Posted inଜାତୀୟ

୭ ଦିନିଆ ରିମାଣ୍ଡରେ ନ୍ୟୁଜ୍‌କ୍ଲିକ୍‌ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୪।୧୦: ଭାରତରେ ଚାଇନା ସପକ୍ଷବାଦୀ ପ୍ରଚାର ଅଭିଯାନ ଚଳାଇବା ପାଇଁ ପାଣ୍ଠି ଗ୍ରହଣ ଅଭିଯୋଗରେ ନ୍ୟୁଜ୍‌କ୍ଲିକ୍‌ ପ୍ରତିଷ୍ଠାତାଙ୍କୁ ମଙ୍ଗଳବାର ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ଗିରଫ କରିଥିଲେ। ବର୍ତ୍ତମାନ ପୋଲିସ ନ୍ୟୁଜ୍‌ ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର ପୁରକାୟସ୍ଥ ଏବଂ ଏଚ୍‌ଆର ମୁଖ୍ୟ ଅମିତ ଚକ୍ରବର୍ତ୍ତୀଙ୍କୁ ମାଜିଷ୍ଟ୍ରେଟଙ୍କ ସାମ୍ନାରେ ହାଜର କରି ସେମାନଙ୍କୁ ୭ ଦିନ ପାଇଁ ରିମାଣ୍ଡରେ ନେଇଛି।

ଦିଲ୍ଲୀ ପୋଲିସ ଅଧିକାରୀ କହିଛନ୍ତି, ପୋଲିସ ନ୍ୟୁଜ୍‌କ୍ଲିକ୍‌ର କାର୍ଯ୍ୟାଳୟକୁ ସିଲ କରି ୪୬ଜଣ ସନ୍ଦିଗ୍ଧଙ୍କୁ ପଚରାଉଚରା କରିବା ସହ ଲାପ୍‌ଟପ୍‌ ଏବଂ ମୋବାଇଲ ଫୋନ ସମେତ ଡିଜିଟାଲ ଉପକରଣ ଏବଂ ଡକ୍ୟୁମେଣ୍ଟ ଜବତ କରିଛି। ସେ କହିଛନ୍ତି ୩୭ଜଣ ପୁରୁଷ ସନ୍ଦିଗ୍ଧଙ୍କୁ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ କାର୍ଯ୍ୟାଳୟରେ ପଚରାଉଚରା କରାଯାଇଥିବା ବେଳେ ନଅ ଜଣ ମହିଳା ସନ୍ଦିଗ୍ଧଙ୍କୁ ସେମାନଙ୍କ ଘରେ ପଚରାଉଚରା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାମଲଲାଙ୍କ ‘ସୂର୍ଯ୍ୟ ତିଳକ’ ଦେଖି ଭାବପ୍ରବଣ ହୋଇପଡ଼ିଲେ ମୋଦି: ଭିଡିଓ ଦେଖିଲେ ହୋଇଯିବେ ଅଭିଭୂତ

ନୂଆଦିଲ୍ଲୀ,୨୭।୩: ରାମଙ୍କ ନଗରୀ ଅଯୋଧ୍ୟାରେ ରାମ ନବମୀ ଅତ୍ୟନ୍ତ ଉତ୍ସାହର ସହିତ ପାଳନ କରାଯାଇଛି। ରାମଲଲାଙ୍କ ଜନ୍ମବାର୍ଷିକୀ ପାଳନ ପାଇଁ ବହୁ ସଂଖ୍ୟକ ଭକ୍ତ ଏକାଠି ହୋଇଥିଲେ।…

ବିହାରରୁ ବଡ଼ ଖବର! ଏହି ତାରିଖରେ ବିଧାନ ପରିଷଦରୁ ଇସ୍ତଫା ଦେବେ ନୀତିଶ କୁମାର

ପାଟନା,୨୭।୩: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ବିହାର ବିଧାନସଭା ପରିଷଦ (MLC) ର ସଦସ୍ୟତାରୁ ଇସ୍ତଫା ଦେବେ । ସୂତ୍ର ଅନୁଯାୟୀ, ନୀତିଶ କୁମାର ମାର୍ଚ୍ଚ  ୩୦ରେ…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ଲକଡାଉନ୍‌କୁ ନେଇ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଦେଶରେ…

ନୂଆଦିଲ୍ଲୀ,୨୭।୩: ଇରାନରେ ଯୁଦ୍ଧ ଯୋଗୁ ଭାରତରେ ଲକଡାଉନ ହେବା ନେଇ ଗୁଜବ ହେଉଛି। ଏହାରି ଭିତରେ କେନ୍ଦ୍ର ସରକାରଙ୍କ ସ୍ପଷ୍ଟୀକରଣ ରଖିଛନ୍ତି। ଅର୍ଥମନ୍ତ୍ରୀ ସୀତାରାମନ୍‌ କହିଛନ୍ତି, ଦେଶରେ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri