Posted inଖେଳ

୬୦ ରନ୍‌ରେ ଅଲଆଉଟ୍‌

ଢାକା,୧।୯: ସ୍ଥାନୀୟ ଶେରେ ବାଂଲା ନ୍ୟାଶନାଲ ଷ୍ଟାଡିୟମରେ ବୁଧବାର ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ମାତ୍ର ୬୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଏହା ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ଇତିହାସରେ ନ୍ୟୁଜିଲାଣ୍ଡ ପାଇଁ ସବୁଠୁ କମ୍‌ ଦଳଗତ ସ୍କୋର। ଘରୋଇ ବୋଲର ମୁସ୍ତାଫିଜୁର ରେହମାନ (୩), ଶାକିବ ଅଲ ହାସନ (୨), ନାସୁମ ଅହମ୍ମଦ (୨) ଓ ସେଫୁଦ୍ଦିନ (୨) ଭ୍ରମଣକାରୀ ବ୍ୟାଟ୍ସମ୍ୟାନଙ୍କୁ କ୍ରିଜ୍‌ରେ ଅଧିକ ସମୟ ଛିଡ଼ା କରାଇ ଦେଇ ନ ଥିଲେ। ଅଧିନାୟକ ଟମ ଲଥାମ (୧୮) ଓ ହେନରୀ ନିକୋଲାସ(୧୮)ଙ୍କୁ ଛାଡ଼ି ଦେଲେ ଅନ୍ୟ କୌଣସି ଖେଳାଳି ଛୁଇଁ ପାରି ନ ଥିଲେ ଦୁଇ ଅଙ୍କ ସ୍କୋର। ୬୧ ରନ୍‌ର ଛୋଟିଆ ବିଜୟ ଲକ୍ଷ୍ୟକୁ ୧୫ ଓଭରରେ ୩ ଉଇକେଟ କ୍ଷତିରେ ହାସଲ କରିନେଇଥିଲା ଘରୋଇ ବାଂଲାଦେଶ ଦଳ। ଟି୨୦ ଫର୍ମାଟରେ ଏହା ନ୍ୟୁଜିଲାଣ୍ଡ ବିପକ୍ଷରେ ବାଂଲାଦେଶର ପ୍ରଥମ ବିଜୟ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜ ରାଜବଂଶର ସ୍ମୃତି : ଲୋକଙ୍କ ଦାନରେ ଚାଲିଛି କୁଲାଡ ଜଗନ୍ନାଥ ମନ୍ଦିର

ଭଞ୍ଜନଗର,୨୬।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଘୁମୁସର ଭଞ୍ଜ ରାଜବଂଶର ସ୍ମୃତି ଭାବେ ପରିଚିତ କୁଲାଡ ଜଗନ୍ନାଥ ମନ୍ଦିର ୧୭୬୦ ମସିହାରେ ନିର୍ମାଣ ହୋଇଥିଲା। ସେ ସମୟରେ ମନ୍ଦିର ପରିଚାଳନା…

କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: କହୁ କହୁ ବଡ କଥା କହିଦେଲେ ମନ୍ତ୍ରୀ, ନୂତନ ମନ୍ତ୍ରିମଣ୍ଡଳରେ….

ଭୁବନେଶ୍ୱର,୨୬।୫: ଓଡ଼ିଶାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣକୁ ନେଇ ଚର୍ଚ୍ଚା ମଧ୍ୟରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବଡ ଅପଡେଟ ଦେଇଛନ୍ତି। ସେ କହିଛନ୍ତି ଯେ, କୌଣସି ମୁହୂର୍ତ୍ତରେ ମନ୍ତ୍ରିମଣ୍ଡଳ…

ପୁଣି କରୋନା ଭଳି ହେବ ଲକ୍‌ଡାଉନ! ଇବୋଲା ଭୂତାଣୁକୁ ନେଇ ଭାରତରେ ହାଇଆଲର୍ଟ: ଜାଣନ୍ତୁ ସରକାରଙ୍କ ଗାଇଡଲାଇନ

ନୂଆଦିଲ୍ଲୀ, ୨୬।୫: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହିତ ଏକ ବୈଠକରେ ଇବୋଲା ନିବାରଣ, ନିରୀକ୍ଷଣ ଏବଂ ଜରୁରୀକାଳୀନ ପ୍ରତିକ୍ରିୟା ବ୍ୟବସ୍ଥା ସମୀକ୍ଷା କରାଯାଇଛି। କେନ୍ଦ୍ର…

ନୀତିନ ନବୀନଙ୍କୁ ଭେଟିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୬।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ  ପରେ ଦେବାଶିଷ ସାମନ୍ତରାୟ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ଦେବାଶିଷ ସାମନ୍ତରାୟ ଭାଜପାରେ ଯୋଗଦାନ…

ଭଡ଼ା ଘରୁ ମିଳିଲା ଯୁବତୀଙ୍କ ମୃତଦେହ: ହତ୍ୟା ନା ଆତ୍ମହତ୍ୟା?

ଭୁବନେଶ୍ୱର,୨୬।୫: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ୱର ପାହାଳ ଅଞ୍ଚଳ ଏକ ଭଡ଼ା ଘରୁ ପୋଲିସ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀ ଜଣକ ଭଦ୍ରକ ବାସୁଦେବପୁର…

ଜିଲାପାଳଙ୍କୁ ବାସି ଜଳଖିଆ ଦେଇ ଫସିଲେ ହୋଟେଲ ମାଲିକ, ପ୍ରଶାସନର ଏକ ଟିମ ହୋଟେଲରେ ପହଞ୍ଚି…

ନବରଙ୍ଗପୁର,୨୬।୫(ସଦାଶିବ ପ୍ରହରାଜ):, ନବରଙ୍ଗପୁର ଜିଲା ରାଇଘର ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଯୁଗ୍ମ ଜନ ଶୁଣାଣିବେଳେ ଜିଲାପାଳ ମହେଶ୍ବର ସ୍ବାଇଁଙ୍କୁ ବାସି ଏବଂ ନିମ୍ନମାନର ଜଳଖିଆ ପ୍ରଦାନ ଘଟଣାକୁ…

ଇନଷ୍ଟାଗ୍ରାମରୁ ୨୦୦ ପୋଷ୍ଟ ଡିଲିଟ୍ କଲେ ଅର୍ଶଦୀପ; DP ମଧ୍ୟ ବଦଳାଇଲେ, ଜାଣନ୍ତୁ ମାମଲା

ନୂଆଦିଲ୍ଲୀ,୨୬।୫: IPL ୨୦୨୬ରେ ପଞ୍ଜାବ କିଙ୍ଗସର ଅଭିଯାନ ସମାପ୍ତ ହେବା ସହିତ, ଅର୍ଶଦୀପ ସିଂଙ୍କ ପାଇଁ ମଧ୍ୟ ସିଜିନ୍ ଶେଷ ହୋଇଗଲା। ପଞ୍ଜାବ କିଙ୍ଗସ ଦଳର ସଦସ୍ୟ…

ଜଣାପଡିଗଲା: ଦେବାଶିଷଙ୍କ ପରେ ଏହି ଏମ୍‌ପି ଛାଡିବେ ବିଜେଡି! କହୁ କହୁ ସତ କହିଦେଲେ ଭାଜପା ନେତା

ଭୁବନେଶ୍ୱର,୨୬।୫: ଭାଙ୍ଗୁଛି ବିଜେଡି। ଦେବାଶିଷଙ୍କ ପରେ ବିଜେଡି ଛାଡି ପାରନ୍ତି ଆଉ କିଛି ଏମ୍‌ପି। ଏନେଇ ଭାଜପା ନେତା ଦାବି କରିଛନ୍ତି। ବିଶେଷ କରି ଉପକୂଳ ଓଡ଼ିଶାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri