ଅସିତ ତ୍ରିପାଠୀଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ଅସିତ ତ୍ରିପାଠୀ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଆଞ୍ଚଳିକ ବିକାଶ, ପର୍ଯ୍ୟଟନର ପ୍ରମୁଖ ଉପଦେଷ୍ଟା, କୃଷି ବ୍ୟବସାୟ ଓ ଶିଳ୍ପର ପ୍ରମୁଖ ଉପଦେଷ୍ଟା ଦାୟିତ୍ୱ ମଧ୍ୟ ତୁଲାଇବେ।
୨୦୧୯ ମସିହା ଅଗଷ୍ଟ ୧୯ ତାରିଖରେ ଅସିତ୍‌ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। କରୋନା କାଳରେ ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ ଭାବେ ନିଜର କାର୍ଯ୍ୟକୁ ବେଶ ସୂଚାରୁ ରୂପେ ସମ୍ପାଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

‘୨୦ ଘଣ୍ଟା ମଧ୍ୟରେ ଆତ୍ମସମର୍ପଣ କର, ନଚେତ ଆମେ ତୁମକୁ ପ୍ରସ୍ତର ଯୁଗ ଦେଖାଇବୁ’ – ଟ୍ରମ୍ପଙ୍କୁ ବଡ଼ ଧମକ!

ତେହରାନ,୭।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି, ଏବଂ ବୟାନବାଜି ମଧ୍ୟ ତୀବ୍ର ହୋଇଛି। ଇରାନ ସଂସଦର ବାଚସ୍ପତି ମହମ୍ମଦ ବାଘେର ଗାଲିବାଫଙ୍କ ପରାମର୍ଶଦାତା…

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri