ନବଜାତ ଶିଶୁକନ୍ୟାକୁ ଅଳିଆଗଦାରେ ଫିଙ୍ଗିଦେଲେ, ଗାଁରେ ଜୋର୍‌ ଧରିଛି ଚର୍ଚ୍ଚା

ବଲାଙ୍ଗୀର/ସଇଁତଳା,୨୯ା୧(ସୁନିଲ କୁମାର ମହାନ୍ତି/ରାଖାଲ ଶତପଥୀ): ଅଳିଆଗଦାରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏପରି ଏକ ଘଟଣା ଘଟିଛି ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଧରପଗଡ଼ ଗ୍ରାମରେ। ଗାଁର ଏକ ଅଳିଆଗଦାରେ ନବଜାତ ଶିଶୁକନ୍ୟା ପଡ଼ିଥିବା ଦେଖିଥିଲେ କିଛି ସ୍ଥାନୀୟ ଲୋକେ। ଦେଖିବା ପରେ ଶିଶୁକନ୍ୟାକୁ ଉଦ୍ଧାର କରି ସ୍ଥାନୀୟ ଅଙ୍ଗନଓ୍ବାଡ଼ି ଓ ଆଶାକର୍ମୀକୁ ଦେଇଥିଲେ। ତେବେ ଶିଶୁକୁ କିଏ ଜନ୍ମ କରି ଅଳିଆଗଦାରେ ଫିଙ୍ଗି ଦେଇଛି ବର୍ତ୍ତମାନ ପର୍ଯନ୍ତ ଜଣାପଡ଼ିନାହିଁ। ଯାହାକୁ ନେଇ ଗାଁରେ ଚର୍ଚ୍ଚା ଜୋର୍‌ ଧରିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ରାଜ୍ୟ ସଭା ନିର୍ବାଚନ: ବିଜୟ ପରେ ବିଜେଡି, କଂଗ୍ରେସ ବିଧାୟକଙ୍କୁ ଏମିତି କହିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୧୬।୩: ଓଡ଼ିଶା ରାଜ୍ୟସଭା ନିର୍ବାଚନର ସବୁଠାରୁ ଚର୍ଚ୍ଚିତ ଆସନରେ ସ୍ୱାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ବିଜୟୀ ହୋଇଛନ୍ତି। ଭାଜପା ସମର୍ଥିତ ଏହି ଅଭିଜ୍ଞ ନେତାଙ୍କ ବିଜୟ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri