ଭୁବନେଶ୍ୱରରୁ ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୨୪୯ ରହିଛି ଲୋକାଲ କେସ୍‌

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରୁ ମଙ୍ଗଳବାର ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୬ ଜଣ ରହିଥିବା ବେଳେ ୨୪୯ ଲୋକାଲ କେସ୍‌ ରହିଛି। ଏ ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ଏଥିସହ ୩୨୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ବରଗଡ଼ରୁ ୩ ଜଣ ରହିଥିବା ବେଳେ ବାପୁଜୀ ନଗର ୩, ବରମୁଣ୍ଡା ୬, ବିଜେବି ନଗର ୪, ବମିଖାଲ ୫, ଚନ୍ଦ୍ରଶେଖରପୁର ୪, ଚକେଇଶିଆଣି ୩, ପଟିଆ ୨୨, ମଞ୍ଚେଶ୍ୱର ୪, ଲକ୍ଷ୍ମୀସାଗର ୯, ଖାରବେଳ ନଗର ୪, ଶେଳଶ୍ରୀ ବିହାର ୬, ଜୟଦେବ ବିହାର ୩, ଜାଗମରା ୩, ଘାଟିକିଆ ୪, ଓଲଡ ଟାଉନ୍‌ ୪, ପାତ୍ରପଡ଼ା ୮, ରସୁଲଗଡ଼ ୭, ସାଲିଆ ସାହି ୪, ସତ୍ୟନଗର ୭, ସହିଦନଗର ୧୨, ନୟାପଲ୍ଲୀ ୧୯, ନୀଳାଦ୍ରି ବିହାର ୩, ଫରେଷ୍ଟ ପାର୍କ ୪, ୟୁନିଟ-୯ ୪, ୟୁନିଟ-୮ରୁ ୭, ୟୁନିଟ-୬ରୁ ୪, ୟୁନିଟ-୪ରୁ ୪, ୟୁନିଟ-୩ରୁ ୭ ଲୋକାଲ କେସ ଚିହ୍ନଟ ହୋଇଛି।

ସୂଚନାଯୋଗ୍ୟ, ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୨୩୯୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୨୧୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୩୫୭୧ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri