ବିଷ ପିଇଲେ ନବ ବିବାହିତା

ଦେବଗଡ଼,୧୭।୧(ଡି.ଏନ୍‌.ଏ.): ଦେବଗଡ଼ ଆଦର୍ଶ ଥାନା ଅଧୀନ ରମ୍ଭେଇ ଡାହିପାଳ ଗ୍ରାମର ନବଦମ୍ପତି ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଡାହିପାଳ ଗ୍ରାମର ଅଶୋକ ସାମାଡ ଏବଂ ଦନ୍ତାରିବାହାଲ ଗ୍ରାମର ନିରାଶ ଦେବଗନଙ୍କ ମଧ୍ୟରେ ଦୀର୍ଘଦିନ ହେଲା ପ୍ରେମ ସମ୍ପର୍କ ରହି ଆସିଥିଲା। ଗତ ୧ ତାରିଖ ଉଭୟେ ଘରୁ ପଳାଇ ବିବାହ କରିଥିଲେ। ୪ ଦିନ ତଳେ ଅଶୋକ ନିଜ ଘରକୁ ନିରାଶଙ୍କ ସହ ଆସିଥିଲେ। ପରିବାର ଲୋକେ ସେମାନଙ୍କ ବିବାହକୁ ସ୍ବୀକୃତି ଦେଇ ନିରାଶଙ୍କୁ ବୋହୂ ଭାବେ ଗ୍ରହଣ କରିଥିଲେ।

ରବିବାର ରାତିରେ ଖାଇ ଶୋଇବାକୁ ଯାଇଥିଲେ। କିଛି ସମୟ ପରେ ଉଭୟେ ବାନ୍ତି କରିଥିଲେ। ସେମାନେ ବିଷ ପିଇ ଥିବା ପରିବାର ଲୋକେ ଜାଣି ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଆତ୍ମହତ୍ୟା ଉଦ୍ୟମର କାରଣ ଜଣାପଡ଼ି ନାହିଁ। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ଭାଜପା କର୍ମୀ

କେସିଙ୍ଗା,୧୫.୬(ତୁମେଶ୍ୱର ସାହୁ): ଭବାନୀପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସଦର ବ୍ଲକର କେନ୍ଦୁପାଟୀ, ବୋର୍ଡା, ଗୁର୍ଜୁଙ୍ଗ ପଞ୍ଚାୟତକୁ ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ ଏବଂ କଳାହାଣ୍ଡି ବିଜେଡି...

ଗଞ୍ଜାମ ଜିଲାରେ ଖାତା ଖୋଲିନି କଂଗ୍ରେସ

ବ୍ରହ୍ମପୁର ଅଫିସ,୨।୩ ଗଞ୍ଜାମରେ ପଞ୍ଚାୟତ ନିର୍ବାଚନର ଜିଲା ପରିଷଦ ଜୋନର ଚୂଡ଼ାନ୍ତ ଭୋଟ ଫଳାଫଳ ସରକାରୀ ଭାବେ ପ୍ରକାଶ ପାଇଛି। ୬୯ ଜୋନରେ ବିଭିନ୍ନ ଦଳ...

କେନ୍ଦ୍ରାପଡ଼ାରେ ୬ କରୋନା ପଜିଟିଭ ଚିହ୍ନଟ : ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୬୧, ସୁସ୍ଥ ହେଲେଣି ୨୬ଜଣ

କେନ୍ଦ୍ରାପଡା ଅଫିସ, ୨୬ା୫: କେନ୍ଦ୍ରାପଡା ଜିଲା ଡେରାବିଶ, ମହାକାଳପଡା ବ୍ଲକ ଅଞ୍ଚଳରୁ ମଙ୍ଗଳବାର ନୂତନ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ...

୪ର୍ଥ ଦିନରେ ଲକ୍ଷ୍ମୀ ପୂଜାଉତ୍ସବ; ବଢୁଛି ଭିଡ଼, ଜମୁଛି ପୂଜା

ଢେଙ୍କାନାଳ ଅଫିସ, ୧୭।୧୦:  କୁମାର ପୂର୍ଣ୍ଣିମାଠାରୁ ଆରମ୍ଭ ହୋଇଛି ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜା। ଐତିହ୍ୟ, ପରମ୍ପରା ଏବଂ କିମ୍ବଦନ୍ତୀକୁ ଆଧାର କରି ହେଉଥିବା ଏହି ପୂଜା ଉତ୍ସବ...

ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ

ସୋର, ୧୭ା୪(ଡି.ଏନ.ଏ.):-ସୋର ମ୍ୟୁନିସିପାଲିଟି ଅଧୀନ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସା ଅବହେଳାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏସ୍‌ଆଇ ସଚ୍ଚିଦାନନ୍ଦ ଗିରି ସୋର...

କୁଆପଥର ବର୍ଷା, ଫସଲ ହାନି

ଛେଣ୍ଡିପଦା,୫ ।୨(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ସ୍ଥାନରେ ଶୁକ୍ରବାର ଅପରାହ୍ନ ୩ଟାରେ ଅଦିନିଆ ଝଡ଼ବର୍ଷା ସହ ପ୍ରବଳ କୁଆପଥର ମାଡ଼ ହୋଇଥିଲା। ଫଳରେ...

କେନାଲକୁ ଖସିଲା କାର୍‌, ଜଣେ ମୃତ

କଟକ ଅଫିସ,୨୯ା୫: କଟକ ତାଳଦଣ୍ଡା କେନାଲକୁ ସୋମବାର ଏକ କାର୍‌ ଭାରସାମ୍ୟ ହରାଇ ଖସିପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି। କଲ୍ୟାଣନଗର ପାର୍ଶ୍ୱସ୍ଥ ତାଳଦଣ୍ଡା କେନାଲ ଭିତରକୁ...

କମିଶନର-କର୍ପୋରେଟର ବିବାଦ ସମାଧାନ ହେବ

କଟକ ଅଫିସ,୩୦ା୧୨: କଟକର ଏକ ଘରୋଇ ହୋଟେଲରେ ସିଏମ୍‌ସିର ବିଜେଡି କର୍ପୋରେଟରମାନଙ୍କୁ ନେଇ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଆସନ୍ତା ଜାନୁୟାରୀ ୧୧ରେ...

Advertisement
Archives

Model This Week