କିରୋସିନ ଢ଼ାଳି ନୂଆବୋହୁ ଦେହରେ ଲଗାଇଦେଲେ ନିଆଁ

ମହାକାଳପଡ଼ା,୨୬।୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ବେଣାକନ୍ଧା ମୌଜାର ଜଣେ ନବବଧୂଙ୍କ ଦେହରେ କିରୋସିନ ଢାଳି ନିଆଁ ଲଗାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ଘର ନିକଟ  ଚାଷ ଜମିରେ ମୃତ ଶରୀର ପଡ଼ି ରହଥିବା ଦେଖିବାକୁ ମିଳିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ମହିଳା ଜଣଙ୍କ ହେଲେ ତଅପୋଇ ମଣ୍ଡଳ (୨୮) ତାଙ୍କ ସ୍ବାମୀ ବିଶ୍ୱଜିତ ମଣ୍ଡଳ। ଶାଶୁଘର ଲୋକ ହତ୍ୟା କରିଥିବା ଅଭିଯୋଗ ହେଉଛି। ପୂର୍ବରୁ ବିବାଦ ଥିବା ପ୍ରାଥମିକ ସୂଚନା ମିଳିଛି। ସ୍ଥାନୀୟ ଅଞ୍ଚଳର ଲୋକମାନଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି।
ଏ ସଂକ୍ରାନ୍ତରେ ତନ୍ତିଆପାଳ ସାମୁଦ୍ରିକ ଥାନା ଅଧିକାରୀ ରତି ରଞ୍ଜନ ନାୟକ କହିଛନ୍ତି ଖବରପାଇ ଘଟଣାସ୍ଥଳରେ ପୋଲିସ ଟିମ ମୁତୟନ କରାଯାଇଛି। ଅଧିକ ତଦନ୍ତ ପରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି। ଅନ୍ୟପକ୍ଷେ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?