Posted inଫୁରସତ

ନ୍ୟୁଟନଙ୍କ ଚତୁର୍ଥ ନିୟମ କହିଲେ କୁନି ଛାତ୍ର

ସମଗ୍ର ଦେଶରେ କରୋନା ମାମଲା ବଢ଼ିବାରେ ଲାଗିଛି। ଅଫିସ ଏବଂ ଶିକ୍ଷାନୁଷ୍ଠାନ ଅନ୍‌ଲାଇନ୍‌ ମୋଡକୁ ଫେରି ଆସୁଛନ୍ତି। ଏହି ସମୟରେ ଜଣେ ଶିଶୁ ନ୍ୟୁଟନଙ୍କ ଚତୁର୍ଥ ନିୟମ ବିଷୟରେ କହିଛି। ଖାଲି ସେତିକି ନୁହେଁ, ଏହି ନିୟମ ବୁଝାଇବା ପାଇଁ ପିଲାଟି କରୋନା ଭାଇରସକୁ ମଧ୍ୟ ବ୍ୟବହାର କରିଛି।

ଆଇଏଏସ୍‌ ଅଧିକାରୀ ଅବନୀଶ ଶରଣ ଟୁଇଟରରେ ଜଣେ ଶିଶୁ ନୋଟବୁକ୍‌ର ଫଟୋ ବି ଶେୟାର କରିଛି। ଯେଉଁଥିରେ ପିଲାଟି ନ୍ୟୁଟନଙ୍କ ଚତୁର୍ଥ ନିୟମକୁ ମଜାଳିଆ ଢଙ୍ଗରେ ବର୍ଣ୍ଣନା କରିଛି।

ସେ ଲେଖିଛି, ‘ନ୍ୟୁଟନଙ୍କ ଚତୁର୍ଥ ନିୟମ: ଯେତେବେଳେ କରୋନା ବଢ଼ିଯାଏ, ଶିକ୍ଷା କମିଯାଏ ଏବଂ ଯେତେବେଳେ କରୋନା କମିଯାଏ, ସେତେବେଳେ ଶିକ୍ଷା ବୃଦ୍ଧି ପାଇଥାଏ। ଅର୍ଥାତ୍‌ କରୋନା ହେଉଛି ଶିକ୍ଷାର ସମାନତା।

କୁନିଛାତ୍ରଟି କରୋନା ଏବଂ ଅଧ୍ୟୟନର ସମ୍ପର୍କକୁ ବୁଝାଇବା ପାଇଁ ଏକ ସମୀକରଣ ମଧ୍ୟ ବ୍ୟବହାର କରିଛି। ସେ ଏକ ଭାରିଏବଲ ଭାବରେ ‘k’ ବ୍ୟବହାର କରି ଏହାକୁ ‘ନଷ୍ଟ’ର ସ୍ଥିରାଙ୍କ ବୋଲି କହିଥିଲା।
ତାଙ୍କ ଟୁଇଟର କ୍ୟାପଶନରେ ଶରଣ କହିଛନ୍ତି, ଏହି ଶିଶୁ ହେଉଛି କରୋନା କାଳର ନ୍ୟୁଟନ।

ଏପର୍ଯ୍ୟନ୍ତ ଏହି ଟୁଇଟ୍‌କୁ ୧୧ ହଜାରରୁ ଅଧିକ ଲାଇକ ମିଳିଛି। ଜଣେ ୟୁଜର କହିଛନ୍ତି, ସେ କରୋନାକୁ ବାଟି ପିଇ ଦେଇଛନ୍ତି। ଅନ୍ୟ ଜଣେ ଲେଖିଛନ୍ତି, କରୋନାର ନୂତନ ନିୟମ ଆସିଛି। ଆଉ ଜଣେ ୟୁଜର ଲେଖିଛନ୍ତି, ନ୍ୟୁଟନଙ୍କ ଚତୁର୍ଥ ନିୟମ।


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri