ପରିବେଶୀୟ କ୍ଷତିପୂରଣ ଆଦାୟ ପାଇଁ ଏନ୍‌ଜିଟି ଆଦେଶ

କେନ୍ଦୁଝର,୧ା୨(ସ୍ବ.ପ୍ର.): ଘସିପୁରା ତହସିଲ ଅନ୍ତର୍ଗତ ମଦନପୁର ଗ୍ରାମରେ ହୋଇଥିବା ବେଆଇନ ମାଙ୍କଡ଼ାପଥର କ୍ୱାରୀର ଶୁଣାଣି କରି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ପୂର୍ବ ଜୋନ୍‌) ଏହା ଦ୍ୱାରା ହୋଇଥିବା ପରିବେଶୀୟ କ୍ଷତିପୂରଣ ସଂପୃକ୍ତ କମ୍ପାନୀଠାରୁ ଆଦାୟ କରିବାକୁ କମିଟିକୁ ଆଦେଶ ଦେବା ସହ କେସକୁ ବନ୍ଦ କରିଛନ୍ତି। ଏନେଇ କମ୍ପାନୀକୁ ସୁଯୋଗ ଦେଇ ତା’ର ପକ୍ଷକୁ ଶୁଣି ଆଦାୟ କରିବାକୁ କୁହାଯାଇଛି। ଏନ୍‌ଜିଟି କେସ୍‌ ନମ୍ବର ୪/୨୩ର ଶୁଣାଣି କରି ଏଭଳି ଆଦେଶ କରିଥିବା ଆଇନଜୀବୀ ଶଙ୍କର ପ୍ରସାଦ ପାଣି କହିଛନ୍ତି।
ପ୍ରକାଶ ଯେ, ଏନ୍‌ଜିଟିଙ୍କ ଆଦେଶ କ୍ରମେ କମିଟି ପକ୍ଷରୁ ଏକ ବୈଠକ ୩୦.୧୧.୨୦୨୨ରେ ବସିଥିଲା। କିନ୍ତୁ ଏହି ବୈଠକରେ କମ୍ପାନୀ ପକ୍ଷରୁ କେହି ଉପସ୍ଥିତ ରହି ନିଜର ପକ୍ଷ ରଖି ନ ଥିଲେ। ଏଣୁ ଉକ୍ତ ପରିବେଶୀୟ କ୍ଷତିପୂରଣ ଅର୍ଥକୁ କମ୍ପାନୀଠାରୁ ଆଦାୟ କରିବାକୁ ଟ୍ରିବ୍ୟୁନାଲ ଆଦେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ.…

ଶ୍ରଦ୍ଧା ଭୟଙ୍କର ଅବତାର ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବକ୍ସ ଅଫିସରେ ଫିଲ୍ମ ‘ସ୍ତ୍ରୀ’ ଜରିଆରେ ହୃଦୟ ଜିତିଥିବା ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଜବରଦସ୍ତ ଭାବେ ଏଣ୍ଟ୍ରି କରିଛନ୍ତି। ମ୍ୟାଡକ୍‌ ଫିଲ୍ମସର ବହୁ ପ୍ରତୀକ୍ଷିତ…

ଗୁରୁବାର ନବୀନ କରିବେ ବଡ଼ ଘୋଷଣା! ସୁଜାତା କାର୍ତ୍ତିକେୟନକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୨୬।୬: ଗୁରୁବାର ବିଜେଡିରେ ମିଶିପାରନ୍ତି ସୁଜାତା କାର୍ତ୍ତିକେୟନ। ବୁଧବାର ବରିଷ୍ଠ ନେତାଙ୍କ ସହ ନବୀନଙ୍କ ଆଲୋଚନା ପରେ ବଢ଼ିଲା ଚର୍ଚ୍ଚା। ଶଙ୍ଖ ଭବନରେ ଏନେଇ ନବୀନ ବଡ଼…

କେନ୍ଦ୍ର ସରକାର ବଦଳାଇଲେ ରାଶନ ନିୟମ! ଏବେ ପରିବାର ନୁହେଁ, ସଦସ୍ୟଙ୍କ ସଂଖ୍ୟା ଆଧାରରେ ମିଳିବ…

ନୂଆଦିଲ୍ଲୀ, ୨୪।୬: ଦେଶର ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (PDS) ଏବଂ ରାଶନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri