ଭୁବନେଶ୍ୱରରୁ ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୨୪୯ ରହିଛି ଲୋକାଲ କେସ୍‌

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରୁ ମଙ୍ଗଳବାର ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୬ ଜଣ ରହିଥିବା ବେଳେ ୨୪୯ ଲୋକାଲ କେସ୍‌ ରହିଛି। ଏ ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ଏଥିସହ ୩୨୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ବରଗଡ଼ରୁ ୩ ଜଣ ରହିଥିବା ବେଳେ ବାପୁଜୀ ନଗର ୩, ବରମୁଣ୍ଡା ୬, ବିଜେବି ନଗର ୪, ବମିଖାଲ ୫, ଚନ୍ଦ୍ରଶେଖରପୁର ୪, ଚକେଇଶିଆଣି ୩, ପଟିଆ ୨୨, ମଞ୍ଚେଶ୍ୱର ୪, ଲକ୍ଷ୍ମୀସାଗର ୯, ଖାରବେଳ ନଗର ୪, ଶେଳଶ୍ରୀ ବିହାର ୬, ଜୟଦେବ ବିହାର ୩, ଜାଗମରା ୩, ଘାଟିକିଆ ୪, ଓଲଡ ଟାଉନ୍‌ ୪, ପାତ୍ରପଡ଼ା ୮, ରସୁଲଗଡ଼ ୭, ସାଲିଆ ସାହି ୪, ସତ୍ୟନଗର ୭, ସହିଦନଗର ୧୨, ନୟାପଲ୍ଲୀ ୧୯, ନୀଳାଦ୍ରି ବିହାର ୩, ଫରେଷ୍ଟ ପାର୍କ ୪, ୟୁନିଟ-୯ ୪, ୟୁନିଟ-୮ରୁ ୭, ୟୁନିଟ-୬ରୁ ୪, ୟୁନିଟ-୪ରୁ ୪, ୟୁନିଟ-୩ରୁ ୭ ଲୋକାଲ କେସ ଚିହ୍ନଟ ହୋଇଛି।

ସୂଚନାଯୋଗ୍ୟ, ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୨୩୯୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୨୧୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୩୫୭୧ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଫେବୃୟାରୀ ୧କୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଓଡ଼ିଶା ଓ ପଡ଼ୋଶୀ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶନିବାର ଟ୍ରିବ୍ୟୁନାଲ କରିଛନ୍ତି। ଏଥିରେ ପରବର୍ତ୍ତୀ ଶୁଣାଣିକୁ...

ଭାଇ ପଠାଇଥିବା ମନିଅର୍ଡର ସାଢେ ୪ବର୍ଷ ପରେ ପହଞ୍ଚିଲା ଭଉଣୀ ପାଖରେ

ଟେନ୍‌ସା,୧।୧୨(ଡି.ଏନ୍‌.ଏ.): ମାସେ ନୁହେଁ କି ଦୁଇ ମାସ। ବର୍ଷେ ନୁହେଁ କି ଦୁଇ ବର୍ଷ। ମନିଅର୍ଡର ପହଞ୍ଚତ୍ବାକୁ ଲାଗିଗଲା ସାଢେ ୪ବର୍ଷ। ଡାକବିଭାଗର ଅବହେଳା ପାଇଁ...

ପରିବାର ଚିନ୍ତାରେ ଅସହାୟ ପଦ୍ମିନୀ

ଛେଣ୍ଡିପଦା,୧୬ା୭(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ସପୋଇନାଳି ଗ୍ରାମର ଅଚ୍ୟୁତାନନ୍ଦ ବାଘ ଗତ ଗୁରୁବାର ବେକରେ ରଶି ଲାଗାଇ ଆତ୍ମହତ୍ୟା କରିବା ପରେ ତାଙ୍କ ପରିବାର...

ଦନ୍ତା ଆକ୍ରମଣରେ ବୃଦ୍ଧାଙ୍କ ଜୀବନଗଲା

ବାରିପଦା ଅଫିସ,୨୫।୧୨: ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ବନାଞ୍ଚଳ ଅଧୀନ ଗୋଶାଣିପାଳ ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ...

ଅସ୍ଥାୟୀ କର୍ମଚାରୀଙ୍କୁ ସ୍ଥାୟୀ କରିବାକୁ ମନ୍ତ୍ରୀଙ୍କୁ ପ୍ରସ୍ତାବ

ଭୁବନେଶ୍ୱର,୪ା୨(ବ୍ୟୁରୋ): ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରତାପ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର ଲୋକ ସେବା ଭବନଠାରେ ଓଡ଼ିଶା ପୌର କର୍ମଚାରୀ ମହାସଂଘର ଅସ୍ଥାୟୀ କର୍ମଚାରୀମାନଙ୍କୁ...

ମୁଖ୍ୟ ସଚିବ, ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ/ ପୁରୀ ଅଫିସ, ୨୧। ୧୧: ପୁରୀ ପୋଲିସ ହେପାଜତରେ ମୃତ୍ୟୁ ମାମଲାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅସନ୍ତୋଷ ପ୍ରକାଶ କରିଛନ୍ତି।...

ତାତି ବଢ଼ିଲେ କମୁଛି କରୋନା ସଂକ୍ରମଣ: ମହାରାଷ୍ଟ୍ରରେ ୮୫ ପ୍ରତିଶତ, କର୍ନାଟକରେ ୮୮ ପ୍ରତିଶତ ପାଇଛି ହ୍ରାସ

ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣ ନେଇ ଭାରତରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ତେବେ ଏବେ ଦେଶରେ ଖରାଦିନ ଆସିଯାଇଥିବାରୁ ତାପମାତ୍ରା ବଢ଼ିବା ସହିତ କରୋନା...

ଆଜିଠାରୁ ଆଦିବାସୀ ମେଳା

ଭୁବନେଶ୍ୱର,୨୦।୨(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହେବ ଆଦିବାସୀ ମେଳା। ଭୁବନେଶ୍ୱରର ୟୁନିଟ୍‌-୧ ଆଦିବାସୀ ପଡ଼ିଆରେ ଏହା ମାର୍ଚ୍ଚ ୧ ପର୍ଯ୍ୟନ୍ତ ଚାଲିବ। ଓର୍‌ମାସ୍‌, ଦି ଇଣ୍ଟେଗ୍ରେଟେଡ୍‌ ଟ୍ରାଇବାଲ୍‌...

Advertisement
Archives

Model This Week