Posted inଖେଳ

ଓ୍ବିଲିୟମସନଙ୍କ ଶତକ ରୋକିଦେଲେ ଫ୍ୟାନ୍‌

ମାଉଣ୍ଟ ମାଉଙ୍ଗାନୁଇ,୨୬।୧୨: ଏଠାରେ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନ ଦୁଇ ଦଳ ମଧ୍ୟରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଥିଲା। ଘରୋଇ ଦଳର ଅଧିନାୟକ କେନ ଓ୍ବିଲିୟମସନ ୯୪ ରନ୍‌ କରି ଅପରାଜିତ ଅଛନ୍ତି। ତେବେ ଶତକ ପୂରଣ ନ କରିପାରିବାର କାରଣ ତାଙ୍କ ଧିମା ବ୍ୟାଟିଂ ନୁହେଁ, ବରଂ ଜଣେ ପୂରା ନଗ୍ନ ଫ୍ୟାନ।

ମ୍ୟାଚ୍‌ ବେଳେ ଜଣେ ଫ୍ୟାନ ବିନା ପୋଷାକରେ ସୁରକ୍ଷା କର୍ଡନ ଡେଇଁ ଗ୍ରାଉଣ୍ଡରେ ପ୍ରବେଶ କରି ଏଣେ ତେଣେ ଦୌଡ଼ିଥିଲେ। କିଛି ସମୟର ସଂଘର୍ଷ ପରେ ତାଙ୍କୁ ଗ୍ରାଉଣ୍ଡ ବାହାରକୁ ଧରି ନେଇଥିଲେ ଉପସ୍ଥିତ ସୁରକ୍ଷାକର୍ମୀମାନେ। ଏହି କାରଣରୁ କିଛି ସମୟ ପାଇଁ ବାଧାପ୍ରାପ୍ତ ହୋଇଥିଲା ଖେଳ। ନ୍ୟୁଜିଲାଣ୍ଡ ଅଧିନାୟକ ଓ୍ବିଲିୟମସନ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନ କ୍ୟାରିୟରର ୨୩ତମ ଶତକ ହାସଲରୁ ବଞ୍ଚତ୍ତ ହେବା ପାଇଁ ଏହା ଘଟଣାକୁ ଦାୟୀ କରିଛନ୍ତି କିଛି ପ୍ରଶଂସକ। ସୁରକ୍ଷାକର୍ମୀଙ୍କ ଫିଟ୍‌ନେସ ଉପରେ ପ୍ରଶ୍ନ ଉଠାଇଛି ଅନ୍ୟ ଏକ ପ୍ରଶଂସକଙ୍କ ଗ୍ରୁପ।


Enter your email to get our daily news in your inbox.

All Right Reserved By Dharitri.Com

ଟାଇପ ୧ ଡାଇବେଟିସ କ’ଣ? ଏହା ପଛରେ କ’ଣ ରହିଛି କାରଣ ଜାଣନ୍ତୁ…

ନୀରବ ଘାତକ ଭାବରେ ଗଣନା କରାଯାଉଥିବା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ହେଉଛି ଡାଇବେଟିସ୍‌ ବା ମଧୁମେହ। ଏହା ପଛରେ ଅନେକ କାରଣ ରହିଛି। ତେବେ ଟାଇପ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

ଭିଜିଲାନ୍ସ ପଞ୍ଝାରେ ବେତନଟୀ ସବଡିଭିଜନ AEE, ଏକକାଳୀନ ୧୦ ସ୍ଥାନରେ ଚଢାଉ

ବାରିପଦା/ବେତନଟୀ, ୫।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବେତନଟୀ ଆର୍‌ଆଣ୍ଡବି ସବ୍‌ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ସୃଷ୍ଟି ହେବ ବିରଳ ତ୍ରିଗ୍ରହୀ ଯୋଗ; ବଦଳିଯିବ ୩ ରାଶିର ଭାଗ୍ୟ, ପ୍ରଚୁର ଧନ ଲାଭ

ଅକ୍ଟୋବର ମାସରେ ତୁଳା ରାଶିରେ ସୂର୍ଯ୍ୟ, ବୁଧ ଓ ଶୁକ୍ରଙ୍କ ଯୁତି ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ତିନି ଗ୍ରହ ଗୋଟିଏ ରାଶିରେ ରହିବା…

ଧୀରେନ୍ଦ୍ର ଶାସ୍ତ୍ରୀଙ୍କ ବଡ଼ ଅପିଲ୍, ମହିଳାମାନେ ବାଗେଶ୍ବର ଆଶ୍ରମକୁ ଏକୁଟିଆ…

ଭୋପାଳ,୫ା୧୦: ମଧ୍ୟପ୍ରଦେଶର ଛତରପୁର ଜିଲା ଗଢ଼ାସ୍ଥିତ ପ୍ରସିଦ୍ଧ ବାଗେଶ୍ୱର ଧାମରେ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ନେଇ ପୀଠାଧୀଶ୍ୱର ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ଅପିଲ୍ କରିଛନ୍ତି ।…

ସିଜେପି (CJP) ର ଆଶୁତୋଷ ରଙ୍କା କହିଲେ,‘ରକ୍ତର ପ୍ରତ୍ୟେକ ବୁନ୍ଦା…’, ହେଲେ ସେ କାହାକୁ ଦେଲେ ଏମିତି ଚ୍ୟାଲେଞ୍ଜ? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ କରୁଛି। SIR ବିବାଦକୁ ନେଇ ସେମାନେ ଜ୍ଞାନେଶ କୁମାରଙ୍କ ଇସ୍ତଫା…

୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର…

ଓଡ଼ିଶା ଟ୍ରାଭେଲ ବଜାର; ଶୁଭାରମ୍ଭ ହେଲା ଓଡ଼ିଶା ମାଇସ୍ ଇନସେଣ୍ଟିଭ ପୋର୍ଟାଲ

ଭୁବନେଶ୍ୱର,୫ା୧୦(ସୌମ୍ୟରଞ୍ଜନ ରାଉତ): ରାଜ୍ୟ ପର୍ଯ୍ୟଟନ କ୍ଷେତ୍ରରେ ଘରୋଇ ପୁଞ୍ଜିନିବେଶକୁ ବ୍ୟାପକ କରାଯିବ। ଶିଳ୍ପ ବିଶେଷଜ୍ଞ, ହସ୍ପିଟାଲିଟି ଲିଡର୍ସ ଓ ଟୁରିଜମ୍‌ ଷ୍ଟେକ୍‌ ହୋଲ୍ଡର୍ସଙ୍କ ସହଯୋଗରେ ରାଜ୍ୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?