Posted inଜାତୀୟ

ମୁଖ୍ୟମନ୍ତ୍ରୀ ସୋରେନଙ୍କୁ ପୁଣି ସମନ ପଠାଇଲା ଇଡି

ରାଞ୍ଚି,୨୭।୧: ଜମି ଦୁର୍ନୀତି ମାମଲାରେ ପଚରାଉଚରା ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଚିଠି ଲେଖିଛି। ମନି ଲଣ୍ଡରିଂ ମାମଲାରେ ପଚରାଉଚରା ପାଇଁ ସେ ୨୯ କିମ୍ବା ୩୧ଜାନୁଆରୀ ତାରିଖ ଦେବାକୁ ମୁଖ୍ୟମନ୍ତ୍ରୀ ସୋରେନଙ୍କୁ କହିଛି। ସୂଚନାନୁସାରେ, ଅନ୍ୟଥା ଏଜେନ୍ସି ନିଜେ ପଚରାଉଚରା ପାଇଁ ଯିବ।

ହେମନ୍ତ ସୋରେନଙ୍କୁ ଏ ପର୍ଯ୍ୟନ୍ତ ନଅଟି ସମନ ଜାରି କରାଯାଇଛି। ୮ମ ସମନ ସମୟରେ ତାଙ୍କୁ ଜାନୁଆରୀ ୬ରୁ ଜାନୁୟାରୀ ୨୦ପର୍ଯ୍ୟନ୍ତ ପଚରାଉଚରା ପାଇଁ ହାଜର ହେବାକୁ କୁହାଯାଇଥିଲା। ଏହା ଉପରେ ମୁଖ୍ୟମନ୍ତ୍ରୀ ଜାନୁଆରୀ ୨୦ରେ ପଚରାଉଚରା ପାଇଁ ତାଙ୍କ ବାସଭବନକୁ ଆସିବାକୁ କହିଥିଲେ। ଇଡି ସମନ ବିରୋଧରେ ମୁଖ୍ୟମନ୍ତ୍ରୀ ସୋରେନ ସୁପ୍ରିମକୋର୍ଟରେ ଏକ ପିଟଶନ ଦାଖଲ କରିଥିଲେ, କିନ୍ତୁ ସୁପ୍ରିମକୋର୍ଟ ହେମନ୍ତ ସୋରେନଙ୍କ ଆବେଦନକୁ ଖାରଜ କରିଦେଇଥିଲେ। ତେବେ ନବମ ସମନରେ ସୋରେନଙ୍କୁ ଜାନୁଆରୀ ୨୭ରୁ ଜାନୁଆରୀ ୩୧ ସୁଦ୍ଧା ଇଡିରେ ହାଜର ହେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?