ତିନି ବର୍ଷ ହେବ ଲାଗିଥିବା କୋଭିଡ ପ୍ରୋଟୋକଲକୁ ଶେଷ କରିବେ ନ୍ୟୁଜିଲ୍ୟାଣ୍ଡ ସରକାର

ଓ୍ବେଲିଂଟନ,୧୪।୮: ନ୍ୟୁଜିଲ୍ୟାଣ୍ଡ ସରକାର ମଙ୍ଗଳବାର ମଧ୍ୟ ରାତ୍ରିରୁ ସମସ୍ତ କୋଭିଡ-୧୯ ପ୍ରୋଟୋକଲକୁ ହଟାଇ ଦେବେ। ତିନି ବର୍ଷରୁ ଅଧିକ ସମୟ ଧରି ଲାଗୁ କରାଯାଇଥିବା ସବୁଠାରୁ କଠିନ କୋଭିଡ-୧୯ ମହାମାରୀ ନିୟମ ଏବେ ଶେଷ ହେବାକୁ ଯାଉଛି।
ସ୍ବାସ୍ଥ୍ୟମନ୍ତ୍ରୀ ଆୟେଶା ଭେରାଲ ସୋମବାର ଏକ ବୟାନରେ କହିଛନ୍ତି ଯେ ମଙ୍ଗଳବାର ଠାରୁ ଲୋକଙ୍କୁ ଫେସ ମାସ୍କ ପିନ୍ଧିବା ଓ ଏହି ଭାଇରସ ସଂକ୍ରମିତ ହେବା ପରେ ସାତ ଦିନ ପର୍ଯ୍ୟନ୍ତ ଆଇସୋଲେଶନରେ ରହିବାର ଆବଶ୍ୟକତା ନାହିଁ। ତେବେ ଦେଶରେ କରୋନା ମାମଲାରେ ଉତ୍ଥାନ ଓ ଅବନତି ଜାରି ରହିବ। ଭେରାଲ କହିଛନ୍ତି ଯେ ଗତ ବର୍ଷ ତୁଳନାରେ ଆମେ ବର୍ତ୍ତମାନ କମ ସଂକ୍ରମଣ ଦେଖିଛୁ। ଏହି କାରଣରୁ କ୍ୟାବିନେଟ ଏବଂ ମୋତେ ପରାମର୍ଶ ଦିଆଯାଇଛି ଯେ ଆମେ କୋଭିଡ-୧୯ ପ୍ରୋଟୋକଲ ଶେଷ କରିପାରିବା।
ସୂଚନାଯୋଗ୍ୟ, ଉଚ୍ଚ ସ୍ତରର ଟୀକାକରଣକୁ ଦୃଷ୍ଟିରେ ରଖି ଗତ ବର୍ଷ ଅଧିକାଂଶ କୋଭିଡ ପ୍ରତିବନ୍ଧକ ହଟାଯାଇଥିଲା। ନିର୍ବାଚନର ପ୍ରାୟ ଦୁଇ ମାସ ପରେ କୋଭିଡ-୧୯ ଆବଶ୍ୟକତା ହଟାଇବାକୁ ନିଷ୍ପତ୍ତି ନିଆଯାଇଛି। ସର୍ବଭାରତୀୟ ସ୍ତରରେ ସଂକ୍ରମଣ ଏବଂ ମୃତ୍ୟୁକୁ ରୋକିବାରେ ନ୍ୟୁଜିଲ୍ୟାଣ୍ଡ ସରକାର କିଛି ପରିମାଣରେ ସଫଳ ହୋଇଛନ୍ତି। ଏଥି ସହିତ ଲକଡାଉନ, ସ୍କୁଲ ବନ୍ଦ ଏବଂ ସୀମା ବନ୍ଦ ପାଇଁ ସରକାର ଘରୋଇ ସ୍ତରରେ ସମାଲୋଚନାର ସମ୍ମୁଖୀନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?