Posted inଜାତୀୟ

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି ପ୍ରିପେଡ୍‌ ଟୋଲ୍‌ ଯୋଜନା ପାସ୍‌ ମୂଲ୍ୟ ୩,୦୦୦ ଟଙ୍କା ରହିଥିଲା। ଏଥିରେ ୨୦୦ ଥର ପର୍ଯ୍ୟନ୍ତ କିମ୍ୱା ସମ୍ପୂର୍ଣ୍ଣ ଗୋଟିଏ ବର୍ଷ (ଯେଉଁଟି ପ୍ରଥମେ) ଟୋଲ୍‌ ଅତିକ୍ରମ କରିବା ଅନୁମତି ରହିଛି।

ଏପ୍ରିଲ ୧ରୁ ଆରମ୍ଭ ହେଉଥିବା ୨୦୨୬-୨୭ ଆର୍ଥତ୍କ ବର୍ଷ ପାଇଁ ଫାସ୍‌ଟାଗ୍‌ ବାର୍ଷିକ ପାସ୍‌ ମୂଲ୍ୟରେ ୭୫ ଟଙ୍କା ବୃଦ୍ଧି କରାଯାଇ ୩,୦୭୫ ଟଙ୍କା ରଖାଯାଇଛି। ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ନୂଆ ମୂଲ୍ୟ ଘୋଷଣା କରାଯାଇଛି।

ଜାତୀୟ ରାଜପଥ ଦେୟ ( ମୂଲ୍ୟ ନିର୍ଦ୍ଧାରଣ ଓ ସଂଗ୍ରହ) ନିୟମ, ୨୦୦୮ର ବ୍ୟବସ୍ଥା ଅନୁଯାୟୀ ମୂଲ୍ୟରେ ସଂଶୋଧନ କରାଯାଇଥିବା ମନ୍ତ୍ରଣାଳୟ କହିଛି। ସମ୍ପ୍ରତି ୫୬ ଲକ୍ଷରୁ ଊର୍ଦ୍ଧ୍ୱ ଫାସ୍‌ଟାଗ୍‌ ବାସ୍‌ ୟୁଜର ଅଛନ୍ତି।

ଘରୋଇ ଯାନ ମାଲିକଙ୍କ ମଧ୍ୟରେ ଫାସ୍‌ଟାଗ୍‌ ପାଇଁ ଆଗ୍ରହ ବଢ଼ିଛି। ଜାତୀୟ ରାଜପଥ ଏବଂ ଜାତୀୟ ଏକ୍ସପ୍ରେସ୍‌ ଓ୍ୱେର ୧,୧୫୦ଟି ପ୍ଲାଜାରେ ବୈଧ ଫାସ୍‌ଟାଗ୍‌ ଥିବା ଯୋଗ୍ୟ ଅଣବ୍ୟବସାୟିକ ଯାନ ପାଇଁ ସଂଶୋଧିତ ଦର ଲାଗୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri