ନିର୍ଦ୍ଦେଶନାମା ପାଇବା ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା

ସମ୍ବଲପୁର,୨୯ା୧୧(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ଓ ପଶ୍ଚିମ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ଦାବି ନେଇ ଚାଲିଥିବା ଆନ୍ଦୋଳନ ପ୍ରସଙ୍ଗ ସୁପ୍ରିମକୋର୍ଟରେ ପହଞ୍ଚିଥିଲା। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି (ସିଏସି) ଓ ସମ୍ବଲପୁର ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୁପ୍ରିମକୋର୍ଟରେ ପକ୍ଷ ରଖାଯାଇଥିଲା। ସୋମବାର ସୁପ୍ରିମକୋର୍ଟଙ୍କ ରାୟ ଉପରେ ସିଏସି ଓ ନାଗରିକ କ୍ରିୟାନୁଷ୍ଠାନ କମିଟି ପ୍ରତିକ୍ରିୟା ଦେବାକୁ ମନା କରିଦେଇଛନ୍ତି। ସୁପ୍ରିମକୋର୍ଟ ଦେଇଥିବା ନିର୍ଦ୍ଦେଶ ହସ୍ତଗତ ହୋଇନାହିଁ। ଏହା ଆସିବା ପରେ ନିର୍ଦ୍ଦେଶରେ କ’ଣ ରହିଛି ଦେଖିବାକୁ ପଡିବ। ଏହା ଜନ ଆନ୍ଦୋଳନ। ତେଣୁ ଜନସାଧାରଣ ଓ ସିଏସି ବୈଠକ ପରେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୩।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ ଶନିବାର ଭୋର ସମୟରେ ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri