସମ୍ପର୍କକୁ ସୁଧାରିବା ଲାଗି ଚେଷ୍ଟା କରାଯାଉଛି। ଉଭୟ ପକ୍ଷର ସଂସ୍ଥା, ସୁରକ୍ଷା ଏଜେନ୍ସି ଏବଂ ଦାୟିତ୍ୱରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri