Posted inଖେଳ

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି। ୧୭୪ ରନର ପିଛା କରି, ରାଚିନ ରବିନ୍ଦ୍ର ଏବଂ ଗ୍ଲେନ ଫିଲିପ୍ସଙ୍କ ଅର୍ଦ୍ଧଶତକ ବଳରେ ନୁଜିଲାଣ୍ଡ ବିଜୟୀ ହୋଇଛି।

କାନାଡା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଯୁବରାଜ ସମରାଙ୍କ ଦମଦାର ଶତକ ଯୋଗୁ କାନାଡା ୧୭୩ ରନ୍‌ କରିଥିଲା। ବିଜୟ ଲକ୍ଷ୍ୟ ପିଛା କରି, ନ୍ୟୁଜିଲ୍ୟାଣ୍ଡ ପାଇଁ ରାଚିନ ରବିନ୍ଦ୍ର ଏବଂ ଗ୍ଲେନ ଫିଲିପ୍ସ ଅପରାଜିତ ଅର୍ଦ୍ଧଶତକ ହାସଲ କରିଥିଲେ। ନ୍ୟୁଜିଲ୍ୟାଣ୍ଡ ୧୬ତମ ଓଭରରେ ଲକ୍ଷ୍ୟ ହାସଲ କରି ବଡ଼ ବିଜୟ ହାସଲ କରିଥିଲା।

ସୂଚନା ଯୋଗ୍ୟ, କାନାଡାର ଓପନର ଯୁବରାଜ ସମରା ୧୧୦ ରନ୍‌ର ଐତିହାସିକ ଇନିଂସ ଖେଳି ଟି-୨୦ ବିଶ୍ୱକପରେ ଶତକ ହାସଲ କରିଥିବା ସର୍ବକନିଷ୍ଠ ଖେଳାଳି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri