ଥମିବାର ନାଁ ନେଉନି: ଭୁବନେଶ୍ୱରରୁ ଆଉ ୧୦୭୬ କରୋନା ପଜିଟିଭ୍‌ ଚିହ୍ନଟ; କେବଳ ୯୨୮ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜଧାନୀରେ ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଉ ୧୦୭୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪୮ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୯୨୮ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୭,୯୫୬କୁ ବୃଦ୍ଧି ପାଇଛି। ସେଥିରୁ ୫୪,୮୬୯ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨,୭୫୬ ଆକ୍ଟିଭ୍‌ କେସ୍‌ ରହିଥିବା ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକଦା ଏହି ହିରୋଙ୍କୁ ପିଟିପିଟି ମାରି ଦେଇଥାନ୍ତେ ଲୋକେ, କାରଣ ଜାଣିଲେ…

ଅଜୟ ଦେବଗନଙ୍କୁ ବଲିଉଡର ସିଙ୍ଘମ କୁହାଯାଏ । ସେ ପରଦାରେ ସମସ୍ତ ପ୍ରକାରର ଅଭିନୟ କରିପାରନ୍ତି। କିନ୍ତୁ ଆକ୍ସନ ଚରିତ୍ରରେ ତାଙ୍କୁ ବହୁତ ପସନ୍ଦ କରାଯାଏ।...

ଜନ୍ମଦିନରେ କଙ୍ଗନାଙ୍କୁ ମିଳିଲା ବଡ଼ ଉପହାର

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରଣାଓ୍ବତଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଥଲାଇଭି’ ର ଟ୍ରେଲର ରିଲିଜ୍‌ ହୋଇଛି। ଅଭିନେତ୍ରୀ ତଥା ସ୍ବର୍ଗତ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜେ ଜୟଲଳିତାଙ୍କ...

ଏବେ କ’ଣ ରଖୁଛନ୍ତି ଆଲିଆ ତାଙ୍କ ହ୍ୟାଣ୍ଡବ୍ୟାଗରେ

ମୁମାଇ: ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ତାଙ୍କର ଆଗାମୀ ଫିଲ୍ମ ‘ରକି ଔର ରାନୀ କି ପ୍ରେମ କାହାନୀ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ବର୍ତ୍ତମାନ ଫିଲ୍ମଟି...

ଚଳଚ୍ଚିତ୍ରକୁ ବିଭାଜୀକରଣ କରା ନ ଯାଉ

ମୁମ୍ବାଇ: ଭାରତୀୟ ଚଳଚ୍ଚିତ୍ର ଜଗତକୁ ବିଭାଜୀକରଣ ନ କରାଯାଉ। ଯେଉଁ ସବୁ ଫିଲ୍ମ ଆଞ୍ଚଳିକ ଭାଷାରେ ତିଆରି କରାଯାଉଛି ସେଥିରେ କୌଣସି ପାର୍ଥକ୍ୟ ନାହିଁ ବୋଲି...

ବାବୁସାନ୍‌ଙ୍କ ଜାମିନ ଆବେଦନରେ ପୂର୍ଣ୍ଣଚ୍ଛେଦ

କଟକ ଅଫିସ,୪ା୮: ଓଲିଉଡ୍‌ ଅଭିନେତା ବାବୁସାନ ମହାନ୍ତି ହାଇକୋର୍ଟରେ ଆଗୁଆ ଜାମିନ ପାଇଁ କରିଥିବା ଆବେଦନରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ତଦନ୍ତରେ ବାବୁସାନ ସହଯୋଗ କରିଥିବାରୁ ହାଇକୋର୍ଟ...

ଓସ୍କାର ପାଇଁ ଆମେରିକା ଗଲେ ଜୁନିୟର ଏନ୍‌ଟିଆର

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଜୁନିୟର ଏନ୍‌ଟିଆର ଓସ୍କାର ୨୦୨୩ରେ ସାମିଲ ହେବା ପାଇଁ ଆମେରିକା ଯାଇଛନ୍ତି। ସୋମବାର ସକାଳେ ସେ ବିମାନବନ୍ଦରରେ ନଜର ଆସିଥିଲେ। ରାମ...

ରିଲିଜ୍‌ ହେଉ ହେଉ ଲିକ୍‌

ମୁମ୍ବାଇ,୨୪।୧୨: ଡିଜିଟାଲ ପ୍ଲାଟଫର୍ମ ଡିଜନୀ+ହଟଷ୍ଟାରରେ ଶୁକ୍ରବାର ରିଲିଜ ହୋଇଛି ଅକ୍ଷୟ କୁମାର, ସାରା ଅଲି ଖାନ ଓ ଧନୁଶଙ୍କ ଅଭିନୀତ ଫିଲ୍ମ ‘ଅତରଙ୍ଗି ରେ’। ଭିନ୍ନ...

ଅଭିନୟଠାରୁ ଅଧିକ ବିବାଦକୁ ନେଇ ଚର୍ଚ୍ଚାରେ ଥାନ୍ତି ଏହି ଅଭିନେତା; ଏବେ ୧୩୭ କୋଟି ସମ୍ପତ୍ତିର ମାଲିକ

ବମ୍ବେ: ବଲିଉଡ୍‌ର ମୁନ୍ନାଭାଇ କହିଲେ ଅଭିନେତା ସଞ୍ଜୟ ଦତ୍ତଙ୍କୁ ବୁଝାଯାଏ। ୮୦ ଦଶକରୁ ଅଭିନୟ ଦୁନିଆରେ ଆକ୍ଟିଭ୍‌ ଥିବା ସଞ୍ଜୁ ବାବା ନିଜର କର୍ମ, ବ୍ୟକ୍ତିଗତ...

Advertisement
Archives

Model This Week