୨୫ ଖଣ୍ଡ ଭୋଟରେ ଜିତିଲେ ଖବରକାଗଜ ବିତରକ

ବଲାଙ୍ଗୀର ଅଫିସ,୧।୩: ବଲାଙ୍ଗୀର ଜିଲା ପୁଇଁତଳା ବ୍ଲକ ରଣ୍ଡା ପଞ୍ଚାୟତର ସମିତି ସଭ୍ୟ ଭାବେ ସୁଦାମ ନନ୍ଦ ନିର୍ବାଚିତ ହୋଇଛନ୍ତି। ଖବରକାଗଜ ବିତରକ ଭାବେ କାର୍ଯ୍ୟ କରୁଥିବା ସୁଦାମ ଚଳିତ ନିର୍ବାଚନରେ ରଣ୍ଡା ପଞ୍ଚାୟତରୁ ସମିତି ସଭ୍ୟ ପ୍ରାର୍ଥୀ ଭାବେ ରଣାଙ୍ଗନକୁ ଓହ୍ଳାଇଥିଲେ। ସୁଦାମ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ପାର୍ଥବ ତାଣ୍ଡିଙ୍କୁ ୨୫ ଖଣ୍ଡ ଭୋଟରେ ପରାଜିତ କରିଛନ୍ତି। ତାଙ୍କୁ ୭୩୦ ଖଣ୍ଡ ଭୋଟ ମିଳିଥିବା ବେଳେ ପାର୍ଥବଙ୍କୁ ୭୦୫ଖଣ୍ଡ ଭୋଟ ମିଳିଛି। ସାଧାରଣ ପରିବାରରୁ ଆସିଥିବା ସୁଦାମ ଜଣେ ଯୁବ ଖବରକାଗଜ ବିତରକ ଭାବେ ସୁନାମ ଅର୍ଜନ କରିଥିଲେ। ଏବେ ସମିତି ସଭ୍ୟ ଭାବେ ନିର୍ବାଚିତ ହେବାରୁ ସବୁଠି ତାଙ୍କର ଚର୍ଚ୍ଚା ହେଉଛି। ପଞ୍ଚାୟତର ସର୍ବାଙ୍ଗୀନ ଉନ୍ନତି କରିବାକୁ ଚେଷ୍ଟା କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମହାନଦୀରେ ଡଙ୍ଗାବୁଡି ଘଟଣା: ମୃତ୍ୟୁସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡ଼ି ଘଟଣାରେ ଆଉ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ପୋଲିସ ଓ ଅଗ୍ନିଶମ ବାହିନୀ ଗତକାଲି ଠାରୁ ଉଦ୍ଧାର କାର୍ଯ୍ୟ ଜାରି...

ମହାନଦୀ ଡଙ୍ଗାବୁଡି ଘଟଣା: ମିଳିଲା ଆଉ ୩ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀରେ ଡଙ୍ଗାବୁଡି ଘଟଣାରେ ଆଉ ୩ଜଣଙ୍କର ମୃତଦେହ ଉଦ୍ଧାର ହୋଇଛି। ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡ ମହାନଦୀରେ ଗତକାଲି ଅର୍ଥାତ୍‌ ଶୁକ୍ରବାର ଏଭଳି ଅଭାବନୀୟ ଘଟଣା...

ମିଥ୍ୟା ବିଲ୍‌ କରି ଅନୁଦାନ ହଡ଼ପ

ଲୋଇସିଂହା,୨୦।୪(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ସାଲେଭାଟ ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲରେ କାମ୍ପ ଯୋଜନାରେ ହୋଇଥିବା ବନୀକରଣରେ ଅନିୟମିତତା ହୋଇଛି। ଏହିଭଳି ଅଭିଯୋଗ କରିଥିଲା ଗ୍ରାମ୍ୟ...

ମହୁଲଫୁଲ ସଂଗ୍ରହକାରୀ ଶୋଷଣର ଶିକାର

ବରଗଡ଼,୨୦।୪(ପ୍ରେମାନନ୍ଦ ଖମାରୀ)ମହୁଲ ଫୁଲ ଏକ ଲଘୁ ବନଜାତ ଦ୍ରବ୍ୟ। ବରଗଡ଼ ଜିଲାର ଅଣଜଳସେଚିତ ପଦ୍ମପୁର ଉପଖଣ୍ଡ ସମେତ ବରଗଡ଼ ଉପଖଣ୍ଡର ଅମ୍ବାଭୋନା ଆଦି ଅଞ୍ଚଳର ଆଦିବାସୀ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ରୂପାନ୍ତରଣ କାମ ସମସ୍ତଙ୍କ ଆଖି ସାମ୍ନାରେ: ପ୍ରଣବ

ସମ୍ବଲପୁର/ରେଙ୍ଗାଲି,୨୦ା୪(ବି.ଶଙ୍କର/ଦେବବ୍ରତ ପଣ୍ଡା)ସମ୍ବଲପୁର ମାଟି ମା’ ସମଲେଶ୍ୱରୀ, ବୀର ସୁରେନ୍ଦ୍ର ସାଏଙ୍କ ମାଟି ା ଏହି ମାଟି ମା’ର ସେବା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ...

ଶିକ୍ଷାକୁ ନେଇ ଲେନିନ୍‌-ରବି ବାକ୍‌ଯୁଦ୍ଧ

ସମ୍ବଲପୁର,୨୦ା୪(ପ୍ରମୋଦ ବହିଦାର):ସମ୍ବଲପୁରରେ ଶିକ୍ଷାର ବିକାଶ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଧର୍ମେନ୍ଦ୍ର ପ୍ରଧାନଙ୍କ ଅବଦାନ ଶୂନ୍ୟ ବୋଲି ବିଜେଡି ମୁଖପାତ୍ର ଡ. ଲେନିନ୍‌ ମହାନ୍ତିଙ୍କ ଉକ୍ତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri