Advertisement
Posted inଖେଳ

ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ ବ୍ୟାଟିଂ ନିଷ୍ପତ୍ତି..

ମେଲବୋର୍ନ,୯।୧୧ : ଟି-୨୦ ବିଶ୍ୱକପର ପ୍ରଥମ ସେମିଫାଇନାଲରେ ପାକିସ୍ତାନ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ସିଡନୀ ଗ୍ରାଉଣ୍ଡରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍‌ ଓ୍ବିଲମସନ ବିଜୟ ପରେ ଟାଇଟଲ ହାସଲ ପାଇଁ ପଡ଼ିଆକୁ ଓହ୍ଲାଇଛନ୍ତି। ସେହିପରି ଟିମ୍‌ ପାକିସ୍ତାନ ଅଧିନାୟକ ବାବର ଆଜମ୍‌ଙ୍କ ନେତୃତ୍ୱରେ ବୋଲିଂ କରିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସଇନି ଦଣ୍ଡିତ

ନୂଆଦିଲ୍ଲୀ,୫।୮(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ୍‌ରେ ଅନ୍ତର୍ଜାତୀୟ କ୍ୟାରିୟର ଆରମ୍ଭ କରିଥିବା ଭାରତୀୟ ପେସର ନପଦୀପ ସଇନିଙ୍କୁ ଦଣ୍ଡିତ କରାଯାଇଛି। ଆମେରିକାର ଫ୍ଲୋରିଡାଠାରେ ଖେଳାଯାଇଥିବା ପ୍ରଥମ...

ଫିଞ୍ଚ୍‌, ସ୍ମିଥ୍‌ଙ୍କ ଶତକ: ଅଷ୍ଟ୍ରେଲିଆ ବିଜୟୀ, ପ୍ରଥମ ଦିନିକିଆରେ ଭାରତ ପରାସ୍ତ

ସିଡନୀ, ୨୮।୧୧(ପି.ଟି.)- କରୋନା ମହାମାରୀ ଜନିତ ବ୍ରେକ୍‌ ପରେ ଭାରତୀୟ କ୍ରିକେଟ ଦଳ ଶୁକ୍ରବାର ଖେଳିଥିବା ପ୍ରଥମ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚରେ ଅଷ୍ଟ୍ରେଲିଆଠାରୁ ହାରି...

ଅନୁରାଧାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର, ୨୩।୧୦(କ୍ରୀଡ଼ା ପ୍ରତିନିଧି)-ଅଲିମ୍ପିଆନ ଅନୁରାଧା ବିଶ୍ୱାଳଙ୍କୁ ମିଳିଛି ଆଉ ଏକ ଗୁରୁଦାୟିତ୍ୱ। ଓଏନଜିସି ପକ୍ଷରୁ ଏହି ଜାତୀୟ ରେକର୍ଡଧାରୀ ହର୍ଡଲ୍ସ ତାରକାଙ୍କୁ ସର୍ବଭାରତୀୟ ପବ୍ଲିକ୍‌ ସେକ୍ଟର...

କଳିଙ୍ଗରେ ହକି କ୍ୟାମ୍ପ ଆରମ୍ଭ

ଭୁବନେଶ୍ୱର, ୧୫।୧୦(କ୍ରୀଡ଼ା ପ୍ରତିନିଧି)- ଆସନ୍ତା ନଭେମ୍ବର ୧ ଓ ୨ ତାରିଖରେ ହେବାକୁଥିବା ଅଲିମ୍ପିକ୍ସ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ ପାଇଁ କଳିଙ୍ଗ ଷ୍ଟାଡିୟମରେ ଭାରତୀୟ ମହିଳା...

ରୋହିତଙ୍କ ଭବିଷ୍ୟବାଣୀ: ଖୁବ୍‌ଶୀଘ୍ର ଭାରତ ପାଇଁ ଖେଳିବେ ଏହି କ୍ରିକେଟର…

ମୁମ୍ବାଇ,୧୩।୫: ଆଇପିଏଲ୍‌ ୨୦୨୨ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳୁଥିବା ଯୁବ ବ୍ୟାଟ୍ସମ୍ୟାନ ତିଳକ ବର୍ମାଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ଅଧିନାୟକ ରୋହିତ ଶର୍ମା। ସେ ଖୁବ୍‌ଶୀଘ୍ର...

ଟିମ୍‌ ଇଣ୍ଡିଆର ବିଜୟ ଅଭିଯାନ

ମହିଳା ଟି୨୦ ବିଶ୍ୱକପ୍‌: ସିଡ୍‌ନୀ,୨୧।୨- ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଶୁକ୍ରବାର ଆରମ୍ଭ ହୋଇଯାଇଛି। ଇଭେଣ୍ଟରେ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ୍‌ ଇଣ୍ଡିଆ ବିଜୟ ସହ...

ଆଇପିଏଲ୍‌: ଦିଲ୍ଲୀ ସାମ୍ନାରେ ୧୬୩ ରନ୍‌ ଟାର୍ଗେଟ୍‌ ରଖିଲା ହାଇଦ୍ରାବାଦ୍‌

ଆବୁଧାବି, ୨୯।୯: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣର ୧୧ତମ ମୁକାବିଲାରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍‌ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌...

ଖେଳରତ୍ନ ପାଇଁ ଶ୍ରୀକାନ୍ତଙ୍କ ନାମ ସୁପାରିସ

ନୂଆଦିଲ୍ଲୀ, ୨୦।୬(ପି.ଟି.)- ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବାଇ) ପକ୍ଷରୁ ତାରକା ଖେଳାଳି କିଡାମ୍ବି ଶ୍ରୀକାନ୍ତଙ୍କ ନାମ ଖେଳରତ୍ନ ପୁରସ୍କାର ପାଇଁ ସୁପାରିସ କରାଯାଇଛି। ଏକ...

Advertisement
Archives

Model This Week