Posted inଖେଳ

ନେମାରଙ୍କୁ କରୋନା

ପ୍ୟାରିସ, ୪ା୯: ପ୍ୟାରିସ୍‌ ସେଣ୍ଟ୍‌ ଜର୍ମେନ (ପିଏସ୍‌ଜି)ର ଷ୍ଟାର ଖେଳାଳି ନେମାର କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସ୍ପାନିଶ ଦ୍ୱୀପାଞ୍ଚଳ ଇବିଜାରେ ଛୁଟି କଟାଇ ଫେରିବା ପରେ ଏହି ଫୁଟ୍‌ବଲ ଖେଳାଳିଙ୍କର କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ରହିଛି। ପ୍ୟାରିସ ସହର ଉପକଣ୍ଠ ବୋଗିଭାଲସ୍ଥିତ ତାଙ୍କ ନିଜସ୍ବ ବାସଭବନରେ ସେ ବର୍ତ୍ତମାନ ୧୪ ଦିନ ସେଲ୍‌ଫ ଆଇସୋଲେଶନରେ ଅଛନ୍ତି। ଫଳରେ ସେପ୍ଟେମ୍ବର ୧୦ରେ ଲେନ୍ସ ବିପକ୍ଷ ପିଏସ୍‌ଜିର ସିଜନ ଆରମ୍ଭ ପ୍ରଥମ ଗେମ୍‌ ଏବଂ ସେପ୍ଟେମ୍ବର ୧୩ରେ ମର୍ସିଲି ବିପକ୍ଷ ମ୍ୟାଚ ଖେଳିବାରୁ ବଞ୍ଚତ୍ତ ହେବେ। ପରବର୍ତ୍ତୀ ଖବର ଅନୁସାରେ ନେମାରଙ୍କର ଆଉଥରେ ଟେଷ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କରୋନା ଟେଷ୍ଟରେ ପାକିସ୍ତାନ, ଇଂଲଣ୍ଡ ଖେଳାଳି ଉତ୍ତୀର୍ଣ୍ଣ

ସାଉଥାମ୍ପଟନ, ୧ା୭ (ଏପି): ସର୍ବଶେଷ କରୋନା ଭାଇରସ ଟେଷ୍ଟରେ ଉଭୟ ପାକିସ୍ତାନ ଓ ଇଂଲଣ୍ଡ କ୍ରିକେଟ ଖେଳାଳି ଉତ୍ତୀର୍ଣ୍ଣ ହୋଇଛନ୍ତି। ରବିବାର ଇଂଲଣ୍ଡରେ ପହଞ୍ଚତ୍ଥିବା ପାକିସ୍ତାନ...

୧୯ ବର୍ଷରୁ କମ୍‌ ଚ୍ୟାଲେଞ୍ଜର ଟ୍ରଫି: ଜୟସ୍ବାଲଙ୍କ ଶତକ: ଭାରତ ଏ’ ବିଜୟୀ

ହାଇଦ୍ରାବାଦ,୧୬।୧୧(ପି.ଟି.)- ଓପନର ଯଶସ୍ବୀ ଜୟସୁଆଲଙ୍କ ଦମ୍‌ଦାର ଶତକ ସହାୟତାରେ ଏଠାରେ ଚାଲିଥିବା ୧୯ ବର୍ଷରୁ କମ୍‌ ଚ୍ୟାଲେଞ୍ଜର ଟ୍ରଫିରେ ଭାରତ ଏ’ ୭ ଉଇକେଟରେ ଭାରତ...

ବିସିସିଆଇ- କ୍ରୀଡ଼ା ମନ୍ତ୍ରଣାଳୟ ଶୀତଳ ଯୁଦ୍ଧ: ଆଶଙ୍କାରେ ଦକ୍ଷିଣ ଆଫ୍ରିକା ଏ’ ଦଳର ଭାରତ ଗସ୍ତ

ନୂଆଦିଲ୍ଲୀ,୧।୮(ପି.ଟି.)- ଆସନ୍ତା ଅଗଷ୍ଟ ଓ ସେପ୍ଟେମ୍ବରରେ ଦକ୍ଷିଣ ଆଫ୍ରିକା ଏ’ ଓ ମହିଳା ଦଳର ଆଗାମୀ ଭାରତ ଗସ୍ତ ନେଇ ଆଶଙ୍କା ସୃଷ୍ଟି ହୋଇଛି। କେନ୍ଦ୍ର...

ଆଇପିଏଲ୍‌: ଟାଇଟଲ ଲକ୍ଷ୍ୟରେ ବାଙ୍ଗାଲୋର

ନୂଆଦିଲ୍ଲୀ,୪।୪(ପି.ଟି.): ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଅଣ୍ଡର ଆଚିଭର ବିବେଚିତ ହେଉଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଦଳ ଏଥର...

ଭାରତର ଅଲିମ୍ପିକ୍‌ ପ୍ରସ୍ତୁତିକୁ ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୩।୭(ପି.ଟି.): ବିଶ୍ୱ ନିଶା ନିବାରଣ ସଂସ୍ଥା (ଓ୍ବାଡା) ଦେଶର ନ୍ୟାଶନାଲ ଡୋପ୍‌ ଟେଷ୍ଟିଂ ଲାବରେଟୋରି (ଏନ୍‌ଡିଟିଏଲ୍‌) ଉପରେ ଜାରି କରିଥିବା ବାସନ୍ଦାଦେଶକୁ ଆଉ ୬ ମାସକୁ...

ପାକିସ୍ତାନରେ ଆରମ୍ଭ ହେବ ପିଏସ୍‌ଏଲ-୫

କରାଚୀ,୧୯।୨(ଏଏଫ୍‌ପି)- ଦେଶର କ୍ରିକେଟ ପ୍ରେମୀମାନେ ପ୍ରଥମ ଥର ପାଇଁ ପାକିସ୍ତାନରେ ପିଏସ୍‌ଏଲ (ପାକିସ୍ତାନ ସୁପର ଲିଗ୍‌) ଉପଭୋଗ କରିବାକୁ ଯାଉଛନ୍ତି। ଦୀର୍ଘ ଏକ ମାସ ଧରି...

ମହିଳା ଫିଫା ବିଶ୍ୱକପ: କନ୍‌କାକାଫ୍‌ର ୪ଦଳକୁ ସିଧାସଳଖ ଯୋଗ୍ୟତା

ଜୁରିଚ୍‌, ୨୬ା୧୨ (ଏପି)-ମହିଳା ଫିଫା ବିଶ୍ୱକପ ୨୦୨୩ର ଅଂଶଗ୍ରହଣକାରୀ ଦଳ ସଂଖ୍ୟା ୩୨କୁ ବୃଦ୍ଧି କରାଯାଇଛି। ଫଳରେ ଦି କନଫେଡେରେଶନ ଅଫ୍‌ ନର୍ଥ ସେଣ୍ଟ୍ରାଲ ଆମେରିକା,...

ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍‌: କଳିଙ୍ଗରେ ତୃତୀୟ ପର୍ଯ୍ୟାୟ ମ୍ୟାଚ

ନୂଆଦିଲ୍ଲୀ, ୬ା୩- ଭାରତୀୟ କ୍ରୀଡ଼ା ପ୍ରାଧିକରଣ(ସାଇ) ଏବଂ ହକି ଇଣ୍ଡିଆ ଆନୁକୂଲ୍ୟରେ ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍‌(୨୧ ବର୍ଷରୁ କମ୍‌)ର ପ୍ରଥମ ସଂସ୍କରଣ ଚଳିତ...

Advertisement
Ten Cric Info


Archives

Model This Week