Posted inଖେଳ

ଡବ୍ଲ୍ୟଟିସି ପୂର୍ବରୁ ଭାରତକୁ ଶକ୍ତ ଧକ୍କା

ସାଉଥାମ୍ପଟନ,୧୩।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଫାଇନାଲ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଛି ଶକ୍ତ ଧକ୍କା। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ହାତରୁ ଚାଲି ଯାଇଛି ନମ୍ବର ଓ୍ବାନ ଟେଷ୍ଟ ଦଳର ମାନ୍ୟତା। ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ରେ ଇଂଲଣ୍ଡକୁ ୧-୦ ବ୍ୟବଧାନରେ ହରାଇ ନ୍ୟୁଜିଲାଣ୍ଡ ରବିବାର ଶୀର୍ଷ ସ୍ଥାନ ଅଧିକାର କରିଛି।

ଆଇସିସି ଦଳଗତ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ସର୍ବାଧିକ ୧୨୩ ପଏଣ୍ଟ ସହ ନ୍ୟୁଜିଲାଣ୍ଡ ଶୀର୍ଷକୁ ଉଠିଥିବାବେଳେ ଦ୍ୱିତୀୟ ସ୍ଥାନକୁ ଖସିଥିବା ଭାରତ ନିକଟରେ ରହିଛି ୧୨୧ ପଏଣ୍ଟ। ୧୦୮ ପଏଣ୍ଟ ସହ ଅଷ୍ଟ୍ରେଲିଆ ତାଲିକାର ତୃତୀୟ ସ୍ଥାନରେ ରହିଛି। ତା’ ପଛକୁ ରହିଛି ଇଂଲଣ୍ଡ (୧୦୭)। ତେବେ ଟେଷ୍ଟ ଭଳି ଦିନିକିଆ ଦଳଗତ ର଼୍ୟାଙ୍କିଙ୍ଗରେ ମଧ୍ୟ ନମ୍ବର ଓ୍ବାନ ପୋଜିଶନରେ ରହିଛି ନ୍ୟୁଜିଲାଣ୍ଡ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri