Posted inଜାତୀୟ

ଏଥର ସକାଳ-ସନ୍ଧ୍ୟା ନୁହେଁ ଠିକ୍ ସମୟରେ ହେବ ଶପଥ ଗ୍ରହଣ: ଫଡନବିଶ

ମୁମ୍ବାଇ,୨୪ ।୧୧: ମହାରାଷ୍ଟ୍ର ରାଜନୀତି ପୁଣି ହୋଇଛି ସରଗରମ । କେନ୍ଦ୍ରମନ୍ତ୍ରୀ ରାଓସାହେବ ଦାନୱେ ପାଟିଲ ଦାବି କରିଛନ୍ତି ଯେ ମହାରାଷ୍ଟ୍ରରେ ଖୁବ୍‌ଶୀଘ୍ର ଭାରତୀୟ ଜନତା ପାର୍ଟି(ଭାଜପା) ସରକାର ଗଠନ କରିବ । ଆଉ ଏହାକୁ ନେଇ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ କହିଛନ୍ତି ଏଥର ଶପଥ ଗ୍ରହଣ ସକାଳେ ହେବନାହିଁ । ସୋମବାର ଗଣମାଧ୍ୟମ ପ୍ରଶ୍ନର ଉତ୍ତରରେ ଫଡନବିଶ କହିଛନ୍ତି ଯେତେବେଳେ ରାଜ୍ୟରେ ମହାରାଷ୍ଟ୍ର ବିକାଶ ଅଘାଡି ସରକାର ଭାଙ୍ଗିବ ଏହାପରେ ଠିକ୍ ସମୟରେ ଶପଥ ଗ୍ରହଣ ସମାରୋହ ହେବ । ହେଲେ ଏଥର ସକାଳେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ ନାହିଁ । ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ବିଧାନପରିଷଦ ନିର୍ବାଚନ ପ୍ରଚାର ସମୟରେ କେନ୍ଦ୍ର ମନ୍ତ୍ରୀ ରାଓସାହେବ ଦାନବେ କହିଥିଲେ ଏମିତି ଭାବନ୍ତୁ ନାହିଁ ଯେ ରାଜ୍ୟରେ ଭାଜପା ସରକାର ଗଠନ ନ ହେବ । ମୁଁ ସ୍ପଷ୍ଟ ଭାବେ କହୁଛି ଆସନ୍ତା ୨-୩ ମାସ ମଧ୍ୟରେ ମହାରାଷ୍ଟ୍ରରେ ଭାଜପା ସରକାର ଗଠନ ହେବାକୁ ଯାଉଛି ଆପଣମାନେ ମୋ କଥା ମନେ ରଖନ୍ତୁ । ଗତବର୍ଷ ଭାଜପା ମହାରାଷ୍ଟ୍ରରେ ନଭେମ୍ବର ୨୩ରେ ସରକାର ଗଠନ କରିଥିଲା ସତ ହେଲେ ଏହା ମାତ୍ର ୮୦ ଘଣ୍ଟା ତିଷ୍ଠି ପାରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

ଆସିଲାଣି ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ, କାକରରେ ଭିଜିବ ଓଡ଼ିଶା

ନୂଆଦିଲ୍ଲୀ,୧୭।୨: ଦେଶର ଅଧିକାଂଶ ସ୍ଥାନରେ ପାଗ ନିରନ୍ତର ପରିବର୍ତ୍ତନ ହେଉଛି। ଫେବୃଆରୀ ମାସ ମାର୍ଚ୍ଚ ମାସ ପରି ଅନୁଭବ ହେବା ଆରମ୍ଭ କରିଛି। ତାପମାତ୍ରାରେ ନିରନ୍ତର ବୃଦ୍ଧି…

ଚାଷୀ, ମହିଳା, ଶିଶୁ ଏବଂ ଓଡ଼ିଆ ଅସ୍ମିତା ପାଇଁ ଜୋରଦାର ଲଢ଼ାଯିବ: ନବୀନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ବିଧାନସଭାର ବଜେଟ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ୨ଟି ପର୍ଯ୍ୟାୟରେ ଚାଲିବ। ରାଜ୍ୟ ସରକାର ଏହି ଅଧିବେଶନରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ…

ତିନି ଦିନିଆ ଗସ୍ତରେ ଭାରତ ପହଞ୍ଚିଲେ ଫ୍ରାନ୍ସ ରାଷ୍ଟ୍ରପତି; ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମାକ୍ରନ କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ନୂଆଦିଲ୍ଲୀ,୧୭।୨: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ଆଜି (ଫେବୃଆରୀ ୧୭) ଅର୍ଥାତ୍‌ ମଙ୍ଗଳବାର ସକାଳେ ତିନି ଦିନିଆ ଗସ୍ତ ପାଇଁ ଭାରତ ଆସିଛନ୍ତି। ଦାୟିତ୍ୱ ଗ୍ରହଣ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri