ରାଜଧାନୀରୁ ଆଉ ୨୮୧ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୩୧୫

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ୨୮୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୯୨ କ୍ୱାରାଣ୍ଟାଇନରୁ ରହିଥିବା ବେଳେ ୮୯ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ଏଥିସହ ୩୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ପ୍ରକାଶ ଯେ, ଆଜିସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୨୬୦୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨୫୨୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩୩୪୮ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ୧୨୨ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସମୀକ୍ଷା କଲେ କଳିକେଶ, ହସ୍ପିଟାଲରେ ରୋଗୀଙ୍କୁ…

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଓ ଜିଲା ମୁଖ୍ୟ ହସ୍ପିଟାଲରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ଉପରେ ସମୀକ୍ଷା କରିଛନ୍ତି ବଲାଙ୍ଗୀର ବିଧାୟକ କଳିକେଶ…

ଲୁଣାନଦୀର ଜଳସ୍ତର କମୁଛି: ଆଗାମୀ ଦିନରେ ଦେଖାଦେବ…

କେନ୍ଦ୍ରାପଡ଼ା, ୨୮ା୩ (ଜଗନ୍ନାଥ ଧଳ)ଡିସେମ୍ବର ମାସଠାରୁ କେନ୍ଦ୍ରାପଡ଼ା ଜିଲାରେ ପ୍ରବାହିତ ଲୁଣାନଦୀର ଜଳସ୍ତର କମିବାରେ ଲାଗିଛି। ଫଳରେ ଆଗାମୀ ଦିନରେ କେନ୍ଦ୍ରାପଡ଼ା ପୌରାଞ୍ଚଳରେ ପିଇବା ପାଣି ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri