ରାଜଧାନୀର ପଟିଆ, ଖଣ୍ଡଗିରିରେ କରୋନା ବେଲଗାମ୍‌: ଲଗାତାର ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ…

ଭୁବନେଶ୍ୱର,୨୦।୪(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ରେକର୍ଡ ସଂଖ୍ୟା ଛୁଉଁଛି। ମଙ୍ଗଳବାର ବିଏମ୍‌ସି ଅଞ୍ଚଳରେ ୫୮୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୧୧ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪୭୦ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମଣ ୩୬୭୨୮କୁ ବୃଦ୍ଧି ପାଇଛି। ସେଥିରୁ ୩୨୪୯ ଆକ୍ଟିଭ୍‌ କେସ୍‌ ରହିଛି।

ତେବେ ନୂଆ ସଂକ୍ରମିତଙ୍କ ମଧ୍ୟରୁ ସର୍ବାଧିକ ସଂକ୍ରମିତ ୧୯ଜଣ ଲକ୍ଷ୍ମୀସାଗରରୁ, ବରମୁଣ୍ଡାରୁ ୯, ଚନ୍ଦ୍ରଶେଖରପୁରରୁ ୨୨, ଡୁମ୍‌ଡୁମାରୁ ୬, ଟଙ୍କପାଣି ରୋଡ୍‌ରୁ ୨୬, ଖଣ୍ଡଗିରିରୁ ୨୯, ମଞ୍ଚେଶ୍ୱରରୁ ୧୧, ନୟାପଲ୍ଲୀରୁ ୨୪, ପଟିଆରୁ ୩୮, ପୋଖରୀପୁଟରୁ ୯, ଶୈଳଶ୍ରୀବିହାରରୁ ୬ ରହିଛି।

ବିଶେଷକରି ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ ଏହା ଚିନ୍ତାର ବିଷୟ ପାଲଟିଛି। ବିଏମ୍‌ସି ପକ୍ଷରୁ ମାସ୍କ ପରିଧାନ ଏବଂ ସାମାଜିକ ଦୂରତା ରକ୍ଷା କରିବାକୁ ଜନସାଧାରଣଙ୍କୁ ନିବେଦନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ପତ୍ନୀଙ୍କୁ ହତ୍ୟାକରି ମୃତ ଶରୀରକୁ ବ୍ଲେଣ୍ଡରରେ ପୁରାଇ ପ୍ୟୁରି ବନାଇଦେଲେ ସ୍ବାମୀ…, ପୂର୍ବତନ ମିସ୍‌ ସ୍ବିଜରଲ୍ୟାଣ୍ଡଙ୍କ ସ୍ବାମୀ ଅଭିଯୁକ୍ତ

ବେର୍ନ,୧୧।୧୨: ପୂର୍ବତନ ମିସ ସ୍ବିଜରଲ୍ୟାଣ୍ଡ ଫାଇନାଲିଷ୍ଟ କ୍ରିଷ୍ଟିନା ଜୋକ୍ସିମୋଭିକଙ୍କ ସ୍ବାମୀଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଛି। ସ୍ବିସ କର୍ତ୍ତୃପକ୍ଷ କହିଛନ୍ତି ଯେ ସନ୍ଦିଗ୍ଧ ବ୍ୟକ୍ତି କ୍ରୋଧରେ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri