Posted inଖେଳ

ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ

ଅକଲାଣ୍ଡ,୨୫।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆଜିଠାରୁ ଆରମ୍ଭ ହେଉଛି। ଏହି ମ୍ୟାଚ୍‌ରେ ଟସ ଜିତିବା ପରେ ନ୍ୟୁଜିଲାଣ୍ଡର ଅଧିନାୟକ କେନ ୱିଲିୟମସନ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବ। ଉମ୍‌ରାନ ମଲିକ ଏବଂ ଅର୍ଶଦୀପ ସିଂ ଭାରତ ପାଇଁ ଏକଦିବସୀୟ ଡେବ୍ୟୁ କରୁଛନ୍ତି। ଅଭିଜ୍ଞ ଖେଳାଳି ଶିଖର ଧାୱନ ଏକଦିବସୀୟ ସିରିଜର ନେତୃତ୍ୱ ନେଉଛନ୍ତି। ପ୍ରଥମ ମ୍ୟାଚ ଅକଲାଣ୍ଡର ଇଡେନ ପାର୍କରେ ଖେଳାଯାଉଛି। ଏହାପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଭାରତ ଟି-୨୦ ସିରିଜକୁ ୧-୦ରେ ଜିତି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?