Posted inଖେଳ

ନ୍ୟୁଜିଲାଣ୍ଡଠାରୁ ହାରିଗଲା ଭାରତ

ଖ୍ରୀଷ୍ଟଚର୍ଚ୍ଚ,୧୦।୨:ଆଇସିସି ମହିଳା ବିଶ୍ୱକପ ୨୦୨୨ର ଦ୍ୱିତୀୟ ମ୍ୟାଚରେ ଆୟୋଜକ ନ୍ୟୁଜିଲାଣ୍ଡ ହାତରୁ ଭାରତ ୬୨ ରନର ପରାଜୟର ସମ୍ମୁଖୀନ ହୋଇଛି। ଅଧିନାୟିକା ମିତାଲି ରାଜ ଟସ ଜିତି ଆୟୋଜକ ନ୍ୟୁଜିଲାଣ୍ଡକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲେ। ପ୍ରଥମେ ବ୍ୟାଟିଂ କରି ଆୟୋଜକମାନେ ନିର୍ଦ୍ଧାରିତ ଓଭରରେ ୯ ଉଇକେଟ୍‌ ହରାଇ ୨୬୦ ସ୍କୋର କରିଥିଲା। ଏହାର ଜବାବରେ ଭାରତ ୧୯୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବାକୁ ଚାହେଁ: ରାହାନେ

ନୂଆଦିଲ୍ଲୀ,୧୧।୭(ପି.ଟି.): ଭାରତୀୟ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ଆଜିଙ୍କ ରାହାନେ ଦିନିକିଆ ଫର୍ମାଟକୁ ଫେରିବାକୁ ଇଚ୍ଛା ଜାହିର କରିଛନ୍ତି। ଶେଷଥର ପାଇଁ ୨୦୧୮ ଫେବୃୟାରୀରେ ଦିନିକିଆ ଖେଳିଥିଲେ। ପ୍ରତ୍ୟାବର୍ତ୍ତନ...

ଭିଣେଇ ଭାଇଙ୍କ ରେକର୍ଡ

ଆବୁଧାବି,୭।୧୧: ଭାରତରେ ଭିଣେଇ ଭାଇ ଭାବେ ଜଣାଶୁଣା ପାକିସ୍ତାନ ଅଲରାଉଣ୍ଡର ଶୋଏବ ମଲିକ ରବିବାର ସ୍କଟଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ଖେଳିଛନ୍ତି ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି। ମାତ୍ର...

ସୂର୍ଯ୍ୟକୁମାରଙ୍କ ବଡ଼ ରେକର୍ଡ: ଶେଷ ଓଭରରେ ୨୬ ରନ

ଦୁବାଇ,୧ା୯: ଏସିଆ କପ୍‌ ଟି୨୦ କ୍ରିକେଟରେ ଚମତ୍କାର ଧୂଆଁଧାର ଇନିଂସ ପରେ ସୂର୍ଯ୍ୟକୁମାର ଯାଦବଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ଅଧିନାୟକ ରୋହିତ ଶର୍ମା। ହଂକଂ ବିପକ୍ଷ...

୧୧୯ ରନ୍‌ କରିପାରିଲା ନାହିଁ ପାକିସ୍ତାନ

ହରାରେ,୨୩।୪: ସିରିଜ୍‌ର ଦ୍ୱିତୀୟ ଟି୨୦ ମ୍ୟାଚ୍‌ ଜିତିବା ପାଇଁ ପାକିସ୍ତାନକୁ ଦରକାର ଥିଲା ୧୧୯ ରନ୍‌। ପାକିସ୍ତାନର ଶକ୍ତିଶାଳୀ ବ୍ୟାଟିଂ ଲାଇନ ଅପ୍‌ ଆଗରେ ଥିଲା...

ଓ୍ବେଷ୍ଟଇଣ୍ଡିଜ ୧୧୭ରେ ଅଲଆଉଟ

କିଙ୍ଗଷ୍ଟନ(ଜାମାଇକା), ୨।୯- ସାବିନା ପାର୍କ ଗ୍ରାଉଣ୍ଡରେ ଚାଲିଥିବା ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଓ୍ବେଷ୍ଟଇଣ୍ଡିଜ ପ୍ରଥମ ଇନିଂସରେ ମାତ୍ର ୧୧୭ ରନ କରି ଅଲଆଉଟ ହୋଇଛି। ମାତ୍ର...

ମେ ୨୮ ପର୍ଯ୍ୟନ୍ତ ପେସାଦାର କ୍ରିକେଟ ସ୍ଥଗିତ ରଖିଲା ଇସିବି

ଲଣ୍ଡନ,୨୧।୩(ପି.ଟି.): ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ସମସ୍ତ ପେସାଦାର କ୍ରିକେଟ ଟୁର୍ନାମେଣ୍ଟକୁ ମେ ୨୮ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି।...

ଅପହରଣ ପରେ ଛାଡ଼ ପାଇଲେ ମ୍ୟାକ୍‌ଗିଲ

ସିଡ୍‌ନୀ,୬।୫(ପି.ଟି.): ଅଷ୍ଟ୍ରେଲିଆ ପୂର୍ବତନ ଲେଗ୍‌ ସ୍ପିନର ଷ୍ଟୁଆର୍ଟ ମ୍ୟାକ୍‌ଗିଲ ସିଡ୍‌ନୀସ୍ଥିତ ତାଙ୍କ ଘରୁ ଅପହରଣ ହୋଇଥିଲେ ଓ ପରେ ତାଙ୍କୁ ଛାଡି ଦିଆଯାଇଥିଲା ବୋଲି ନ୍ୟୁ...

ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଅଷ୍ଟ୍ରେଲିଆକୁ ଦ୍ୱିତୀୟ ଝଟ୍‌କା

ସିଡନୀ,୨୭।୧୦: ଇଂଲଣ୍ଡ ବିପକ୍ଷରେ ଗୁରୁତ୍ୱପୂର୍ଣ୍ଣ ଟି-୨୦ ବିଶ୍ୱକପ୍‌ ମ୍ୟାଚ୍‌ ପୂର୍ବରୁ ଅଷ୍ଟ୍ରେଲିଆକୁ ଲାଗିଛି ଆଉ ଏକ ଝଟ୍‌କା। ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ମାଥ୍ୟୁ ଓ୍ବେଡ୍‌ କରୋନା ପଜିଟିଭ୍‌...

Advertisement
Archives

Model This Week