Posted inଜାତୀୟ

ଛାତିଥରା! ଜବରଦସ୍ତି ପ୍ରସବ କରାଇବା ବେଳେ କଟିଗଲା ଶିଶୁର ମୁଣ୍ଡ, ଆଶାକର୍ମୀ ଫେରାର

ଲକ୍ଷ୍ନୌ,୩୦।୧: ଉତ୍ତରପ୍ରଦେଶର ବୁଲନ୍ଦସହର ଜିଲାରୁ ସାମ୍ନାକୁ ଆସିଛି ଛାତିଥରା ଘଟଣା । ପ୍ରସବ ସମୟରେ ଛୁଆର ମୁଣ୍ଡ କଟିଯାଇଛି । ଜଣେ ଆଶାକର୍ମୀ ବଳପୂର୍ବକ ପ୍ରସବ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୁକ୍ତମାନେ ଫେରାର ରହିଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି ।

ରୁଥା ଗ୍ରାମର ଜଣେ ବାସିନ୍ଦା ଝାମ୍ମାନ ପୋଲିସକୁ ଦେଇଥିବା ଅଭିଯୋଗରେ କହିଛନ୍ତି ଯେ, ଜାନୁଆରୀ ୨୫ ସକାଳ ପ୍ରାୟ ୯ଟାରେ ତାଙ୍କ ଗର୍ଭବତୀ ପତ୍ନୀ ରାଜକୁମାରୀ ପ୍ରସବ ଯନ୍ତ୍ରଣା ଅନୁଭବ କରିଥିଲେ ଏବଂ ସେ ଗ୍ରାମର ଜଣେ ଆଶାକର୍ମୀ ରୂପାବତୀଙ୍କୁ ଜଣାଇଥିଲେ । ସରକାରୀ ହସ୍ପିଟାଲ ଆମ୍ବୁଲାନ୍ସକୁ ଡାକିବା ପରିବର୍ତ୍ତେ ଆଶାକର୍ମୀ ଜାହାଙ୍ଗୀରାବାଦର ନାଇ ବସ୍ତିର ଜଣେ ଧାତ୍ରୀ (‘ଦାଇ’) ଜମିଲାଙ୍କୁ ଡାକିଥିଲେ। ଜଟିଳତା ସତ୍ତ୍ୱେ ରୂପାବତୀ ଏବଂ ଜମିଲା ମିଶି ବଳପୂର୍ବକ ଶିଶୁକୁ ପ୍ରସବ କରିବାକୁ ଚେଷ୍ଟା କରିଥିଲେ।

ଯେତେବେଳେ ସେମାନେ ବିଫଳ ହେଲେ, ସେମାନେ ଦାବି କଲେ ଯେ ଶିଶୁଟି ବ୍ରିଚ୍ ପୋଜିସନରେ ଥିଲା ଏବଂ ସେମାନଙ୍କ ପ୍ରୟାସ ସମୟରେ ଜୀବିତ ନବଜାତ ଶିଶୁର ବେକ କାଟି ଦେଇଥିଲେ । ଶିଶୁର ଅଧିକାଂଶ ଶରୀର ବାହାରକୁ ବାହାରିଯାଇଥିବା ବେଳେ ଗୁପ୍ତାଙ୍ଗରେ ମୁଣ୍ଡ ରହିଯାଇଥିଲା ।

ଆଶାକର୍ମୀ ଏବଂ ଜମିଲା ମହିଳାଙ୍କୁ ଗୁରୁତର ଅବସ୍ଥାରେ ଛାଡି ଘଟଣାସ୍ଥଳରୁ ପଳାଇ ଯାଇଥିବା ଅଭିଯୋଗ ହୋଇଛି । ପରେ ପୀଡିତାଙ୍କୁ ବୁଲନ୍ଦସହରର ଏକ ହସ୍ପିଟାଲକୁ ନିଆଯାଇଥିଲା, ସେଠାରୁ ତାଙ୍କୁ ମିରଟକୁ ରେଫର କରାଯାଇଥିଲା । ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ନେଇ ପୋଲିସ ପକ୍ଷରୁ କୁହାଯାଇଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ପାଖରେ ରହିଛି କୋଟି କୋଟି ଟଙ୍କାର କାର୍‌ କଲେକ୍ସନ: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ପାଟନା,୯।୧୧: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱ କ୍ରିକେଟ୍‌ର ଅନ୍ୟତମ ଚର୍ଚ୍ଚିତ ଖେଳାଳି ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଅନ୍ତର୍ଜାତୀୟ କ୍ରିକେଟ୍‌ରେ ପାଦ ଥାପିବା ପରେ ତାଙ୍କ ଲୋକପ୍ରିୟତା…

ତୃତୀୟ ଦିନିକିଆ ଚୂଡ଼ାନ୍ତ ଏକାଦଶରେ ହେବ ବଡ଼ ପରିବର୍ତ୍ତନ: ଏକାସାଙ୍ଗରେ ବାଦ୍‌ ପଡିବେ ୪ ଷ୍ଟାର୍‌ ଖେଳାଳି! ଶୁଣିଲେ ଖୁସି ହୋଇଯିବ ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ, ୯।୧୧: ଭାରତୀୟ କ୍ରିକେଟ ଟିମ ଟି-୨୦ ସିରିଜ ପରେ ଏବେ ଦିନିକିଆ ସିରିଜ୍‌ରେ ମଧ୍ୟ ଦମଦାର ପ୍ରଦର୍ଶନ କରିଛି। ଯାହାଫଳରେ ଟିମ ଇଣ୍ଡିଆ ଏବେ ଦିନିକିଆ…

IPLରେ ସବୁଠୁ ବଡ଼ ଟ୍ରେଡ୍‌ ଡିଲ୍‌: ଜାଣନ୍ତୁ କିଏ କେଉଁ ଦଳକୁ ଯିବେ

ନୂଆଦିଲ୍ଲୀ,୯।୧୧: ଆଇପିଏଲ ୨୦୨୭ ପାଇଁ ଟ୍ରେଡ ୱିଣ୍ଡୋ ଖୋଲିବା ପରେ ଖେଳାଳିଙ୍କ ଅଦଳବଦଳ ଜୋରଦାର ହୋଇଛି। ଆଗାମୀ ସିଜିନ୍‌ର ନିଲାମୀ ପୂର୍ବରୁ ଏପର୍ଯ୍ୟନ୍ତ ୮ଟି ଟ୍ରେଡ ଡିଲ…

କହୁକହୁ କହିଦେଲେ ଟ୍ରମ୍ପ, ‘ମୁଁ ନର୍କକୁ ଯିବାକୁ ଚାହେଁନି, ସ୍ୱର୍ଗକୁ ଯିବି’

ଓ୍ବାଶିଂଟନ,୯।୧୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାକ୍ଷାତକାର ଏବେ ଚର୍ଚ୍ଚାରେ ରହିଛି । ସାମ୍ବାଦିକ ରସ୍‌ ଡାଉଥାଟ୍‌ଙ୍କ ସହ ଆଲୋଚନା ବେଳେ ଜୀବନ ଓ ମୃତ୍ୟୁକୁ…

ଦିନେ ଗୀତ ଗାଇବାକୁ କରୁଥଲା ଲାଜ…ସଙ୍ଗୀତ ଦୁନିଆରେ ପାଦ ଥାପିଲେ ସୋନୁ ନିଗମଙ୍କ ପୁଅ

ପ୍ରଶଂସକଙ୍କ ସହ ଖୁସି ଖବର ବାଣ୍ଟିଛନ୍ତି ବଲିଉଡ୍‌ର ଲୋକପ୍ରିୟ ଗାୟକ ସୋନୁ ନିଗମ। ତାଙ୍କ ୧୯ ବର୍ଷୀୟ ପୁଅ ନିଭାନ ନିଗମ ସଙ୍ଗୀତ ଦୁନିଆରେ ନିଜର ଯାତ୍ରା…

୧୫ ବର୍ଷରେ ବି ଅଣ୍ଡର-୧୯ ଏସିଆ କପରୁ ବାଦ୍‌ ପଡ଼ିଲେ ବୈଭବ! BCCIର ନିୟମ ହେଲା ବାଧକ

ନୂଆଦିଲ୍ଲୀ, ୯।୧୧: ଏସିସି ମେନ୍ସ ଅଣ୍ଡର-୧୯ ଏସିଆ କପରେ ପାକିସ୍ତାନ ବିପକ୍ଷରେ ଭାରତୀୟ ଅଣ୍ଡର-୧୯ କ୍ରିକେଟ ଟିମକୁ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଏହି ପରାଜୟ ପରେ…

ଜାଣନ୍ତି କି ବିସ୍କୁଟ୍‌ରେ କାହିଁକି ଥାଏ ଛୋଟଛୋଟ ରନ୍ଧ୍ର

ପ୍ରାୟତଃ ଜଳଖିଆରେ ବିସ୍କୁଟ ଖାଉଥିବେ। ଆଜିକାଲି ବିସ୍କୁଟ ଅନେକ ଡିଜାଇନରେ ଆସୁଛି। ଏହି ଡିଜାଇନ ବ୍ୟତୀତ ଏଥିରେ ଛୋଟ ହୋଲ୍‌ ବା ରନ୍ଧ୍ର ମଧ୍ୟ ଅଛି। କେବେ…

ବିରାଟ କୋହଲିଙ୍କୁ ନେଇ ବଡ଼ ଖୁଲାସା କଲେ ପୂର୍ବତନ କୋଚ୍, ତାଙ୍କୁ ଡରନ୍ତି….

ନୂଆଦିଲ୍ଲୀ,୯।୧୧: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ବ୍ୟାଟର୍‌ ବିରାଟ କୋହଲିଙ୍କୁ ନେଇ ଏକ ରୋଚକ ଘଟଣା ସାମ୍ନାକୁ ଆଣିଛନ୍ତି ଟିମ୍‌ ଇଣ୍ଡିଆର ପୂର୍ବତନ ଆସିଷ୍ଟାଣ୍ଟ କୋଚ୍‌ ରାୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?