Posted inଫୁରସତ

ଜଳପ୍ରପାତ ନିକଟକୁ ହନିମୁନ୍‌ରେ ଯାଇ ଭାଇରାଲ ହେଲେ ଦମ୍ପତି, ୟୁଜର୍ସ କହିଲେ…

ପ୍ରତିଦିନ କିଛିନା କିଛି  ଭିଡିଓ ସୋସିଆଲ ମିଡିଆରେ ଭାଇରାଲ  ହୋଇଥାଏ। ତେବେ ସେଥିରୁ କିଛି ଭିଡିଓ ହସର ଖୋରାକ ଯୋଗାଉ ଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ବର୍ତ୍ତମାନ ଏକ ସମାନ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭାଇରାଲ ହେଉଥିବା ଭିଡିଓରେ ଜଣେ ସ୍ବାମୀ ତାଙ୍କଠାରୁ ଖୁବ୍‌ କମ୍‌ ବୟସର  ତାଙ୍କ ସ୍ତ୍ରୀଙ୍କ ସହ ହନିମୁନ୍‌ରେ ଯାଇ ଭିଡିଓ କରୁଥିବା ଦେଖିବାକୁ ମିଳିଛି।
ତେବେ ସୋସିଆଲ ମିଡିଆରେ ଏହି ଭିଡିଓ ଅନେକ ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ଭିଡିଓରେ ବ୍ୟକ୍ତି ଜଣଙ୍କ ଅଧିକ ବୟସ୍କ ଭଳି ଲାଗୁଥିବା ବେଳେ ତାଙ୍କ ସ୍ତ୍ରୀ ଖୁବ୍‌ କମ୍‌ ବୟସ୍କ ଦେଖାଯାଉଛନ୍ତି। ଏହା ସହ ତାଙ୍କ  ସ୍ତ୍ରୀ ବ୍ୟକ୍ତିଙ୍କଠାରୁ ଖୁବ୍‌ ସୁନ୍ଦର  ଯେଉଁଠାରେ ବ୍ୟକ୍ତି ଜଣଙ୍କ ଚନ୍ଦା ହୋଇଥିବା ଦେଖିବାକୁ ମିଳୁଛି।
 ତେବେ ଏହି ଭିଡିଓକୁ ଅନେକ ୟୁଜର୍ସ ଶେୟାର କରିଛନ୍ତି। ଭିଡିଓରେ ଏହା  ମଧ୍ୟ ଦେଖିବାକୁ ମଳୁଛି ଯେ, ଉଭୟ ଦମ୍ପତି  ବେଶ ଖୁସି ଅଛନ୍ତି ।  ଭିଡିଓ କରୁଥିବା ସ୍ଥାନରେ ଏକ ଜଳପ୍ରପାତ ପ୍ରବାହିତ ହେଉଥିବା ଦେଖିବାକୁ ମିଳୁଛି।  ଭିଡିଓଟି ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ  ଶେୟାର କରାଯାଇଛି । ଭାଇରାଲ ଭିଡିଓକୁ ଅନେକ ପସନ୍ଦ କରିଥିବା ବେଳେ ଭଲ ଲାଇକ୍‌ ମଧ୍ୟ ଆସୁଛି। ବର୍ତ୍ତମାନ ସୁଦ୍ଧା୧ ଲକ୍ଷରୁ ଅଧିକ ଲୋକ ଏହି ଭିଡିଓ ଦେଖିଛନ୍ତି।  ତେବେ ଏହାପୂର୍ବରୁ ଏଭଳି ଅନେକ ଭିଡିଓ ଭାଇରାଲ ହୋଇଛି।
ୟୁଜର୍ସ ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି, ଜଣେ ଲେଖିଛନ୍ତି, ଏପରି ବାଧ୍ୟତାମୂଳକ କ’ଣ ଥିଲା।  ଅନ୍ୟ ଜଣେ ଲେଖିଛନ୍ତି, ପକ୍କା ଜଣେ ସରକାରୀ କର୍ମଚାରୀ ହୋଇଥିବେ, ଆଉ  ଜଣେ ୟୁଜର୍ସ  ଲେଖିଛନ୍ତି ‘ଖୁଦା ମେହେରବାନ୍‌  ତୋ ଗଧା  ପେହେଲବାନ’।
https://twitter.com/mee_lailaa/status/1746802478665138583

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଲିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri