ନବଜାତକ ପେଟରେ ପିଲା: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଖବରର ହେଡିଙ୍ଗ୍‌ଟି ପଢ଼ିବା ପରେ ଯେ କେହି ବି ଆଶ୍ଚର୍ଯ୍ୟ ହୋଇଯାଇଥିବେ ନିଶ୍ଚୟ। ତେବେ ଏମିତି ଏକ ଘଟଣା ଘଟିଛି ଇଜିପ୍ଟର ଜଗଜିଗ ସହରରେ। ସହରର ଏକ ହସ୍ପିଟାଲରେ ଗତ ୧୦ ତାରିଖରେ ଏକ ଶିଶୁ ଜନ୍ମ ହୋଇଥିଲା। ଜନ୍ମଲାଭ ପରେ ଶିଶୁଟି ସମ୍ପୂର୍ଣ୍ଣ ସୁସ୍ଥ ଥିଲା। ତେବେ ଅଲଟ୍ରାସାଉଣ୍ଡ କରିବା ପରେ ଶିଶୁ ପେଟରେ ଆଉ ଏକ ପିଲା ଥିବା ଜଣାପଡ଼ିଲା। ପେଟରେ ଥିବା ପିଲାଟି ଜନ୍ମ ହୋଇଥିବା ଶୁଶୁର ଯାଆଁଳା ଭାଇ। ମା’ ପେଟରେ ଥିବା ବେଳେ ଶିଶୁ ପେଟକୁ ଉକ୍ତ ଭ୍ରୁଣ ଚାଲିଆସିଥିବା ଡାକ୍ତର କହିଥିଲେ। ତେବେ ଏହା ଜଣାପଡ଼ିବା ପରେ ଡାକ୍ତର ତୁରନ୍ତ ସର୍ଜରୀ କରାଇ ଶିଶୁ ପେଟରୁ ଉକ୍ତ ଭ୍ରୁଣକୁ ବାହାର କରିଥିଲେ। ୫ଜଣ ଡାକ୍ତର ବିଶିଷ୍ଟ ଏକ ଟିମ୍‌ ଏହି ସର୍ଜରୀ କରିବାରେ ସଫଳ ହେଲେ। ସର୍ଜରୀ ପରେ ଶିଶୁକୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଅବ୍‌ଜର୍‌ଭେସନରେ ରଖାଗଲା। ଏବେ ସେ ସମ୍ପୂର୍ଣ୍ଣ ସୁସ୍ଥ ଥିବା ଡାକ୍ତର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ

ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ…

୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣେ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ

ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା…

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ…

‘ସେମାନଙ୍କୁ ଏହାର ମୂଲ୍ୟ ଦେବାକୁ ପଡିବ’ – ଆମେରିକା ଧମକର ଜବାବ ଦେଇଛି ଇରାନ; ଜାଣନ୍ତୁ ହର୍ମୁଜ ବିଷୟରେ କ’ଣ କହିଛି

ତେହରାନ,୧୨।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥିତିରେ ପହଞ୍ଚିଛି। ଇରାନ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିବାକୁ ଘୋଷଣା କରିଛି।…

ଇରାନ ଉପରେ ମାଡ଼ ହେଲା ୧୪୦ ମିଶାଇଲ

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ପାଇଁ ପ୍ରତ୍ୟେକ ଆଶା ବାରମ୍ବାର ଧୂଆଁରେ ଉଠୁଥିବା ପରି ମନେ ହେଉଛି। କୌଣସି ଚୁକ୍ତି ଚୂଡ଼ାନ୍ତ ହେବା ପୂର୍ବରୁ,…

Crude Oil Price : ହର୍ମୁଜ ବନ୍ଦ, ଇରାନ ଉପରେ ଆମେରିକାର ଆକ୍ରମଣ ଆରମ୍ଭ ଅଶୋଧିତ ତୈଳ ମୂଲ୍ୟ ଉପରେ କ’ଣ ପଡ଼ିଲା ପ୍ରଭାବ? ଜାଣନ୍ତୁ…

ତେହରାନ,୧୨।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ଯୋଗୁ ଅଶୋଧିତ ତୈଳ ବଜାରରେ ପୁଣି ଥରେ ଅନିଶ୍ଚିତତା ଦେଖାଦେଇଛି। ଇରାନ ଉପରେ ଆମେରିକାର ଆକ୍ରମଣ…

୧୩ହଜାର ଫୁଟ ଉଚ୍ଚତାରେ ସ୍ୱାମୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ସ୍ତ୍ରୀ

ବର୍ଲିନ, ୧୨ା୭: ଏକ ଯାତ୍ରୀବାହୀ ବିମାନ ଝରକା ଦେଇ ଜଣେ ୬୧ ବର୍ଷିୟ ବୃଦ୍ଧ ହଠାତ୍‌ ଟାଣି ହୋଇଯାଉଥିବାବେଳେ ଜୀବନକୁ ବାଜି ଲଗାଇ ସ୍ୱାମୀଙ୍କୁ ମୃତ୍ୟୁ ମୁଖରୁ…

ବୁଡ଼ିଗଲା ବୋଟ୍‌, ୧୫ ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ

ହାନୋଇ,୧୧ା୭: ଦକ୍ଷିଣ ଭିଏତନାମାର ଫୁ କ୍ୱୋକ୍‌ ଦ୍ୱୀପ ନିକଟରେ ଏକ ସ୍ପିଡ୍‌ ବୋଟ୍‌ ବୁଡ଼ିଯିବାରୁ ଅତି କମ୍‌ରେ ୧୫  ଭାରତୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି ବୋଲି ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri