Posted inଖେଳ

ରୋନାଲଡୋଙ୍କ ପଦାଙ୍କ ଅନୁସରଣ କଲେ ନେମାର

ନୂଆଦିଲ୍ଲୀ,୧୬।୮: ବ୍ରାଜିଲର ତାରକା ଫୁଟବଲ ଖେଳାଳି ନେମାର ଜୁନିଅର ମଧ୍ୟ କ୍ରିଷ୍ଟିଆନୋ ରୋନାଲଡୋଙ୍କ ପଦାଙ୍କ ଅନୁସରଣ କରି ଆଗକୁ ବଢୁଥିବା ଦେଖିବାକୁ ମିଳିଛି। ରୋନାଲଡୋଙ୍କ ପରେ ନେମାର ବର୍ତ୍ତମାନ ସାଉଦି ଆରବ ଫୁଟବଲ କ୍ଲବ ଅଲ-ହିଲାଲର ଅଂଶ ହୋଇପାରିଛନ୍ତି। ସାଉଦି ପ୍ରୋ ଲିଗ ଦ୍ୱାରା ଏହି ସୂଚନା ଦିଆଯାଇଛି। ନେମାରଙ୍କୁ ବର୍ତ୍ତମାନ ଦୁଇ ବର୍ଷ ଧରି ଅଲ-ହିଲାଲଙ୍କ ଦ୍ୱାରା ୯୦୦ କୋଟିରୁ ଅଧିକ ଟଙ୍କା ପାଇଁ ତାଙ୍କ କ୍ଲବର ଏକ ଅଂଶ କରାଯାଇଛି।
ନେମାର ଜୁନିଅର ପ୍ରାୟ ୬ ବର୍ଷ ଧରି ପ୍ୟାରିସ ସେଣ୍ଟ-ଜର୍ମାନର ଏକ ଅଂଶ ରହିଆସିଛନ୍ତି। ଏଥି ସହିତ, ଆକଳନ କରାଯାଇଛି ଯେ ୨୦୨୫ ସୁଦ୍ଧା ଅଲ-ହିଲାଲରେ ନେମାରଙ୍କ ମୂଲ୍ୟ ପ୍ରାୟ ୪୦୦ ମିଲିୟନ ଡଲାରରେ ପହଞ୍ଚିପାରେ। ସାଉଦି ପ୍ରୋ-ଲିଗରେ ନେମାର କ୍ରିଷ୍ଟିଆନୋ ରୋନାଲଡୋଙ୍କ ବିପକ୍ଷରେ ଖେଳୁଥିବା ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

ଦାଦନ ଖଟିବାକୁ ଯାଇ ହଜି ଯାଇଥିଲେ ଘାସିରାମ, ଉଦ୍ଧାର ପରେ ବଖାଣିଲେ ଲୋମ ଟାଙ୍କୁର ସତ…

ଥୁଆମୂଳ ରାମପୁର,୯।୮(ଦୁର୍ଗା କୀର୍ତ୍ତି): ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀଙ୍କୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଶେଷ ହୋଇଛି। କେରଳରେ ଭୟ, ଭାଷାଗତ ସମସ୍ୟା ଓ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri