Posted inଖେଳ

ଲଗାଣ ବର୍ଷାରେ ଧୋଇଗଲା ମ୍ୟାଚ୍‌: ପଏଣ୍ଟ ବାଣ୍ଟିଲେ ନ୍ୟୁଜିଲାଣ୍ଡ-ପାକିସ୍ତାନ

କଲମ୍ବୋ,୧୮ା୧୦- ଆଇସିସି ମହିଳା ବିଶ୍ୱକପ୍‌ରେ ଶନିବାର ନ୍ୟୁଜିଲାଣ୍ଡ-ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ବର୍ଷାରେ ଧୋଇ ହୋଇଯାଇଛି। ଫଳରେ ଉଭୟ ଦଳକୁ ପଏଣ୍ଟ ଭାଗ କରିବାକୁ ପଡ଼ିଛି। ପଏଣ୍ଟ ଭାଗ ହେବାରୁ ନ୍ୟୁଜିଲାଣ୍ଡ ୫ ମ୍ୟାଚ୍‌ରୁ ୪ ପଏଣ୍ଟ ସହ ପଞ୍ଚମ ଓ ପାକିସ୍ତାନ ସମାନ ସଂଖ୍ୟକ ମ୍ୟାଚ୍‌ରୁ ୨ ପଏଣ୍ଟ ସହ ଅନ୍ତିମ ତଥା ଅଷ୍ଟମ ସ୍ଥାନରେ ରହିଛି।

ଜିତି ବ୍ୟାଟିଂ କରିଥିବା ପାକିସ୍ତାନ ବ୍ୟାଟିଂ ବିଫଳତାର ସମ୍ମୁଖୀନ ହୋଇ ୨୫ ଓଭରରେ ୫ ଉଇକେଟ ହରାଇ ୯୨ ରନ କରିଥିଲା। ଏହାପରେ ଲଗାଣ ବର୍ଷା ଯୋଗୁ ଖେଳ ସମ୍ଭବ ହୋଇପାରି ନ ଥିଲା। ପାକିସ୍ତାନ ପାଇଁ ଆଲିୟା ରିଆଜ ଅପରାଜିତ ୨୮ ଓ ମୁନିବା ଅଲୀ ୨୨ ରନ କରିଥିଲେ। ନ୍ୟୁଜିଲାଣ୍ଡ ଲାଗି ଲି ତାହୁହୁ ଦୁଇ ଉଇକେଟ ନେଇଥିବା ବେଳେ ଜେସ କେର, ଆମେଲିକା କେର ଓ ଏଡେନ କାରସନ ଗୋଟିଏ ଲେଖାଏ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ: ରାଗରେ ନିଆଁବାଣ PCB

ନୂଆଦିଲ୍ଲୀ,୧୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, କୋଲକାତା ନାଇଟ ରାଇଡର୍ସ (KKR) ଦଳ ମୁଖ୍ୟ ଖବର ପାଲଟିଛି। ଗୋଟିଏ ପଟେ, ହର୍ଷିତ ରାଣା ଆଘାତ ଯୋଗୁ…

୨୯ରେ ମା’ ମଝିଘରିଆଣୀଙ୍କ ଚୈତ୍ର ଯାତ୍ରା

ରାୟଗଡ଼ା ,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ଚୈତ୍ର ପର୍ବ ମାର୍ଚ୍ଚ ୨୯ରୁ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି…

ଶୁଭମନ ଗିଲଙ୍କୁ ସବୁଠାରୁ ବଡ଼ ପୁରସ୍କାର; ଘୋଷଣା କଲା ବିସିସିଆଇ – ବିରାଟ, ରୋହିତ, ବୁମରାଙ୍କୁ କିଛି ନାହିଁ

ନୂଆଦିଲ୍ଲୀ,୧୪।୩: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଶୁବମନ ଗିଲଙ୍କୁ ପୁରୁଷ କ୍ରିକେଟର ଅଫ ଦି ଇୟର ପୁରସ୍କାରରେ ସମ୍ମାନିତ କରିବାକୁ ଯାଉଛି। BCCI ନମନ ପୁରସ୍କାର…

ସଞ୍ଜୁ ସାମସନ, ଇଶାନ କିଶାନଙ୍କୁ ନେଇ ବଡ଼ ବୟାନ ଦେଲେ ପାକିସ୍ତାନୀ କ୍ରିକେଟର

ନୂଆଦିଲ୍ଲୀ,୧୪।୩: ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ମିଳିତ ଭାବରେ ଆୟୋଜିତ ୨୦୨୬ ଟି୨୦ ବିଶ୍ୱକପରେ, ଭାରତୀୟ କ୍ରିକେଟ ଦଳର ଷ୍ଟାର ବ୍ୟାଟସମ୍ୟାନ ସଞ୍ଜୁ ସାମସନ ଏବଂ ଇଶାନ…

କାର ଧକ୍କାରେ ଜଣେ ମୃତ, ୭ ଗୁରୁତର : କ୍ଷତିପୂରଣ ଦାବିରେ

କୁଚିଣ୍ଡା,୧୪।୩(ବିରଞ୍ଚି ଦର୍କା):ସମ୍ବଲପୁର ଜିଲା ମହୁଲପାଲି ଥାନା ଅନ୍ତର୍ଗତ ଟାଇଁସର କଦୋପଡାଠାରେଶୁକ୍ରବାର ରାତିରେ ଯାତ୍ରା ଦେଖି ଘରକୁ ଫେରୁଥିବା ୮ଜଣଙ୍କୁ ଏକ ଦ୍ରୁତଗାମୀ କାର ଧକ୍କା ଦେଇଥିଲା। ସ୍ଥାନୀୟ…

ଗ୍ୟାସ ସିଲିଣ୍ଡର ବୁକ୍‌ କରିବା ହେଲା ସହଜ! WhatsAppଠାରୁ ମିସ୍ଡ କଲ ପର୍ଯ୍ୟନ୍ତ ଘରେ ବସି କରନ୍ତୁ…

ନୂଆଦିଲ୍ଲୀ,୧୪।୩: ଦେଶର ଲକ୍ଷ ଲକ୍ଷ LPG ଗ୍ରାହକଙ୍କ ପାଇଁ, ଗ୍ୟାସ ସିଲିଣ୍ଡର ବୁକିଂ ପୂର୍ବ ଅପେକ୍ଷା ଏବେ ସହଜ ହୋଇଯାଇଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ…

ଜାତୀୟ ଲୋକ ଅଦାଲତ: ୨୪୬ ମାମଲା ଫଇସଲା ସହ ଏତିକି ଟଙ୍କା ଜରିମାନା ଆଦାୟ

ଭଞ୍ଜନଗର,୧୪ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପ୍ରାଙ୍ଗଣରେ ତାଲୁକ ଆଇନ ସେବା କମିଟି ଭଞ୍ଜନଗରଙ୍କ ପକ୍ଷରୁ ୨୦୨୬ ବର୍ଷର ପ୍ରଥମ ଜାତୀୟ ଲୋକ ଅଦାଲତ…

ଶ୍ରୀଲଙ୍କା ଛାଡିଲା ୮୪ ଇରାନୀ ନାବିକଙ୍କ ମୃତଦେହ ନେଇ ଯାଉଥିବା ତୁର୍କୀ ବିମାନ, ପ୍ରତିଶୋଧର ଶପଥ ନେଲା…

କଲମ୍ବୋ,୧୪।୩: ଭାରତ ମହାସାଗରରେ ଆମେରିକୀୟ ଆକ୍ରମଣର ଶିକାର ହୋଇଥିବା ଇରାନୀ ଯୁଦ୍ଧଜାହାଜ IRIS ଡେନା ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଶ୍ରୀଲଙ୍କା ଏହି ଆକ୍ରମଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri