Posted inଖେଳ

ଭାରତ ବିପକ୍ଷ ସିରିଜ୍‌ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା

ଅକଲାଣ୍ଡ,୧୫।୧୧: ଭାରତ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ଏବଂ ଦିନିକିଆ ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ସିନିୟର ଓପନର୍‌ ମାର୍ଟିନ ଗୁପଟିଲ ଏବଂ ଭେଟେରାନ ଫାଷ୍ଟ ବୋଲର ଟ୍ରେଣ୍ଟ ବୋଲ୍ଟଙ୍କୁ ଦଳରୁ ଓହରିଯାଇଛି। ଏଥି ସହିତ, ତାଙ୍କ ସ୍ଥାନରେ ଫିନ ଆଲେନ ବର୍ତ୍ତମାନ ଉଭୟ ଫର୍ମାଟରେ ଦଳ ପାଇଁ ଖେଳୁଥିବାର ନଜର ଆସିବେ। ନଭେମ୍ବର ୧୮ରୁ ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଦଳ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ଏବଂ ଦିନିକିଆ ସିରିଜ ଖେଳିବ। ଉଭୟ ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ପ୍ରତ୍ୟେକ ୧୩ ଖେଳାଳିଙ୍କ ଦଳ ଘୋଷଣା କରିଛି। କେନ ୱିଲିୟମ୍ସ ଉଭୟ ଦଳର ଅଧିନାୟକ ନଜର ଆସିବେ।
ନ୍ୟୁଜିଲାଣ୍ଡ ଟି-୨୦ ଦଳ: କେନ ୱିଲିୟମସନ (ଅଧିନାୟକ), ଫିନ ଆଲେନ, ମାଇକେଲ ବ୍ରେସୱେଲ, ଡିଭନ କନୱେ, ଲକି ଫର୍ଗୁସନ, ଡାରିଲ ମିଚେଲ, ଆଡାମ ମିଲନେ, ଜିମି ନିଶାମ, ଗ୍ଲେନ ଫିଲିପ୍ସ, ମିଚେଲ ସାଣ୍ଟନର୍‌, ଇଶ ସୋଡି, ଟିମ ସାଉଥୀ, ବ୍ଲେୟାର ଟିକର।
ନ୍ୟୁଜିଲାଣ୍ଡ ଦିନିକିଆ ଦଳ: କେନ ୱିଲିୟମସନ (ଅଧିନାୟକ), ଫିନ ଆଲେନ, ମାଇକେଲ ବ୍ରେସୱେଲ, ଡିଭନ କନୱେ, ଲକି ଫର୍ଗୁସନ, ମ୍ୟାଟ ହେନେରୀ, ଟମ ଲାଥାମ, ଡାରିଲ ମିଚେଲ, ଆଡାମ ମିଲନେ, ଜିମି ନିଶାମ, ଗ୍ଲେନ ଫିଲିପ୍ସ, ମିଚେଲ ସାଣ୍ଟନର୍‌, ଟିମ ସାଉଥୀ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିନ୍ଧୁଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ: କହିଲେ, ଦେଶ ତୁମ ପାଇଁ ଗର୍ବିତ

ନୂଆଦିଲ୍ଲୀ, ୨୫।୮: ବିଡବ୍ଲୁଏଫ ବିଶ୍ୱ ଚାମ୍ପିୟନଶିପରେ ଭାରତୀୟ ବ୍ୟାଡମିଣ୍ଟନ ଷ୍ଟାର୍‌ ପିଭି ସିନ୍ଧ ଐତିହାସିକ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସିନ୍ଧୁଙ୍କ ଏହି ସଫଳତା ପରେ ବିଦେଶରେ...

‘ଓ୍ବାର୍କଲୋଡ୍‌ ଖାଲି ଭାରତ ପାଇଁ ଖେଳିବା ବେଳେ, ଆଇପିଏଲ୍‌ରେ ତ କେହି ଥକ୍କା ହେଉନାହଁ’

ନୂଆଦିଲ୍ଲୀ,୧୨।୧୧: ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ ଲଜ୍ଜାଜନକ ପରାଜୟ ପରେ ଟିମ୍‌ ଇଣ୍ଡିଆକୁ ବିଭିନ୍ନ ମହଲରେ ସମାଲୋଚନା କରାଯାଉଛି। ବିଶେଷକରି ଖେଳାଳିମାନେ ଆଇପିଏଲ୍‌ ସମୟରେ ଜବରଦସ୍ତ ପ୍ରଦର୍ଶନ...

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ଓଡ଼ିଶାର ସ୍ବସ୍ତିଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୪ା୧ (କ୍ରୀଡ଼ା ପ୍ରତିନିଧି)- ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌୍‌ ଗେମ୍ସରେ ଚମତ୍କାର ପ୍ରଦର୍ଶନ କରି ଦୀନେଶ କୁମାର ସ୍ବର୍ଣ୍ଣ ପଦକ ଜିତିବାର ଗୋଟିଏ...

ଦକ୍ଷିଣ ଏସିଆ କରାଟେରେ ଭାଗନେବେ ଭାଲେଣ୍ଟିନା, ବ୍ରତତୀ, ମଧୁପ୍ରିୟା

ଭୁବନେଶ୍ୱର, ୨୬।୧୧(ସ୍ପୋଟର୍‌ସ ବ୍ୟୁରୋ): ଶ୍ରୀଲଙ୍କାର କଲମ୍ବୋଠାରେ ଦକ୍ଷିଣ ଏସିଆ କରାଟେ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ଏଥିରେ ଅଂଶଗ୍ରହଣ କରିବା ଲାଗି ଓଡ଼ିଶାର ଭାଲେନା ଭାଲେଣ୍ଟିନା, ବ୍ରତତି...

ତେନ୍ଦୁଲକରଙ୍କ ଘର ଆଗରେ ବିରୋଧ ପ୍ରଦର୍ଶନ, ଭାରତ ରତ୍ନ ଫେରାଇବାକୁ ଦାବି

ମୁମ୍ବାଇ,୩୧।୮: ଅନଲାଇନ ଖେଳ ପାଇଁ ବିଜ୍ଞାପନ କରିବା ଉପରେ ପୂର୍ବତନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ବାନ୍ଦ୍ରା ନିବାସ ବାହାରେ ବିଧାୟକ ବଚୁ କଡ୍ଡୁ ଏବଂ ତାଙ୍କ...

ବିରାଟ ଭଳି ହେବାକୁ ଚାହୁଁଥିଲେ, ଏବେ ତାଙ୍କ ସହ ଖେଳିଲେ ମ୍ୟାଚ୍‌ ବିଜୟୀ ଇନିଂସ; ଜାଣନ୍ତୁ କିଏ ସେହି ୨୦ ବର୍ଷୀୟ ପଡ଼ିକାଲ

ନୂଆଦିଲ୍ଲୀ,୨୩।୪: ଆଇପିଏଲ୍‌ ଆରମ୍ଭ ହେବା ସମୟରେ ଏହା କେବଳ ଟଙ୍କା କମାଇବାର ଏକ ରୋମାଞ୍ଚକ ଲିଗ୍‌ ଥିଲା। ହେଲେ ବିଗତ କିଛି ବର୍ଷ ମଧ୍ୟରେ ବଦଳିଛି...

ଧୋନୀଙ୍କ ଟ୍ରେନିଂ ଆରମ୍ଭ

ନୂଆଦିଲ୍ଲୀ,୧୫।୧୧(ପି.ଟି.)- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ରାଞ୍ଚିଠାରେ ଅଭ୍ୟାସ ଆରମ୍ଭ କରିଛନ୍ତି। ଚଳିତବର୍ଷ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ରୁ ଭାରତୀୟ ଦଳ ଫେରିବା...

ମହିଳା କୋଚ୍‌ ପାଇଁ ରମଣ ପୁଣି ଆବେଦନ କରିବେ

ନୂଆଦିଲ୍ଲୀ, ୧୪।୪(ପି.ଟି.)- ପୂର୍ବତନ ଭାରତୀୟ ଓପନର ଡବ୍ଲ୍ୟୁ.ଭି. ରମଣ ଭାରତୀୟ ମହିଳା କ୍ରିକେଟ ଦଳର ମୁଖ୍ୟ କୋଚ୍‌ ପାଇଁ ପୁଣି ଆବେଦନ କରିବେ। ଭାରତୀୟ କ୍ରିକେଟ...

Advertisement
Archives

Model This Week