Posted inଖେଳ

ନେମାରଙ୍କ ପାଇଁ ଛାଡ଼ିଗଲେ ୧୦ ହଜାର କୋଟି ଟଙ୍କା: ଜାଣନ୍ତୁ କିଏ ସେ କୋଟିପତି…

ବ୍ରାସିଲିଆ,୮ା୯: ନିକଟରେ ପ୍ରାଣ ହରାଇଥିବା ବ୍ରାଜିଲର ଜଣେ ଧନୀ ବ୍ୟକ୍ତି ଫୁଟବଲ ସୁପରଷ୍ଟାର ନେମାରଙ୍କ ଲାଗି ୧୦ ହଜାରରୁ ଅଧିକ କୋଟି ଟଙ୍କା ଛାଡ଼ି ଯାଇଛନ୍ତି।

ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ମୁତାବକ, ବ୍ରାଜିଲର ଜଣେ କୋଟିପତି ତାଙ୍କ ଓ୍ବିଲ୍‌ରେ ନେମାରଙ୍କ ଲାଗି ୮୪୬ ମିଲିଅନ୍‌ ପାଉଣ୍ଡ୍ସ ବା ୧୦, ୦୭୭ କୋଟି ଟଙ୍କା ଛାଡ଼ି ଯାଇଛନ୍ତି। ନେମାରଙ୍କ ଭଳି ଉକ୍ତ କୋଟିପତିଙ୍କ ଦେଶ ବ୍ରାଜିଲ ହୋଇଥିଲେ ବି ଦୁହେଁ କଦାପି ପରସ୍ପରକୁ ଭେଟି ନ ଥିଲେ। ଉକ୍ତ ଅଜ୍ଞାତ କୋଟିପତିଙ୍କ ପତ୍ନୀ କିମ୍ବା କୌଣସି ଛୁଆ ନ ଥିଲେ। ତାଙ୍କର ଓ୍ବିଲ ପୋର୍ଟୋ ଆଲେଗ୍ରେ କାର୍ଯ୍ୟାଳୟରେ ଚୂଡ଼ାନ୍ତ ହୋଇଛି ଏବଂ ସେଥିରେ ଜୁନ ୧୨ ତାରିଖରେ ଦୁଇ ସାକ୍ଷୀଙ୍କ ହସ୍ତାକ୍ଷର ରହିଛି। ତେବେ ଏ ସଂକ୍ରାନ୍ତରେ ନେମାର କୌଣସି ପ୍ରତିକ୍ରିୟା ରଖି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ପ୍ଲେଇଂ ଇଲେଭେନ୍‌ରେ ବୈଭବଙ୍କୁ ଦେଖିବାକୁ ନ ପାଇ ଆଶ୍ଚର୍ଯ୍ୟ ହୋଇଗଲେ ଜାପାନ ଅଧିନାୟକ; କହିଲେ ଏମିତି…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ବର୍ଷା ଯୋଗୁ ମ୍ୟାଚକୁ ୫-୫ ଓଭରରେ ସୀମିତ କରାଯାଇଥିଲା।…

ହାରୁ ହାରୁ ମ୍ୟାଚ ଜିତିଗଲା ଭାରତ, ଦୀର୍ଘ ନିଃଶ୍ୱାସ ମାରି ଶ୍ରେୟସ ଆୟର କହିଲେ…

ନୂଆଦିଲ୍ଲୀ,୨୨।୯: ମଙ୍ଗଳବାର (୨୨ ସେପ୍ଟେମ୍ବର) ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ଐତିହାସିକ ଟି-୨୦ ମ୍ୟାଚ ବେଶ ରୋମାଞ୍ଚକର ରହିଥିଲା। ହାରୁଥିବା ମ୍ୟାଚକୁ ଶେଷରେ ମାତ୍ର ୨…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ଏସିଆନ ଗେମ୍ସ ଫାଇନାଲରେ ସ୍ମୃତି ମନ୍ଧାନା ରଚିଲେ ଇତିହାସ: ଏମିତି ରେକର୍ଡ କରି ହେଲେ ବିଶ୍ୱର ପ୍ରଥମ ବ୍ୟାଟର

ନୂଆଦିଲ୍ଲୀ,୨୨।୯: ଏସିଆନ ଗେମ୍ସର ଗୋଲ୍ଡ ମେଡାଲ ମ୍ୟାଚରେ ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରଚିଛନ୍ତି ନୂଆ ଇତିହାସ। ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ୧୧ ହଜାର ଅନ୍ତର୍ଜାତୀୟ…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

କମାଲ୍‌ କଲେ ୧୩ ବର୍ଷୀୟା ବାଳିକା: ଏସିଆନ ଗେମ୍ସରେ ୨ ସ୍ବର୍ଣ୍ଣ ସହ ମହାରେକର୍ଡ

ନୂଆଦିଲ୍ଲୀ,୨୨।୯: ଯେଉଁ ବୟସରେ ଅଧିକାଂଶ ପିଲା ପାଠପଢ଼ା ଓ ଖେଳର ମୌଳିକ ଅଭ୍ୟାସରେ ବ୍ୟସ୍ତ ରହନ୍ତି, ସେହି ବୟସରେ ଚାଇନାର ୧୩ ବର୍ଷୀୟା ସନ୍ତରଣକାରୀ ୟୁ ଜିଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?